Home Middle

ଆନ୍ଧ୍ର ଉପକୂଳରେ ସୃଷ୍ଟି ହେଲା ଗୁରୁଚାପ, ୭ରୁ ବଢ଼ିବ ତାତି

ଭୁବନେଶ୍ୱର,୨୮ା୨: ଆନ୍ଧ୍ର ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ଆସୁଥିବାରୁ ପାଗ ମେଘୁଆ ରହିବା ସହ ତାପମାତ୍ରା ୩୫…

2 years ago

ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ବିପଦମୁକ୍ତ

ଶିମଲା/ନୂଆଦିଲ୍ଲୀ,୨୮ା୨: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ଏବେ ବିପଦମୁକ୍ତ ହୋଇଛି। ସୁଖବିନ୍ଦର ସିଂ ସୁଖୁ ସରକାରଙ୍କ ନଗର ଉନ୍ନୟନ ମନ୍ତ୍ରୀ ବିକ୍ରମଦିତ୍ୟ ସିଂ ବୁଧବାର ସକାଳେ ମନ୍ତ୍ରୀ…

2 years ago

ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨: ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲା ଜୟପୁରରେ ଜିଲା ବିଜ୍ଞାନ କେନ୍ଦ୍ର, ରାୟଗଡ଼ାରେ ପ୍ଲାନେଟାରିୟମ, କେନ୍ଦୁଝର ଜିଲା ଘଟଗାଁରେ ଜିଲା…

2 years ago

୨୦୨୮ ରେ ଚନ୍ଦ୍ରାୟନ-୪ ଲଞ୍ଚ କରିବ ଭାରତ, ଚନ୍ଦ୍ରରୁ ପଥର ନେଇ ପୃଥିବୀକୁ ଫେରିବ

ନୁଆଦିଲ୍ଲୀ,୨୮।୨: ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ଏହାର ପରବର୍ତ୍ତୀ ଚନ୍ଦ୍ର ଯାତ୍ରା 'ଚନ୍ଦ୍ରୟାନ-୪' ପାଇଁ ପ୍ରସ୍ତୁତ ହେଉଛି ଯାହା…

2 years ago

ମର୍ମନ୍ତୁଦ ଦୁର୍ଘଟଣା: ଟ୍ରେନ୍‌ ଧକ୍କାରେ ୧୨ ମୃତ, ଅନେକ ଆହତ

ରାଞ୍ଚି,୨୮ା୨: ଜାମତରା-କର୍‌ମାତାଣ୍ଡ ରେଳ ବିଭାଗର କଳାଝରିଆ ନିକଟରେ ଟ୍ରେନ୍‌ ଧକ୍କାରେ ବୁଧବାର ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ବେଙ୍ଗାଲୁରୁ-ଯଶବନ୍ତପୁର ଏକ୍ସପ୍ରେସ ଡାଉନ…

2 years ago

ମାର୍ଚ୍ଚ ୬ରୁ ୯ମ ଶ୍ରେଣୀ ବାର୍ଷିକ ପରୀକ୍ଷା

କଟକ,୨୮ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ହାଇସ୍କୁଲ ଓ ମଧ୍ୟମାର ନବମ ଶ୍ରେଣୀ ବାର୍ଷିକ ପରୀକ୍ଷା ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ୧୫ରେ…

2 years ago

ରାଜ୍ୟ ସଭାରେ ବଦଳିଯିବ ଗଣିତ, ଭାଜପାକୁ ମିଳିବ ମ୍ୟାଜିକ୍‌ ନମ୍ବର

ନୂଆଦିଲ୍ଲୀ,୨୮ା୨: ଚଳିତ ବର୍ଷ ଏପ୍ରିଲରେ ଶାସକ ଭାଜପା ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ୍‌ ଆଲାଇନ୍ସ (ଏନ୍‌ଡିଏ) ରାଜ୍ୟ ସଭାରେ ସଂଖ୍ୟାଗରିଷ୍ଠତା ହାସଲ କରିବାର ସମ୍ଭାବନା ରହିଛି। ଯେତେବେଳେ ନାମାଙ୍କିତ…

2 years ago

ନବୀନଙ୍କୁ ସାକ୍ଷାତ କଲେ ବିଲ୍‌ ଗେଟ୍‌ସ

ଭୁବନେଶ୍ୱର,୨୮ା୨: ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବୁଧବାର ଓଡ଼ିଶା ଗସ୍ତରେ ଆସି ରାଜଧାନୀର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଏହି ଗସ୍ତ ସମୟରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ…

2 years ago

ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୟୁରଭଞ୍ଜ,୨୮ା୨: ଚାରି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଆସି ମୟୁରଭଞ୍ଜରେ ପହଞ୍ଚିଛନ୍ତି। ଅପରାହ୍ନରେ ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ରାଞ୍ଚିରୁ ନିଜ…

2 years ago

‘ସେ ଥିଲେ ଖୋଲା ଆକାଶର ପକ୍ଷୀ, ମୋ ପାଖରେ ଥିଲା ମାଇକ୍ରୋସଫ୍ଟ’, ଯେବେ ବିଲ୍ ଗେଟ୍ସଙ୍କ ଭାଙ୍ଗି ଯାଇଥିଲା ହୃଦୟ

୨୦୧୯ ସେପ୍ଟେମ୍ବରରେ ଏକ ଡକ୍ୟୁମେଣ୍ଟାରୀ ସିରିଜ ରିଲିଜ୍‌ ହୋଇଥିଲା। ଯାହାର ନାଁ ଥିଲା ‘Inside Bills Brain’ । ଏହି ୩ଟି ଏପିସୋଡର ଗୋଟିଏ ସିରିଜରେ ଡକ୍ୟୁମେଣ୍ଟାରୀର…

2 years ago