ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୦୨୯ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୧୦୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୭୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୬୦୨ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୨୭…
ଏହି ଦେଶରେ ଭାରତୀୟଙ୍କୁ ଲୋଡ଼ା ନାହିଁ ଭିଜା
[contact-form][contact-field label=”Name” type=”name” required=”true” /][contact-field label=”Email” type=”email” required=”true” /][contact-field label=”Website” type=”url” /][contact-field label=”Message” type=”textarea” /][/contact-form] ବିଦେଶ ଭ୍ରମଣ କରିବା ଅନେକଙ୍କ ସ୍ବପ୍ନ। ଆଉ ଏଥିପାଇଁ ଲୋଡ଼ାହୁଏ ଭିଜା। ହେଲେ ଆପଣ ଜାଣନ୍ତିକି ଏମିତି କେତେକ ଦେଶ…
ନିଆରା ଚିତ୍ରଶିଳ୍ପୀ
ଚିତ୍ରାଙ୍କନ ଏକ କଳା। ଏହାଦ୍ୱାରା କାନ୍ଭାସ୍ରେ ପ୍ରତିଫଳିତ ହୋଇଥାଏ ଚିତ୍ରକରଙ୍କ ପରିକଳ୍ପନା ଆଉ ତାହା ହିଁ ଦେଇଥାଏ ତାଙ୍କ ସୃଜନଶୀଳତାର ପରିଚୟ। ତେବେ ଏମିତି କେତେଜଣ ଚିତ୍ରକର ଅଛନ୍ତି, ଯାହାଙ୍କ ଭିନ୍ନଶୈଳୀର ଚିତ୍ରକଳା ତାଙ୍କୁ କରିଥାଏ ଅନ୍ୟମାନଙ୍କଠାରୁ ସ୍ବତନ୍ତ୍ର। ଏଭଳି କେତେଜଣ…
‘ୟୁନିୟନକୁ ବଦନାମ କରିବାକୁ ଷଡ଼ଯନ୍ତ୍ର ଚାଲିଛି’
ପାରାଦୀପ, ୩୧।୭ (ସ୍ବ.ପ୍ର.): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଟର୍ମିନାଲ ରାସ୍ତାରେ ୨୭ ତାରିଖ ସାରେ ପିପିଏଲ୍ ୱାର୍କର୍ସ ୟୁନିୟନ ସମ୍ପାଦକ ପ୍ରଫୁଲ୍ଲ ଖଟୁଆଙ୍କୁ ୨ ଜଣ ଯୁବକ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ସେ ଥାନାରେ ଅଭିଯୋଗ କରିବା…
ପ୍ରକଳ୍ପ ପ୍ରତିଶ୍ରୁତିରେ ଅଣନିଃଶ୍ୱାସୀ ଜିଲାବାସୀ
କେନ୍ଦ୍ରାପଡ଼ା ଅଫିସ,୩।୧।୭: ଅର୍ଥନୈତିକ ଅଭିବୃଦ୍ଧିରେ ରାଜ୍ୟର ୨୬ତମ ସ୍ଥାନରେ କେନ୍ଦ୍ରାପଡ଼ା ଜିଲା ଅଛି। ଅର୍ଥକାରୀ ଫସଲ ଯୋଜନା ନ ଥିଲେ ମଧ୍ୟ କୃଷିଭିତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଛି। ରାଜନେତାମାନେ ଗତ ଦଶନ୍ଦୀ ଧରି ଏହାର ସୁଯୋଗ ନେଉଛନ୍ତି। ନିର୍ବାଚନ…
ଇଡିର ଯାଞ୍ଚ ଭିତରେ ଟୁଇଟ କଲେ ସଞ୍ଜୟ, ଶିବସେନା ଛାଡିବି ନାହିଁ
ମୁମ୍ବାଇ,୩୧ ।୭: ପଶ୍ଚିମବଙ୍ଗ ପରେ ଏବେ ମହାରାଷ୍ଟ୍ରରେ ସକ୍ରିୟ ହୋଇଛି ପ୍ରବର୍ତ୍ତନ ନିଦ୍ଦେଶାଳୟ(ଇଡି) । ରବିବାର ସକାଳୁ ଶିବସେନା ନେତା ତଥା ରାଜ୍ୟ ସଭା ଏମପି ସଞ୍ଜୟ ରାଉତଙ୍କ ଘରେ ଇଡି ପକ୍ଷରୁ ଚଢାଉ କରାଯାଇଛି । ପାତ୍ର ଚାୱଲା ଜମି…
ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ଡିଆଇଇଟି
ଖୋର୍ଦ୍ଧା ଅଫିସ,୩୧।୭: ଶିକ୍ଷାର ବିକାଶ ଏବଂ ଭିତ୍ତିଭୂମି ଲାଗି ରାଜ୍ୟ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ୫-ଟି ଯୋଜନା ଅନ୍ତର୍ଗତ ସ୍କୁଲ ରୂପାନ୍ତରଣରେ ସ୍ମାର୍ଟ ସ୍କୁଲ ନିର୍ମାଣ ଚାଲିଛି। ତେବେ ଦୀପ ତଳ ଅନ୍ଧାର ଭଳି ଖୋର୍ଦ୍ଧା ଜିଲା ଶିକ୍ଷକ…
ବାରାମୂଳା ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଜମ୍ମୁ,୩୧ ।୭: ବାରାମୂଳାର ବିନେର ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଶନିବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି । ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ସମାଚାର ଏଜେନ୍ସି ଏଏନଆଇର ସୂଚନା…
‘ସ୍ବାସ୍ଥ୍ୟ, ଶିକ୍ଷା, କୃଷି ସବୁ କ୍ଷେତ୍ରରେ ସରକାର ବିଫଳ’
ଭୁବନେଶ୍ୱର,୩୧।୭(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା, ଜଳସେଚନ ସବୁକିଛି ବିପର୍ଯ୍ୟସ୍ତ। ରାଜ୍ୟରେ ପ୍ରାୟ ୩ ଲକ୍ଷ ପଦବୀ ଖାଲି ପଡ଼ିଛି। ୧୮୦୦ ବିଦ୍ୟାଳୟରେ ଜଣେ ମାତ୍ର ଶିକ୍ଷକ ଅଛନ୍ତି। ଶାସନର ୨୨ ବର୍ଷ ପରେ ମଧ୍ୟ ନଗଡ଼ା ଭଳି ସ୍ଥିତି ଦେଖିବାକୁ ମିଳୁଛି। ରାଜ୍ୟ…
ସାର୍, ଆମ ଦରମା, ଭତ୍ତା ବଢ଼ାନ୍ତୁ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ଦରଦାମ ବଢ଼ିଲାଣି। ତେଲ ଦର ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଖର୍ଚ୍ଚ ବଢ଼ିଗଲାଣି। ଥରେ ନିର୍ବାଚନମଣ୍ଡଳୀ ବୁଲି ଗଲେ ୫୦ ହଜାର ଖର୍ଚ୍ଚ ହେଉଛି। ବାହାଘର, ବ୍ରତଘର, ନାଚ, ଗୀତ, ମେଳା ମହୋତ୍ସବ, ଖେଳକୁଦ, ଚିକିତ୍ସା ଓ ଅନ୍ୟାନ୍ୟ ପାଇଁ ଆମକୁ…
ନେପାଳରେ ଭୂକମ୍ପ, ବିହାରର ଅଧିକାଂଶ ଜିଲାରେ ଦେଖାଦେଲା ପ୍ରଭାବ
କାଠମାଣ୍ଡୁ,୩୧ ।୭: ନେପାଳର ରାଜଧାନୀ କାଠମାଣ୍ଡୁରେ ରବିବାର ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୫.୫ । ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜି କହିଛି ରବିବାର ସକାଳ ପ୍ରାୟ ୭ଟା ୫୮ ମିନିଟରେ ଭୂକମ୍ପ ଅନୁଭୁତ…
ଏମ୍ଆର୍ପିଠାରୁ ଅଧିକ ଦାମ୍ରେ ବିକ୍ରି ହେଉଛି ମଦ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ସର୍ବନିମ୍ନ ଖୁଚୁରା ମୂଲ୍ୟ(ଏମ୍ଆର୍ପି)ଠାରୁ ଅଧିକ ଦରରେ ମଦ ବିକ୍ରି ହେଉଛି। ଏପରି କି ମଦ ଦୋକାନୀମାନେ ଗ୍ରାହକଙ୍କୁ ରସିଦ୍ ଦେଉନାହାନ୍ତି। ଶନିବାର ପ୍ରଶ୍ନକାଳରେ ବିଜେଡି ସଭ୍ୟ ଅରବିନ୍ଦ ଢାଲିଙ୍କ ମୂଳ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର…

