ଟେଷ୍ଟ କ୍ରିକେଟ୍ରେ ଇତିହାସ ରଚିଲେ ନିକୋଲ୍ସ-ଫିଲିପ୍ସ: ୧୪୮ ବର୍ଷରେ ମାତ୍ର ୧୫ଥର ଘଟିଛି ଏଭଳି କାରନାମା
ୱେଲିଂଟନ,୨୦।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍ର ବେସିନ ରିଜର୍ଭ ଷ୍ଟାଡିୟମରେ ଖେଳାଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍ର ପ୍ରଥମ ମୁକାବିଲାରେ ରୋମାଞ୍ଚକର ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରଥମ ଦିନରେ ମାତ୍ର ୭୦ ରନ୍ରେ ୫ଟି ଉଇକେଟ ହରାଇ ସଙ୍କଟରେ…
‘ଅକ୍ୱାନ୍’ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ: ୭୦ରୁ ୮୦ କିଲୋମିଟର ବେଗରେ ବହୁଛି ପବନ
ଭୁବନେଶ୍ୱର,୨୦।୧୧: ସାମୁଦ୍ରିକ ଝଡ଼ ଅକ୍ୱାନ୍ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୋପାଳପୁର ନିକଟବର୍ତ୍ତୀ ଅଞ୍ଚଳରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି। ଲ୍ୟାଣ୍ଡଫଲ ସମୟରେ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର…
ଲ୍ୟାଣ୍ଡ୍ଫଲ୍ ପରେ ଓଡ଼ିଶାରେ କ’ଣ ରହିବ ପ୍ରଭାବ? IMD ଡିଜି କହିଲେ…
ଭୁବନେଶ୍ୱର,୧୯ା୧୧: ବାତ୍ୟା ‘ଅକ୍ୱାନ’ ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଗୋପାଳପୁରଠାରେ ଲ୍ୟାଣ୍ଡ୍ଫଲ୍ କରିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ରହିବା ସହ ଝଟ୍କା ପବନର ବେଗ ୧୧୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ତେବେ…
ବେଗ ବଢାଇଲା ବତ୍ୟା: IMD କଲା ସ୍ପଷ୍ଟ, ଏଇଠି ପିଟି ହେବ…
ଭୁବନେଶ୍ୱର, ୧୯ା୧୧: ବଙ୍ଗୋପସାଗରରେ ଭୀଷଣ ରୂପ ଧାରଣ କରିଛି ସାମୁଦ୍ରିକ ଝଡ଼ ‘ଅକୱାନ୍’। ଧୀରେ ଧୀରେ ଉତ୍ତର ଦିଗକୁ ମୁହାଁଇ ଆଗକୁ ବଢ଼ୁଛି ବାତ୍ୟା। ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରି ଆଜି ସକାଳ…
ଓଡ଼ିଶା ମୁହାଁ ‘ଅକ୍ୱାନ’ : ସକାଳୁ ସକାଳୁ ଜଣାପଡିଲା, କେଉଁଠି ପିଟିହେବ…
ଭୁବନେଶ୍ୱର, ୧୯ା୧୧ (ସୌମ୍ୟରଞ୍ଜନ ରାଉତ): ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅକ୍ୱାନ’ ଭୀଷଣ ରୂପ ନେଇ ଓଡ଼ିଶା ଉପକୂଳ ମୁହଁା ହୋଇଛି। ବାରମ୍ୱାର ଗତିପଥ ବଦଳୁ ଥିବାରୁ ଚିନ୍ତା ବଢ଼ିଛି। ବୁଧବାର ରାତି ସୁଦ୍ଧା ଏହା ଉତ୍ତର…
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ଅକ୍ବାନ୍ ସମୀକ୍ଷା ; ଓଡ଼ିଶାରେ ଲ୍ୟାଣ୍ଡଫଲ୍! ୪୬ ହଜାରରୁ ଅଧିକ ଲୋକ ସ୍ଥାନାନ୍ତର
ଭୁବନେଶ୍ୱର,୧୮।୧୧: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି କରିଛନ୍ତି ସରକାର। ଏହାରି ଭିତରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ SRCଙ୍କ କାର୍ଯ୍ୟାଳୟରେ ବାତ୍ୟା ସମୀକ୍ଷା କରିଛନ୍ତି । ୧୦ ବିଭାଗର ସଚିବ ଓ ଅଧିକାରୀଙ୍କ ସହ ବୈଠକ ପରେ ମୁଖ୍ୟମନ୍ତ୍ରୀ…
ଓଡ଼ିଶା ମୁହାଁ ବାତ୍ୟା; ଜୁନିୟର ଆସିଷ୍ଟାଣ୍ଟ-କ୍ଲର୍କ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୧୮।୧୧: ଓଡ଼ିଶା ମୁହାଁ ହେଉଛି ବାତ୍ୟା ‘ଅକ୍ୱାନ’ । ୯ କିମି ବେଗରେ ବଢୁଛି ଭୀଷଣ ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ଓ ୨୩ ତାରିଖରେ ହେବାକୁ ଥିବା ଜୁନିୟର ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ ନିଯୁକ୍ତି…
ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ ଦିନ ଦର୍ଶନ ବନ୍ଦ, ପୁରୀ ଆସୁଥିଲେ ଜାଣି ରଖନ୍ତୁ…
ପୁରୀ,୧୮ା୧୧: ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଖରାପ ପାଗକୁ ଦୃଷ୍ଟିରେ ରଖି ପୁରୀର ଆରାଧ୍ୟ ସ୍ଥଳୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ବଡ଼ ପଦକ୍ଷେପ ନିଆଯାଇଛି। ଆସନ୍ତା ୧୯ ତାରିଖରୁ ୨୧ ପର୍ଯ୍ୟନ୍ତ (୪ ଦିନ ଧରି)…
ବାତ୍ୟା ଅକ୍ୱାନକୁ ନେଇ ୪ ଜିଲା ପାଇଁ ୪ ଆଇଏଏସ୍ଙ୍କୁ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…
ଭୁବନେଶ୍ୱର,୧୮ା୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ବାତ୍ୟା ପ୍ରଭାବିତ ହେବାକୁ ଥିବା ୪ଟି ପ୍ରମୁଖ ଜିଲାରେ ଉଦ୍ଧାର କାର୍ଯ୍ୟ, ରିଲିଫ୍ ବଣ୍ଟନ ଏବଂ ପ୍ରଶାସନିକ ପରିଚାଳନାର ତଦାରଖ…
ନିଜ ମହତ
ଜଣେ ବ୍ୟକ୍ତି ଯେତେ ଉଚ୍ଚସ୍ଥାନରେ ଥିଲେ ମଧ୍ୟ କାର୍ଯ୍ୟ ପ୍ରତି ସଚ୍ଚୋଟତା ନ ଥିଲେ ସେ ସମାଲୋଚନାଯୋଗ୍ୟ ହୋଇଥାଆନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇବାର ସମ୍ମାନଜନକ ଯୋଗ୍ୟତା ରଖିଛନ୍ତିି। କିନ୍ତୁ ତାଙ୍କୁ ଜଣେ ଆଇନଜୀବୀ ‘ଆପଣ…
ଓଡ଼ିଶା ଛୁଇଁବ ବାତ୍ୟାର ବାହ୍ୟ ବଳୟ: ଏହି ଜିଲାରେ ପ୍ରବଳ ବର୍ଷା…
ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଅତି ମନ୍ଥର ଗତିରେ ଘଣ୍ଟା ପ୍ରତି ୩ କି.ମି. ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ଅକ୍ୱାନ’। ବୁଧବାର ଏହା ଆହୁରି ଶକ୍ତିଶାଳୀ ହୋଇ ଭୀଷଣ ବାତ୍ୟା ଏବଂ ୧୯ ତାରିଖ ସକାଳ ସୁଦ୍ଧା ଅତି ଭୀଷଣ ବାତ୍ୟାରେ…
ସନ୍ୟାସକୁ ନେଇ ଭାବୁକ ହେଲେ ଧୋନୀ, ସୋସିଆଲ ମିଡିଆରେ ଭିଡିଓ ଛାଡି କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୧୭।୧୧: ଚେନ୍ନାଇ ସୁପର କିଙ୍ଗ୍ସ, ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସନ୍ନ୍ୟାସର ଘୋଷଣା କରିସାରିଥିଲା। ଯାହାପରେ ସମସ୍ତେ ଧୋନୀଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ଅପେକ୍ଷା କରି ରହିଥିଲେ। ଏହି ଅପେକ୍ଷାର ଅନ୍ତ ଘଟାଇ ‘ମାହି’ ନିଜର ଏକ ରିଟାୟର୍ମେଣ୍ଟ ଭିଡିଓ…

