Home Left

ନିମ୍ନମାନର ଥିଲା ବେଙ୍ଗାଲୁରୁ ପିଚ୍‌

ଦୁବାଇ,୨୦।୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଚିନ୍ନାସ୍ବାମୀ ଷ୍ଟାଡିୟମର ଯେଉଁ ପିଚ୍‌ରେ ଖେଳାଯାଇଥିଲା, ତାହା ନିମ୍ନମାନର ଥିଲା। ମ୍ୟାଚ୍‌ରେ ବ୍ୟବହୃତ ପିଚ୍‌କୁ ରବିବାର ଆଭରେଜଠାରୁ ଖରାପ ଦର୍ଶାଇଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଏଥି ଯୋଗୁ ବେଙ୍ଗାଲୁରୁ ଗ୍ରାଉଣ୍ଡକୁ…

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ମାରାଥନ ପ୍ରଚାର

ଗଞ୍ଜାମ,୨୦।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି l ରବିବାର ଏନ୍‌ଏସି ଅଧ୍ୟକ୍ଷା ପାର୍ଥିନୀ ଝୁଲି ପାତ୍ର ଏବଂ ୬ ନମ୍ବର ୱାର୍ଡ କାଉନସିଲର ପ୍ରାର୍ଥୀ ଦଣ୍ଡପାଣି ପରିଡ଼ା ଘରକୁ ଘର ବୁଲି ମାରାଥନ ପ୍ରଚାର…

ଏଣିକି ୮-୧୨ ସପ୍ତାହ ମଧ୍ୟରେ ଦିଆଯିବ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌

ନୂଆଦିଲ୍ଲୀ,୨୦।୩:ଭାରତରେ ଟିକାକରଣର ନିୟମ ସ୍ଥିର କରିବା ପାଇଁ ସରକାରଙ୍କ ଦ୍ୱାରା ଗଠିତ ଟାସ୍କ ଫୋର୍ସ ଏନ୍‌ଟିଏଜିଆଇ(NTAGI) କରୋନା ଟିକା କୋଭିଶିଲ୍ଡର ଦୁଇ ଡୋଜ ମଧ୍ୟରେ ଅବଧି ହ୍ରାସ କରିବାକୁ ପ୍ରସ୍ତାବ ଦେଇଛି। ଏବେ ଟିକାକରଣ ନୀତି ଅନୁଯାୟୀ, କୋଭିଶିଲ୍ଡର ପ୍ରଥମ ମାତ୍ରା…

ପୁଅ ଆଗରେ ବାପାଙ୍କ ଜୀବନ ଗଲା

ଧରାକୋଟ,୨୦ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଦସମାଇଲ ନିକଟରେ ରବିବାର ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବହାରପୁର ଗ୍ରାମର ନରହରି ମହାରଣା। ନରହରି ତାଙ୍କ ପୁଅ ଦିଲୀପଙ୍କ ସହ ବାଇକ୍‌ରେ ଗ୍ରାମକୁ ଆସୁଥିଲେ।…

ପଞ୍ଚାୟତ ଅଧିକାରୀଙ୍କୁ ଆକ୍ରମଣ କରି ଗିରଫ ହେଲେ ସରପଞ୍ଚଙ୍କ ପୁଅ

ବୁଗୁଡ଼ା,୨୦।୩(ଡି.ଏନ.ଏ.): ଫେବୃୟାରୀ ୨୬ ରାତିରେ ୪୧ ନମ୍ବର ଜୋନ୍‌ର ଭୋଟ ଗଣତି ସାରି ଫେରୁଥିବା ବେଳେ ବୁଗୁଡ଼ା ବ୍ଲକ ଛକରେ ଗୋଲିଆ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରମୋଦ ଚନ୍ଦ୍ର ସେଠୀଙ୍କୁ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ବୁଗୁଡା ପୋଲିସ…

ଆରଜେଡି ସହ ହାତ ମିଶାଇଲେ ଶରଦ ଯାଦବ

ପାଟନା,୨୦।୩: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ଯାଦବଙ୍କ ଦଳ ଲୋକତାନ୍ତ୍ରିକ ଜନତା ଦଳ (ଏଲଜେଡି)ର ଆରଜେଡିରେ ବିଲୟ ଘଟିଛି। ଏହି ଅବସରରେ ଆରଜେଡି ନେତା ତେଜସ୍ବୀ ଯାଦବ କହିଛନ୍ତି, ବିରୋଧୀ ଦଳ ସରକାରଙ୍କ ସହ ଲଢିବା ପାଇଁ ପ୍ରସ୍ତୁତି ବିଳମ୍ବ କରିଛନ୍ତି।…

‘ମନ୍ତ୍ରୀଙ୍କ ପାଇଁ ମାନ ଟାର୍ଗେଟ୍‌ ସେଟ୍‌ କରିଛନ୍ତି, ବିଫଳ ହେଲେ … ’

ଚଣ୍ଡିଗଡ଼,୨୦।୩: “ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ତାଙ୍କ କ୍ୟାବିନେଟ୍‌ରେ ସାମିଲ କରିଥିବା ପ୍ରତ୍ୟେକ ମନ୍ତ୍ରୀଙ୍କ ପାଇଁ ଟାର୍ଗେଟ ନିର୍ଦ୍ଧାରିତ କରିଛନ୍ତି। ଯଦି ଟାର୍ଗେଟ ପୂରଣ ନ ହୁଏ, ତେବେ ଲୋକେ ମନ୍ତ୍ରୀଙ୍କୁ ବିଦା କରିବାକୁ ଦାବି କରିପାରିବେ”। ଆମ ଆଦମି ପାର୍ଟି…

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ସୁନ୍ଦରଗଡ଼,୨୦।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଅଞ୍ଚଳରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ…

ଦ୍ୱିତୀୟଥର ମଣିପୁର ମୁଖ୍ୟମନ୍ତ୍ରୀ ହେବେ ଏନ ବିରେନ ସିଂ

ଇମ୍ଫାଲ,୨୦।୩: ମଣିପୁରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ରବିବାର ସ୍ପଷ୍ଟ ହୋଇଛି। ମଣିପୁର ଭାଜପା ବିଧାୟକ ଦଳର ବୈଠକରେ କାର୍ଯ୍ୟନିର୍ବାହୀ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କୁ ବିଧାୟକ ଦଳର ନେତା ଭାବରେ ଚୟନ କରାଯାଇଛି। ଫଳରେ ବିରେନ ସିଂ କ୍ରମାଗତ ଦ୍ୱିତୀୟ ଥର…

‘ସୁପାରିସରେ ଦିଆଯିବ ନାହିଁ ଚାକିରି’

ମୋହାଲି,୨୦।୩: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ରବିବାର ଆମ ଆଦମି ପାର୍ଟି (ଏଏପି)ର ବିଧାୟକଙ୍କୁ ଲୋକଙ୍କ କଲ୍ୟାଣ ପାଇଁ ସଚ୍ଚୋଟତା ସହ କାର୍ଯ୍ୟ କରିବାକୁ କହିଛନ୍ତି। ଫାଙ୍କା ପଡ଼ିଥିବା ୨୫ ହଜାର ପଦବୀ ପାଇଁ କୌଣସି ସୁପାରିସ ନ କରିବାକୁ ସେ…

ଜମ୍ମୁ-କଶ୍ମୀର ଘଟଣା ପାଇଁ ପାକିସ୍ତାନ ଦାୟୀ: ଆଜାଦ

ଶ୍ରୀନଗର,୨୦।୩: ବଲିଉଡ ଫିଲ୍ମ ‘କଶ୍ମୀର ଫାଇଲ୍ସ’କୁ ନେଇ ଆଜିକାଲି ଚର୍ଚ୍ଚାରେ ରହିଛି। ଏହି ଫିଲ୍ମକୁ ନେଇ ଗୋଟିଏ ପରେ ଗୋଟିଏ ରାଜନୈତିକ ମନ୍ତବ୍ୟ ସାମ୍ନାକୁ ଆସୁଛି। ଜମ୍ମୁରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ…

ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ପାଇଁ ଏମ୍‌ପିଙ୍କ ପ୍ରଚାର

କାଶୀନଗର,୨୦।୩: କାଶୀନଗର ଏନ୍‌ଏସି ନିର୍ବାଚନ ପରିପ୍ରେକ୍ଷୀରେ ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ ୧୩ଟି ୱାର୍ଡ ପରିକ୍ରମା କରି ଅଧ୍ୟକ୍ଷା ପ୍ରାର୍ଥତ୍ନୀ ତଥା ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ଏମ.ସୁଧାରାଣୀ ଓ କାଉନସିଲର ପ୍ରାର୍ଥୀମାନଙ୍କ ନିମନ୍ତେ ପ୍ରଚାର କରିଥିଲେ। ବିଜେଡି ପ୍ରାର୍ଥୀମାନଙ୍କୁ ଜୟଯୁକ୍ତ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri