ଆଇଏସ୍ ଲିଙ୍କ୍ ନେଇ ୬ ରାଜ୍ୟରେ ଚଢାଉ
ନୂଆଦିଲ୍ଲୀ,୩୧।୭: ଆତଙ୍କବାଦୀ ସଂଗଠନ ଇସ୍ଲାମିକ ଷ୍ଟେଟ୍ (ଆଇଏସ୍)ର କାର୍ଯ୍ୟକଳାପ ସମ୍ପୃକ୍ତିକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ରବିବାର ୬ ରାଜ୍ୟରେ ଚଢାଉ କରିଛି। ଏହି ଚଢାଉ ମଧ୍ୟପ୍ରଦେଶ, ଗୁଜରାଟ, ବିହାର, କର୍ନାଟକ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶର ୧୩ଟି ସ୍ଥାନରେ ହୋଇଛି।…
ଆକାଉଣ୍ଟରୁ ଠକି ନେଲେ ୩ ଲକ୍ଷ
ବ୍ରହ୍ମପୁର ଅଫିସ,୩୧ା୭: ବ୍ରହ୍ମପୁର ସଦର ଥାନା ଅଧୀନ ଶକ୍ତିନଗର ତୃତୀୟ ଲାଇନ୍ ବାସିନ୍ଦା ରବିନାରାୟଣ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି। ସାଇବର ଠକମାନେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩ ଲକ୍ଷ ୨୫ ହଜାର ଟଙ୍କା ଠକି ନେଇଛନ୍ତି। ଏ ନେଇ…
ଝିଅକୁ ଖୋଜି ଆଣିବାକୁ ଥାନାର ଦ୍ୱାରସ୍ଥ ହେଲେ ବାପା
କୋକସରା,୩୧ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝୀଗୁଡ଼ା ପଞ୍ଚାୟତ ମହୁଳମୁଣ୍ଡା ଗାଁର ଧବଳେଶ୍ବର ରାଉତଙ୍କ ଝିଅ ଜୟନ୍ତୀ(୧୮) ଗତ ୨୬ ତାରିଖ ରାତିରୁ ନିଖୋଜ ଅଛନ୍ତି। ପରିବାର ଲୋକେ ଖୋଜାଖୋଜି କରିବା ପରେ ତାଙ୍କର କୌଣସି ପତ୍ତା ପାଇ ନ…
ପାକିସ୍ତାନକୁ ହରାଇଲା ଭାରତ
ବର୍ମିଂହାମ,୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ଖେଳାଯାଇଥିବା ଟି-୨୦ ମୁକାବିଳାରେ ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ବ୍ୟାଟିଂ ଫଳରେ ଭାରତୀୟ ମହିଳା ଦଳ ୮ ଉଇକେଟରେ ବିଜୟ ହୋଇଛି। ଟସ୍ ଜିତି ପାକିସ୍ତାନ ବ୍ୟାଟିଂ କରି ୯୯ ରନ୍ କରିଥିଲା। ଜବାବରେ ଭାରତୀୟ ଦଳ…
ଟୁଇଟରରୁ ବିରତି ନେଲେ ‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ
ମୁମ୍ବାଇ: ବଲିଉଡ ଦୁନିଆର ଆଗ ଧାଡିର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ସୋସିଆଲ ମିଡିଆରେ ଥାଆନ୍ତି ଖୁବ୍ ଚର୍ଚ୍ଚାରେ । ପ୍ରାୟ ସମସ୍ତ ବିଷୟରେ ନିଜର ବେକାବୁ ବୟାନକୁ ନେଇ ସେ ଆସିଥାଆନ୍ତି ଚର୍ଚ୍ଚାକୁ । ଏବେ ଏହି ନିର୍ଦ୍ଦେଶକ ପୁଣିଥରେ ଆସିଛନ୍ତି…
ଶିକ୍ଷକଙ୍କ ମାଡ଼ରେ ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ
କବିସୂର୍ଯ୍ୟନଗର,୩୧ା୭(ଡି.ଏନ୍.ଏ.): ଜଣେ ଶିକ୍ଷକଙ୍କ ମାଡ଼ରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଅଧୀନ(ଏ) ବରିଡା ଗ୍ରାମର ଶ୍ରୀଦଧିବାମନ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ ହୋଇଛନ୍ତି। ତାଙ୍କ ନାମ ଗୋପାଳ ମହାରଣା (୫)। ଗୋପାଳଙ୍କ ବାପା ଦୁବାଇରେ କାମ…
ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ
ବ୍ରହ୍ମପୁର ଅଫିସ,୩୧।୭ା: ବିଭିନ୍ନ ଦାବି ନେଇ ଏମ୍କେସିଜି ମେଡିକାଲ କଲେଜ ହସ୍ପିଟାଲ ଆଉଟସୋର୍ସିଂ କର୍ମଚାରୀମାନେ ରବିବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମେଡିକାଲରେ କାର୍ଯ୍ୟରତ ସମସ୍ତ ସିଫ୍ଟର ଆଟେଣ୍ଡାଣ୍ଟମାନେ ସୁପରିଟେଣ୍ଡେଣ୍ଟଙ୍କ କାର୍ଯ୍ୟଳୟ ନିକଟସ୍ଥ ଷ୍ଟେୱାର୍ଡ କାର୍ଯ୍ୟାଳୟ ଆଗରେ ୧ ଘଣ୍ଟା ଧରି ବିକ୍ଷୋଭ…
ବନ୍ଦ କୋଠରିରୁ ନବବଧୂଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ
ପାରଳାଖେମୁଣ୍ଡି,୩୧ା୭(ଡି.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ଯାଜପୁରଠାରେ ଏକ ବନ୍ଦ କୋଠରିରୁ ଜଣେ ନବବଧୂଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିଛି। ତେବେ ଘରେ କେହି ନ ଥିବା ବେଳେ ସେ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଥିବା…
ପୋଖରୀରୁ ମିଳିଲା ମହିଳାଙ୍କ ମୃତଦେହ: ବେକ ଆଉ ଗୋଡ଼ରେ ବନ୍ଧାଯାଇଛି ଚିପ୍ସ ଭର୍ତ୍ତି ଅଖା
ସିମୁଳିଆ,୩୧ା୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ପାହିତୋରଣା ପଞ୍ଚାୟତର ଦୋରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୋରାର କୁନୁଲତା ନାୟକ(୩୫) ନାମକ ଜଣେ ମହିଳାଙ୍କ ବେକ ଓ ଗୋଡ଼ରେ ଚିପ୍ସ ଭର୍ତ୍ତି ଅଖା ବନ୍ଧାଯାଇ ନିକଟସ୍ଥ ପୋଖରୀରେ ପଡ଼ିଥିବା…
ଦୁଇ ଟ୍ରକ୍ ମଧ୍ୟରେ ମୁହାମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ ଗୁରୁତର
ନୂଆପଡ଼ା ଅଫିସ,୩୧।୭: ନୂଆପଡ଼ା ଜିଲା କୋମନା ଥାନା ତରବୋଡ କେନ୍ଦୁପତ୍ର ଗୋଦାମ ପାଖ ୩୫୩ ନମ୍ବର ଜାତୀୟ ରାଜପଥରେ ୨ ଟ୍ରକ୍ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ…
ଇଡି ହେପାଜତକୁ ଗଲେ ଶିବସେନା ନେତା ସଞ୍ଜୟ ରାଉତ
ମୁମ୍ବାଇ,୩୧ ।୭: ପାତ୍ର ଚାୱଲା ଜମି ଘୋଟାଲା ମାମଲାରେ ରବିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶିବସେନା ନେତା ସଞ୍ଜୟ ରାଉତଙ୍କୁ ୯ ଘଣ୍ଟାର ପଚରା ଉଚରା ପରେ ଅପରାହ୍ନରେ ହେପାଜତକୁ ନେଇଛି । ମନି ଲଣ୍ଡରିଂ ମାମଲାରେ ରବିବାର ସକାଳେ ଇଡିର ଟିମ…
ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଆତଙ୍କିତ
ରିଆମାଳ,୩୧ା୭(ଡି.ଏନ୍.ଏ.): ଦେବଗଡ଼ ଜିଲା ରିଆମାଳରେ ବାଘ ଆତଙ୍କ। ଏକ କଲରାପତରିଆ ବାଘ ରିଆମାଳ-ରାମପାଲି ରାସ୍ତା କ୍ରସର ଆଗରେ ଶନିବାର ସନ୍ଧ୍ୟାରେ ଦେଖାଯାଇଥିଲା। କାରରେ ଯାଉଥିବା କିଛି ଲୋକ ଫଟୋ ଉଠାଇ ପୋଲିସକୁ ଦେଇଥିଲେ। ରିଆମାଳ ଥାନାଧିକାରୀ ଲଳିତା ପ୍ରଧାନ ଏ ସମ୍ପର୍କରେ…

