ସୁସ୍ମିତାଙ୍କୁ ଭିଡରୁ ରକ୍ଷା କଲେ ପୂର୍ବତନ ପ୍ରେମିକ
ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ନିକଟରେ ତାଙ୍କ ବୟଫ୍ରେଣ୍ଡ ରୋହମନ ଶଲଙ୍କ ସହ ତାଙ୍କ ବ୍ରେକ୍ଅପ୍କୁ ନେଇ ଆଲୋଚନା ଜୋର ଧରିଥିଲା। ସୁସ୍ମିତା ସୋସିଆଲ ମିଡିଆ ମାଧ୍ୟମରେ ନିଜ ବ୍ରେକ୍ଅପ୍ ଖବର ପ୍ରଶଂସକଙ୍କୁ ଜଣାଇଥିଲେ। କିନ୍ତୁ ପୁଣି…
ନିର୍ବାଚନୀ ସଭାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଟାର୍ଗେଟ
ଜୁନାଗଡ଼,୨୨।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ନୂଆବସ୍ଷ୍ଟାଣ୍ଡଠାରେ ଭାଜପାର ବିଶାଳ ନିର୍ବାଚନୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଏମ୍ପି ବସନ୍ତ ପଣ୍ଡା, ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ଜୁନାଗଡ ଏନ୍ଏସି ଅଧ୍ୟକ୍ଷ…
ମା’ ତାରା ତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ
ପୁରୁଷୋତ୍ତମପୁର,୨୨।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହୋଇଯାଇଛି। କରୋନା କଟକଣାରେ ଯାତ୍ରା ପରିଚାଳନା କରାଯାଉଛି। ଅସୁସ୍ଥ ଥିବା ବ୍ୟକ୍ତିଙ୍କୁ ଗହଳିକୁ ନ ଆସିବାକୁ ଜିଲାପାଳ ଅନୁରୋଧ କରିଛନ୍ତି। ସୋମବାର ରାତି ସାଢେ ୧ଟାରେ…
ଆଜି ସନ୍ଧ୍ୟାରେ ସରିବ ପୌର ପ୍ରଚାର
ଭୁବନେଶ୍ୱର,୨୨।୩(ବ୍ୟୁରୋ) : ଆସନ୍ତା ୨୪ରେ ୧୦୬ ପୌରସଂସ୍ଥା ଏବଂ ୩ ମହାନଗର ନିଗମରେ ହେବାକୁ ଯାଉଛି ପୌର ନିର୍ବାଚନ। ତେବେ ଆଜି ସନ୍ଧ୍ୟା ୫ଟାରୁ ସରିବ ପୌର ନିର୍ବାଚନ ପ୍ରଚାର । ହାତରେ ଆଉ ମାତ୍ର କିଛି ଘଣ୍ଟାର ସମୟ ।…
ରୁଷିଆ ଆକ୍ରମଣକୁ ନେଇ ଭାରତର ଆଭିମୁଖ୍ୟ ‘ନରମ’: ବାଇଡେନ୍
ନ୍ୟୁୟର୍କ,୨୨।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଭାରତର ଆଭିମୁଖ୍ୟକୁ ଦୁର୍ବଳ ବୋଲି କହିଛନ୍ତି। ଆମେରିକାର ଅନ୍ୟ ସହଯୋଗୀ ଦେଶ ତୁଳନାରେ ଭାରତର ପ୍ରତିକ୍ରିୟା ଅସ୍ଥିର ବୋଲି ସେ କହିଛନ୍ତି। ୱାଶିଂଟନରେ ଆମେରିକାର ବିଜ୍ନେସ୍ ଲିଡର୍ସମାନଙ୍କୁ ସମ୍ବୋଧିତ କରି…
‘କିଛି ଲୁଚାଇବାର ନାହିଁ’
ଥିରୁଭାନନ୍ତପୁରମ,୨୨।୩: ଯୌନ ନିର୍ଯାତନା ପୀଡ଼ିତା ତଥା ଟଲିଉଡ୍ ଅଭିନେତ୍ରୀ ଭାବନା ମେନନଙ୍କୁ କେରଳର ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲରେ କରତାଳି ସହ ସ୍ବାଗତ କରାଯାଇଥିଲା। ୨୦୧୭ରେ ଯୌନ ନିର୍ଯାତନା ମାମଲା ପରେ ସେ ପ୍ରଥମ ଥର ପାଇଁ ଜନସାଧାରଣଙ୍କ ସାମ୍ନାକୁ ଆସିଥିଲେ। ଉଲ୍ଲେଖଯୋଗ୍ୟ,…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ଭଦ୍ରକ ଅଫିସ,୨୨।୩: ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଜଳସେଚନ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ କୁମାର ଶାସନୀ। ମଙ୍ଗଳବାର ଭିଜିଲାନ୍ସ ଟିମ୍ ଉମେଶଙ୍କ ଘରେ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି। ଆନନ୍ଦପୁର ସମେତ ଭଦ୍ରକ, ଭୁବନେଶ୍ବର ଚଢାଉ ଜାରି…
କମୁଛି ସଂକ୍ରମଣ
ନୂଆଦିଲ୍ଲୀ,୨୨।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାର ୫୮୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୩ ଜଣଙ୍କ ମୃତ୍ୟୁ…
ବିପର୍ଯ୍ୟୟ ସତ୍ତ୍ୱେ ୨୩୦ ରନ୍ର ଟାର୍ଗେଟ ଛିଡ଼ା କଲା ଭାରତ
ହାମିଲଟନ,୨୨।୩: ଚଳିତ ଆଇସିସି ମହିଳା ଦିନିକିଆ ବିଶ୍ୱକପ୍ରେ ମଙ୍ଗଳବାର ଖେଳାଯାଉଥିବା କର ବା ମର ମ୍ୟାଚ୍ରେ ବାଂଲାଦେଶ ଆଗରେ ୨୩୦ ରନ୍ର ଟାର୍ଗେଟ ଛିଡ଼ା କରିଛି ଟିମ୍ ଇଣ୍ଡିଆ। ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତୀୟ ଦଳକୁ ୭୪…
ରାଗିଗଲେ ୟୁକ୍ରେନ ରାଷ୍ଟ୍ରପତି
କ୍ୱିଭ୍,୨୨।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୨୬ ଦିନ ହେବ ଯୁଦ୍ଧ ଚାଲିଛି। ରୁଷିଆର କ୍ଷେପଣାସ୍ତ୍ର ମାଡରେ ୟୁକ୍ରେନର ଅନେକ ସହର କ୍ଷତିଗ୍ରସ୍ତ ହୋଇଛି। ଯୁଦ୍ଧ ମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ନାଟୋ ଉପରେ ଖୋଲାଖୋଲି ବର୍ଷିଛନ୍ତି। ଯୁଦ୍ଧରେ ପ୍ରତ୍ୟକ୍ଷ…
ମାଲିକଙ୍କୁ ଏମିତି ଶିକ୍ଷା ଦେଲା କୁକୁର, ଡରିକି ଦୌଡ଼ିଲେ ….
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୨୨।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରେ ସର୍ବାଧିକ ୭ ଜଣ…
Archives


