Home Left

‘ସାବାସ ମିଠୁ’ ଟିଜରରେ ତାପସିଙ୍କ ଜବରଦସ୍ତ ଲୁକ

ମୁମ୍ବାଇ: ବଲିଉଡ ନାୟିକା ତାପସି ପନ୍ନୁ ଏବେ ତାଙ୍କ ଅପକମିଂ ଫିଲ୍ମ ‘ସାବାସ ମିଠୁ’ ପାଇଁ ଖୁବ୍ ଚର୍ଚ୍ଚାରେ ରହିଛନ୍ତି । ଏଥିରେ ସେ ମହିଳା ଇଣ୍ଡିଆନ କ୍ରିକେଟର ମିତାଲି ରାଜଙ୍କ ଭୂମିକାରେ ନଜର ଆସିବେ । ଦର୍ଶକେ ବଡ ଉତ୍ସୁକତାର…

ଇଂଲଣ୍ଡରେ ମିଷ୍ଟର ମମି ଶୁଟିଂ ଆରମ୍ଭ କଲେ ରିତେଶ-ଜେନେଲିଆ

ବଲିଉଡ୍‌ ଅଭିନେତା ରିତେଶ ଦେଶମୁଖ ଏବଂ ଜେନେଲିଆ ଡି’ସୁଜା ଇଂଲଣ୍ଡରେ ମିଷ୍ଟର ମମି ଶୁଟିଂ ଆରମ୍ଭ କରିଛନ୍ତି। ତେବେ ଫିଲ୍ମର ପ୍ରଥମ ଲୁକ ସାମ୍ନାକୁ ଆସିସାରିଛି । ଫେବୃଆରୀ ୩ରେ ଏହି ଦମ୍ପତି ୧୦ତମ ବିବାହ ବାର୍ଷିକୀ ପାଳନ କରିଥିଲେ ।…

ନିର୍ବାଚନ ପ୍ରଚାର ମଇଦାନରେ ଅଭିନେତ୍ରୀ

କେସିଙ୍ଗା,୨୧।୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ପୌର ନିର୍ବାଚନ ହେବାକୁ ଥିବା ବେଳେ ମଙ୍ଗଳବାର ପ୍ରଚାରର ଶେଷ ଦିନ। ଏହାକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ୩ ପ୍ରମୁଖ ଦଳ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି। ସୋମବାର ଭାଜପା ଅଧ୍ୟକ୍ଷ ପ୍ରାର୍ଥୀ…

ସାଉଥ୍‌ କୋରିଆରେ ୩ ଦିନରେ ୧୧ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ

ସିଓଲ୍‌,୨୧।୩: ସାରା ବିଶ୍ୱର ଅନେକ ଦେଶରେ ପୁଣି ଥରେ କରୋନା ପ୍ରକୋପ ଦେଖିବାକୁ ମିଳିଛି। ଗତ ୨୪ଘଣ୍ଟାରେ ସାରା ବିଶ୍ୱରେ ୧୧ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ସାମ୍ନାକୁ ଆସିଥିବା ବେଳେ କରୋନାଜନିତ ୨୯୧୭ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ବିଶ୍ୱର ସବୁଠାରୁ ଅଧିକ ପ୍ରଭାବିତ…

ଖେଳାଳିଙ୍କୁ ଜାଣିବା ପାଇଁ କୋଚ ରିକି ପଣ୍ଟିଂଙ୍କ ନୂଆ ଫର୍ମୁଲା

ମୁମ୍ବାଇ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଆସନ୍ତା ମାର୍ଚ୍ଚ ୨୬ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। କୋଚ୍‌ ରିକି ପଣ୍ଟିଂଙ୍କ ନେତୃତ୍ୱରେ ଦଳ ଗତ ସିଜିନରେ ଜବରଦସ୍ତ ପ୍ରଦର୍ଶନ କରିଛି। ଏଥର ମଧ୍ୟ ଦଳ…

ଶେଷ ହେଉ ନାହିଁ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସର ସମସ୍ୟା

ମୁମ୍ବାଇ,୨୧।୩: ଆଗାମୀ ଆଇପିଏଲରେ ପ୍ରଥମ ଥର ପାଇଁ ଭାଗ ନେବାକୁ ଯାଉଥିବା ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଦଳର ସମସ୍ୟା ଶେଷ ହେଉ ନାହିଁ। ଇଂଲଣ୍ଡ ପେସର ମାର୍କ ଉଡ୍‌ ଆଇପିଏଲ-୧୫ରୁ ଓହରିବା ପରେ ଫ୍ରାଞ୍ଚାଇଜ ପକ୍ଷରୁ ବାଂଲାଦେଶ ପେସର ତାସ୍କିନ ଅହମ୍ମଦଙ୍କ…

ଡ୍ରୋନ୍‌ରେ ପଠାଗଲା ରୋଗୀଙ୍କ ରକ୍ତ ନମୁନା

କେସିଙ୍ଗା,୨୧।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ବିଦ୍ୟାପୀଠ ଖେଳ ପଡ଼ିଆରୁ ସୋମବାର ୧୫ ଜଣ ରୋଗୀଙ୍କ ରକ୍ତ ନମୁନା ଗ୍ରହଣ କରି ପରୀକ୍ଷା ପାଇଁ ଡ୍ରୋନ ଯୋଗେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି। ଆଦିବାସୀ ବହୁଳ ଅଞ୍ଚଳରେ ସରକାର ସ୍ବାସ୍ଥ୍ୟ ସେବାକୁ…

ଖେଳ ପଡିଆରୁ ରାଜନୀତି ମଇଦାନ

ଇମ୍ଫାଲ,୨୧ ।୩: ଚଳିତ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭଜପା)କୁ ନିର୍ବାଚନରେ ବିଜୟୀ କରିବାରେ ଏନ୍ ବିରେନ ସିଂଙ୍କର ଖୁବ୍ ଅବଦାନ ରହିଛି । ପ୍ରଥମେ ଫୁଟବଲ ଖେଳାଳି ହେବାକୁ ଚାହୁଁଥିବା ବିରେନ୍ ସିଂ ଏହାପରେ ସୀମା ସୁରକ୍ଷା ବଳରେ ଯୋଗ…

ପ୍ରଚାର ମଇଦାନରେ ବର୍ଷା ପ୍ରିୟଦର୍ଶିନୀ, ଏଲିନା

ଯାଜପୁର ଅଫିସ,୨୧।୩: ଆସନ୍ତା ୨୪ ତାରିଖରେ ପୌର ନିର୍ବଚନ। ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ପ୍ରାର୍ଥୀଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ିବାରେ ଲାଗିଛି। ନିର୍ବାଚନୀ ପ୍ରଚାର ଜୋରଦାର କରାଯାଉଥିବା ବେଳେ ରାଜନୈତିକ ଉଷ୍ମତା ମଧ୍ୟ ଦେଖା ଯାଉଛି। ମଙ୍ଗଳବାର ପ୍ରଚାରର…

ହିଜାବ ଆନ୍ଦୋଳନକାରୀଙ୍କ ପାଇଁ ପୁଣି ଥରେ ପରୀକ୍ଷା କରାଯିବ ନାହିଁ

ବେଙ୍ଗାଲୁରୁ,୨୧।୩: ହିଜାବ ଆନ୍ଦୋଳନ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ଦେଇ ପାରି ନ ଥିବା ଛାତ୍ରୀଙ୍କ ପାଇଁ ସୋମବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛି ପ୍ରାଥମିକ ବିଶ୍ୱବିଦ୍ୟାଳୟ ଶିକ୍ଷା ବିଭାଗ (ପିୟୁଇ)। ପିୟୁସି ୨ ପ୍ରାକ୍ଟିକାଲ ପରୀକ୍ଷାକୁ ବହିଷ୍କାର କରିଥିବା ଛାତ୍ରୀଙ୍କ ପାଇଁ ପୁଣି…

ପୌର ନିର୍ବାଚନ ପୂର୍ବରୁ ବିଜେଡିର ମିଶ୍ରଣ ପର୍ବ: ବିରୋଧୀଙ୍କୁ ପଡ଼ିବ ଭାରି

ଦେବଗଡ଼,୨୧।୩ (ଡି.ଏନ୍‌.ଏ.): ପୌର ନିର୍ବାଚନ ପୂର୍ବରୁ ଦେବଗଡ଼ ଜିଲାରେ ସୋମବାର ବିଜେଡିର ମିଶ୍ରଣ ପର୍ବ ହୋଇଛି। ଭାଜପା ଓ କଂଗ୍ରେସ କର୍ମୀ ଦଳ ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ଶାସକ ଦଳର ଏହି ମିଶ୍ରଣ ପର୍ବ ବିରୋଧୀଙ୍କୁ ଭାରି…

ମଣିପୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏନ ବୀରେନ ସିଂ

ଇମ୍ଫାଲ,୨୧।୩: ମଣିପୁରର ମୁଖ୍ୟମନ୍ତ୍ରୀ ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି ଏନ ବୀରେନ ସିଂ । ତାଙ୍କୁ ରାଜ୍ୟପାଳ ଏଲ ଗଣେଶନ ଶପଥ ପାଠ କରାଇଥିଲେ। ଏହି ଅବସରରେ ଭାଜପା ସଭାପତି ଜେପି ନଡାଙ୍କ ସମେତ ବହୁ ବରିଷ୍ଠ ଭାଜପା ନେତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri