ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ/ଲଣ୍ଡନ,୨୩ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । ଦୁଇ ନେତା ୟୁକ୍ରେନ୍ ସ୍ଥିତିକୁ ନେଇ ବିସ୍ତୃତ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ-ୟୁକ୍ରେନ ଯୁଦ୍ଧକୁ…
ୟୁକ୍ରେନ୍ ଛାଡ଼ିଲେଣି ୩୫ ଲକ୍ଷ
ଜେନେଭା, ୨୩ା୩: ରୁଷିଆ ଆକ୍ରମଣ ପରଠାରୁ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ୟୁକ୍ରେନ ଛାଡ଼ି ଶରଣାର୍ଥୀ ପାଲଟିଥିବା ଜାତିସଂଘ କହିଛି। ଏଥିଯୋଗୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ୟୁରୋପରେ ସବୁଠାରୁ ବଡ଼ ଶରଣାର୍ଥୀ ସଙ୍କଟ ଉପୁଜିଛି। ୟୁଏନ୍ଏଚ୍ସିଆର୍ ମଙ୍ଗଳବାର ପ୍ରକାଶ କରିଥିବା ରିପୋର୍ଟ…
ଭାରତ-ଆମେରିକା ଆଲୋଚନା
ନୂଆଦିଲ୍ଲୀ, ୨୩ା୩: ରୁଷିଆର ୟୁକ୍ରେନ୍ ଆକ୍ରମଣ ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି। ଆମେରିକା ରାଜନୈତିକ ବ୍ୟାପାର ବିଭାଗ ଅନୁସଚିବ ଭିକ୍ଟୋରିଆ ନୁଲାଣ୍ଡ ସୋମବାର ନୂଆଦିଲ୍ଲୀରେ ଭାରତର ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲାଙ୍କୁ ଭେଟି ଏ ବାବଦରେ କଥା…
କ୍ୱିଭ୍ ଉପାନ୍ତରୁ ରୁଷିଆ ବେଦଖଲ
କ୍ୱିଭ୍, ୨୩ା୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଙ୍ଗଳବାର ୨୭ ଦିନରେ ପହଞ୍ଚିଥିବା ବେଳେ ଲଢ଼େଇ ଥମିବାର କୌଣସି ଉପାୟ ବାହାରିପାରିନାହିଁ। ଉଭୟ ପକ୍ଷଙ୍କ ପ୍ରତିନିଧି ପୂର୍ବରୁ ସ୍ଥଗିତ ଥିବା ଆଲୋଚନା ସୋମବାର ଆଗେଇ ନେଇଥିଲେ ହେଁ ଯୁଦ୍ଧବିରତି ଦିଗରେ ଏହା ସଫଳ ହୋଇପାରିନାହିଁ।…
କଂଗ୍ରେସ କଶ୍ମୀରବାସୀଙ୍କ ଭାବନାକୁ ବୁଝି ପାରୁନାହିଁ: ବିକ୍ରମାଦିତ୍ୟ ସିଂ
ନୂଆଦିଲ୍ଲୀ,୨୩ ।୩: ଦେଶ ସ୍ୱାଧିନତା ସମୟରେ ଜମ୍ମୁ-କଶ୍ମୀରର ମହାରାଜା ଥିବା ହରି ସିଂଙ୍କ ନାତି ବିକ୍ରମାଦିତ୍ୟ ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ତାଙ୍କ ପିତା କର୍ନ ସିଂ କଂଗ୍ରେସର ଜଣେ ବରିଷ୍ଠ ନେତା । ବିକ୍ରମାଦିତ୍ୟ ସିଂ ମଙ୍ଗଳବାର…
ସୋନିଆଙ୍କୁ ଭେଟିଲେ ଜି-୨୩ ନେତା
ନୂଆଦିଲ୍ଲୀ,୨୩ା୩: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ‘ଜି-୨୩’ ନେତାମାନେ ସାକ୍ଷାତ୍ କରିଛନ୍ତି। ଜି-୨୩ ହେଉଛି କଂଗ୍ରେସରେ ସାଙ୍ଗଠନିକ ପରିବର୍ତ୍ତନ ଦାବି କରୁଥିବା ଅସନ୍ତୁଷ୍ଟ ଗୋଷ୍ଠୀ। ନିକଟରେ ଏହି ଗୋଷ୍ଠୀର ବରିଷ୍ଠ ନେତା ଗୁଲାମନବୀ ଆଜାଦ ସୋନିଆଙ୍କୁ ଭେଟିଥିବାବେଳେ ମଙ୍ଗଳବାର ରାଜ୍ୟ ସଭାର…
୧୨ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜଧାନୀରେ ଶାନ୍ତିଶୃଙ୍ଖଳାର ସହ ପୌର ନିର୍ବାଚନ ସମ୍ପନ୍ନ ନିମନ୍ତେ ମଡେଲ କୋଡ୍ ଅଫ କଣ୍ଡକ୍ଟ ଲାଗୁ ହେବା ପରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା ତରଫରୁ ସ୍ପେଶାଲ ଏନଫୋର୍ସମେଣ୍ଟ ଡ୍ରାଇଭ ଆରମ୍ଭ ହୋଇଛି। ଫେବୃୟାରୀ ୫ରୁ ଏହି ଡ୍ରାଇଭ ଆରମ୍ଭ…
କଂଗ୍ରେସ ଛାଡ଼ିଲେ କରଣ ସିଂଙ୍କ ପୁଅ
ନୂଆଦିଲ୍ଲୀ,୨୩ା୩: ଜମ୍ମୁ-କଶ୍ମୀରର ପ୍ରଥମ ରାଜ୍ୟପାଳ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କରଣ ସିଂଙ୍କ ପୁଅ ବିକ୍ରମାଦିତ୍ୟ ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ କଂଗ୍ରେସ ତୃଣମୂଳ ସ୍ତରରେ ବାସ୍ତବତାରୁ ବହୁ ଦୂରରେ ଥିବା ଦର୍ଶାଇ ସେ ଦଳ ଛାଡ଼ିଥିବା ଟୁଇଟରରେ ଦର୍ଶାଇଛନ୍ତି।…
ଏଣିକି ଦେଶରେ ଏକକ ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଏଣିକି କଲେଜରେ ନାମଲେଖା ପାଇଁ ସାରା ଦେଶରେ ଏକକ ପ୍ରବେଶିକା ପରୀକ୍ଷା ହେବ। ଆଉ ଦ୍ୱାଦଶ ଶ୍ରେଣୀର ମାର୍କ ଭିତ୍ତିରେ ଛାତ୍ରୀଛାତ୍ରଙ୍କୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାକୁ…
ଅଯୋଧ୍ୟା ଗଲା ସୀତାକୁଣ୍ଡ ଜଳ
ମାଲକାନଗିରି/କୋରାପୁଟ,୨୩ା୩ (ଡି.ଏନ୍.ଏ./ସ୍ବ.ପ୍ର.): ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡାଘାଟି ଗସ୍ତ କରିଛନ୍ତି। ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମମନ୍ଦିର ପାଇଁ ରାଜ୍ୟପାଳ ମୁଦୁଲିପଡ଼ାରେ ଥିବା ସୀତାକୁଣ୍ଡରୁ ଜଳ ସଂଗ୍ରହ କରିଛନ୍ତି। ଉକ୍ତ ଜଳକଳସ ରାମନବମୀ ଦିନ…
ମଲାଇକାଙ୍କ ପ୍ରେରଣା ଅର୍ଜୁନ
ମୁମ୍ବାଇ: ବି’ ଟାଉନ୍ରେ ଫିଟ୍ନେଶ୍ କଥା ଉଠିଲେ ଆଖି ଆଗକୁ ଚାଲିଆସନ୍ତି ମଲାଇକା ଅରୋରା। ୪୮ ବର୍ଷୀୟା ମଲାଇକା ନିଜ ଫିଟ୍ନେଶ୍ ଓ ଜିରୋ ଫିଗର୍ ପାଇଁ ଜଣାଯାଉଥିବାବେଳେ ଏଥିଲାଗି ସେ ତାଙ୍କର ସବୁ ଶ୍ରେୟ ବୟଫ୍ରେଣ୍ଡ ଅର୍ଜୁନଙ୍କୁ ଦେଇଛନ୍ତି। ମଲାଇକା…
ସ୍କୁଲ ବାରଣ୍ଡାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର
ନୂଆଗାଁ,୨୩।୩(ଡି.ଏନ.ଏ.): ଅନୁଦାନ ଆସିଛି ହେଲେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ହୋଇପାରୁନାହିଁ। ଫଳରେ ସ୍କୁଲ ବାରଣ୍ଡାରେ ଚାଲିଛି କେନ୍ଦ୍ର। ଏଥିସହିତ ଉକ୍ତ କେନ୍ଦ୍ର ପକ୍ଷରୁ ପ୍ରତିଦିନ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ସେହି ସ୍କୁଲ ବାରଣ୍ଡାରେ ହିଁ ଚାଲିଛି। ମଙ୍ଗଳବାର ମମତା ଦିବସ ମଧ୍ୟ…
Archives


