ନୂଆଦିଲ୍ଲୀ,୧୨।୩: ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୪୩ ଜଣ ପ୍ରାର୍ଥୀଙ୍କ ନାମ ରହିଛି।…
ଚଣ୍ଡିଗଡ଼,୧୨।୩: ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନାୟବ ସିଂ ସଇନି । ମଙ୍ଗଳବାର ବସିଥିବା ଭାଜପା ବିଧାୟକ ବୈଠକରେ ନାୟବ ସିଂଙ୍କ ନାଁ…
ନୂଆଦିଲ୍ଲୀ,୧୨।୩: ନିର୍ବାଚନ ବଣ୍ଡକୁ ନେଇ ଦେଶର ସର୍ବବୃହତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ଉପରେ କଠୋର ହୋଇଛନ୍ତି ସୁପ୍ରିମକୋର୍ଟ। ନିର୍ବାଚନ ବଣ୍ଡ ସମ୍ବନ୍ଧୀୟ ସୂଚନା…
ଅମରାବତୀ,୧୨।୩: POCSO ସହ ଜଡିତ ଏକ ମାମଲାର ଶୁଣାଣି ସମୟରେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। କୋର୍ଟ କହିଛନ୍ତି, କିଶୋରଙ୍କ ପ୍ରେମକୁ କୋର୍ଟ…
ତାମିଲନାଡୁ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନାଗରିକତ୍ୱ ସଂଶୋଧନ ଅଧିନିୟମ (CAA) କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛନ୍ତି। ତେବେ ସିଏଏ ଘୋଷଣା ହେବା ପରେ ବାଦ ବିବାଦ…
ଚଣ୍ଡିଗଡ,୧୨।୩: ନାୟବ ସିଂ ସଇନି ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସେ ଶପଥଗ୍ରହଣ କରିବେ ବୋଲି ସୂଚନା ମିଳିଛି। ବସିଥିବା ଭାଜପା…
ଭୁବନେଶ୍ବର,୧୨।୩: ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ପ୍ରତିନିଧିମାନଙ୍କ ପାରିତୋଷିକ, ଭତ୍ତା ରାଜ୍ୟ ସରକାର ମଙ୍ଗଳବାର ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପରି ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…
ଭୁବନେଶ୍ୱର,୧୨।୩: ରାଜ୍ୟ ସରକାର ମହିଳା କର୍ମଚାରୀଙ୍କ ପାଇଁ ଖୁସିଖବର ଆଣିଛନ୍ତି। ମହିଳା ସରକାରୀ କର୍ମଚାରୀଙ୍କୁ ଅଧିକ ୧୦ ଦିନ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଚଣ୍ଡିଗଡ,୧୨।୩: ହରିୟାଣାରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ମନୋହର ଲାଲ ଖଟ୍ଟର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ପୂରା କ୍ୟାବିନେଟ ଇସ୍ତଫା ଦେଇଥିବା ସୂଚନା…
ଚଣ୍ଡିଗଡ଼,୧୨।୩: ହରିୟାଣାରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଚଣ୍ଡିଗଡ଼ର ମୁଖ୍ୟମନ୍ତ୍ରୀ ବାସଭବନରେ ଏକ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏବେ…