Home Left

ଦିନେ ଡାକ୍ତର କହିଥିଲେ ତୁମେ ମା’ ହୋଇପାରିବ ନାହିଁ, ଏବେ ଚତୁର୍ଥଥର ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ!

ପଞ୍ଜାବୀ ସିନେମାର ପ୍ରସିଦ୍ଧ ଅଭିନେତ୍ରୀ ନୀରୁ ବାଜୱା ଚତୁର୍ଥ ଥର ପାଇଁ ମା’ ହେବାକୁ ଯାଉଛନ୍ତି। ସେ ଭିଡିଓ ଶେୟାର କରି ଏହି ଖୁସି ଖବର ପ୍ରଶଂସକଙ୍କୁ ଜଣାଇଛନ୍ତି। ଏଥିରେ ତାଙ୍କ ବେବି ବମ୍ପ ସ୍ପଷ୍ଟ ନଜର ଆସିଛି। ପୂର୍ବରୁ ତାଙ୍କର…

ପାଟଣା, ସାହାରପଡ଼ାରେ ଖୋଲିବ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ

ପାଟଣା,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକରେ ନୂତନ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ ଖୋଲାଯିବ। ଏନେଇ ବୋର୍ଡ ଅଫ୍‌ ରେଭିନ୍ୟୁ ଇନ୍ସପେକ୍ଟର ଜେନେରାଲ ଅଫ୍‌ ରେଜିଷ୍ଟ୍ରେଶନ କଟକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ରାଜ୍ୟରେ ୧୨୯ଟି ସବ୍‌ରେଜିଷ୍ଟ୍ରାର ଖୋଲାଯିବା ନେଇ ୨୭ ଜୁଲାଇ…

ବିଚ୍ଛେଦ ପୂର୍ବରୁ ନାଗାଙ୍କ ସହ ରହୁଥିବା ଘର କିଣିଲେ ସାମନ୍ଥା, ଦାମ୍‌ ଜାଣିଲେ…

ସାଉଥ୍‌ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ବ୍ୟକ୍ତଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ସ୍ବାମୀ ତଥା ଅଭିନେତା ନାଗା ଚୈତନ୍ୟଙ୍କଠାରୁ ଅଲଗା ହେବା ଖବର ଫ୍ୟାନ୍ସଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ହେଲେ ପୁଣି ଏବେ ଅଭିନେତ୍ରୀ ଚର୍ଚ୍ଚାକୁ ଆସିଛନ୍ତି।…

ସ୍ୱପ୍ନ ସତ ହୁଏ : ସନ୍ନି ଲିଓନ

ମୁମ୍ବାଇ: ଚର୍ଚ୍ଚାରେ ପର୍ନ ଷ୍ଟାର ତଥା ବଲିଉଡ ଅଭିନେତ୍ରୀ ସନ୍ନି ଲିଓନ । ଅଭିନେତ୍ରୀ କହିଛନ୍ତି ସ୍ୱପ୍ନ ସତ ହୁଏ । ଏବେ ଦର୍ଶକଙ୍କ ମନରେ ପ୍ରଶ୍ନ କେଉଁ ସ୍ୱପ୍ନ । ତେବେ ଏହାକୁ ସେ କ୍ଲିୟର ବି କରିଛନ୍ତି ।…

ଆଜି ଦେଶରେ ୨୦,୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୪୦୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…

ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଟାରୌବା,୨୯ା୭:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆଜି ବ୍ରାଏନ ଲାରା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବ। ଦିନିକିଆ ସିରିଜ୍‌କୁ କ୍ଲିନ୍‌ ସୁଇପ୍‌ କରିବା ପରେ ଭାରତୀୟ ଦଳ ଟି୨୦ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ବରିଷ୍ଠ ଖେଳାଳିଙ୍କ…

ରିଲିଜ୍‌ ହେଲା ବହୁ ପ୍ରତିକ୍ଷୀତ ଫିଲ୍ମ ‘ଏକ୍‌ ଭିଲେନ୍‌ ରିଟର୍ନସ’

ମୁମ୍ବାଇ: ବହୁ ପ୍ରତିକ୍ଷୀତ ଫିଲ୍ମ ‘ଏକ୍‌ ଭିଲେନ୍‌ ରିଟର୍ନସ’ଶୁକ୍ରବାର ରିଲିଜ୍‌ ହୋଇଯାଇଛି। ଏଥିରେ ଦିଶା ପଟାନି, ଅର୍ଜୁନ କପୁର୍‌, ଜନ୍‌ ଆବ୍ରହମ୍‌ ଏବଂ ତାର ସୂତାରିଆଙ୍କୁ ଦେଖିବାକୁ ପାଇବେ ଦର୍ଶକ। ଫିଲ୍ମକୁ ମୋହିତ୍‌ ସୁରି ନିର୍ଦ୍ଦେଶନା ଦେଇଛନ୍ତି। ଏହି ଫିଲ୍ମଟି ୨୦୧୪ରେ…

ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ: କ୍ୱାକ୍‌ ଭରସାରେ ରୋଗୀ

ପଟ୍ଟାମୁଣ୍ଡାଇ,୨୯ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ରହିଛି। ଏହାର ସୁଯୋଗରେ ଦିନକୁଦିନ ନକଲି ଡାକ୍ତର(କ୍ୱାକ୍‌)ମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ଲୋକଙ୍କ ସରଳତାର ସୁଯୋଗ ନେଇ କ୍ୱାକ୍‌ମାନେ ନିଜକୁ ଡାକ୍ତର ବୋଲି କହିବା ସହ ଘରୋଇ କ୍ଲିନିକ ଖୋଲି…

ଡ୍ରେନେଜ୍‌କଟ୍‌ ଉନ୍ନତୀକରଣ ନାଁରେ ୨ କୋଟି ହଡ଼ପ

ଡେରାବିଶ,୨୯ା୭(ସ୍ବ.ପ୍ର.): ଜମି ରହୁଥିବା ବର୍ଷାଜଳ ନିଷ୍କାସନ ପାଇଁ ଡ୍ରେନେଜକଟ୍‌ ଉନ୍ନତୀକରଣ କାର୍ଯ୍ୟ କରାନଯାଇ ମିଥ୍ୟା ବିଲ୍‌ କରି ୨ କୋଟି ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ କେନ୍ଦ୍ରାପଡ଼ା ଜିଲାପାଳ ଓ ଡ୍ରେନେଜ୍‌କଟ୍‌ ଅଧୀକ୍ଷଣ ଯନ୍ତ୍ରୀଙ୍କ ନିକଟରେ ହୋଇଛି। ଏଭଳି ଘଟଣା ଦେଖିବାକୁ…

ଛତିଶଗଡରେ ଭୂକମ୍ପ

ରାୟପୁର,୨୯।୭: ଛତିଶଗଡରେ ଭୂକମ୍ପ ଝଟକା। ରାତି ପ୍ରାୟ ୧୨ଟା ୫୬ ମିନିଟ୍‌ ସମୟରେ ଭୂକମ୍ପ ଅନୁଭୂତ ହୋଇଛି । ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ରେକର୍ଡ…

ଆଜି ବି ରାଜ୍ୟରେ ହଜାରେ ଡେଇଁଲା କରୋନା

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ବୁଧବାର ହଜାରେ ଡେଇଁଛି କରୋନା। ଶୁକ୍ରବାର ରାଜ୍ୟରୁ ୧୦୨୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୧,୧୩୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…

ଉଡିବା ଆରମ୍ଭ କରୁ କରୁ ରନ୍‌ୱେରୁ ଖସିଗଲା ଇଣ୍ଡିଗୋ ବିମାନ

ଜୋରହାଟ,୨୯ ।୭: ଇଣ୍ଡିଗୋ ଏୟାର ଲାଇନ୍ସର ଏକ ବିମାନ ଉଡିବା ଆରମ୍ଭ କରୁ କରୁ ରନୱେରୁ ଖସି ଯାଇଥିବା ଜଣାପଡିଛି । ତେବେ କୌଣସି ପ୍ରକାରେ ପାଇଲଟ ବିମାନଟିକୁ ଅଟକାଇ ଦେବା ସହ ସମସ୍ତ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?