Home Middle

ଫାଇଟର ଜେଟରେ ଉଡିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୨୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବେଙ୍ଗାଲୁରୁରେ ଯୁଦ୍ଧ ବିମାନ ତେଜସରେ ଉଡ଼ିଛନ୍ତି। ସେ ଶନିବାର ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ (ହାଲ) ର ସୁବିଧା ପରିଦର୍ଶନ କରିଥିଲେ।…

2 years ago

ନିଜ କକ୍ଷର ନିକଟତର ହେଲା ଆଦିତ୍ୟ ଏଲ-୧, ୭ ଜାନୁୟାରୀ ଗୁରୁତ୍ୱପୂର୍ଣ୍ଣ

ଥିରୁଭାନନ୍ତପୁରମ,୨୫।୧୧: ସୂର୍ଯ୍ୟ ଅଧ୍ୟୟନ ପାଇଁ ପଠାଯାଇଥିବା ଭାରତର ପ୍ରଥମ ମହାକାଶ ମିଶନ ଆଦିତ୍ୟ ଏଲ-୧ ଏହାର ଶେଷ ପର୍ଯ୍ୟାୟରେ ଅଛି ଏବଂ ଖୁବ ଶୀଘ୍ର ଏହାର ଲକ୍ଷ୍ୟ…

2 years ago

ସଚିନ କହିଲେ ଛାଡନ୍ତୁ କିଏ କ’ଣ କହିଲେ, ସମସ୍ତେ ଭୋଟ ଗ୍ରହଣର ମହାପର୍ବରେ ସାମିଲ ହୁଅନ୍ତୁ

ଜୟପୁର,୨୫।୧୧: ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳେ ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ରାଜ୍ୟରେ ୨୦୦ବିଧାନସଭା ଆସନ…

2 years ago

ଧର୍ମ, ରାଜନୀତି ଊର୍ଦ୍ଧ୍ୱରେ ପ୍ରକୃତି: ପାୟେଙ୍ଗ

ଭୁବନେଶ୍ୱର, ୨୫।୧୧(ବନ୍ଦନା ସେଠୀ/ଶର୍ମିଷ୍ଠା ପାଣିଗ୍ରାହୀ) : ଧର୍ମ, ରାଜନୀତି ଓ ଅର୍ଥନୀତି ସବୁଠୁୁ ଉପରେ ପ୍ରକୃତି। ତେଣୁ ପ୍ରକୃତିର ରକ୍ଷା କରିବା ସମସ୍ତଙ୍କର ଦାୟିତ୍ୱ। ଧରିତ୍ରୀ ମାତାର…

2 years ago

୨୬ ଦିନ ପୂର୍ବରୁ ଶେଷ ହେଲା ବିଧାନସଭା, ଶାସକ ଦଳ ଏକତରଫା ଭାବେ ବନ୍ଦ କରିଦେଇଥିବା କହିଲେ ବିରୋଧୀ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାର ୨୬ ଦିନ ପୂର୍ବରୁ ଶେଷ ହୋଇଛି। ନଭେମ୍ବର ୨୧ରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଡିସେମ୍ବର ୩୦ ଯାଏ…

2 years ago

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ସୋନୁ ସୁଦ୍‌

ଭୁବନେଶ୍ୱର,୨୪ା୧୧: ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ ଶୁକ୍ରବାର ରେଳ ଅଡିଟୋରିୟମ୍‌ଠାରେ ‘ଧରିତ୍ରୀ’ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ୍‌’ର…

2 years ago

ପ୍ରକୃତି ହେଉଛି ଭଗବାନ: ଯାଦବ ପାୟେଙ୍ଗ

ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଆରମ୍ଭ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର…

2 years ago

‘ଧରିତ୍ରୀ’ ପକ୍ଷରୁ ଆରମ୍ଭ ହେଲା ୟୁଥ୍‌ କନ୍‌କ୍ଲେଭ୍‌

ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌…

2 years ago

ଭୂ-ସଂସ୍କାର ସଂଶୋଧନ ବିଲ୍‌ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ରାଜ୍ୟରେ ସିକିମ ଭାବେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ କିମ୍ବା ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ସ୍ବତ୍ୱ/ରୟତି…

2 years ago

୫୦ ବର୍ଷରେ ପଦାର୍ପଣ କଲା ‘ଧରିତ୍ରୀ’ ଖବରକାଗଜ: ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର,୨୪।୧୧: ‘ଧରିତ୍ରୀ’ ଖବରକାଗଜ ୫୦ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନିଆରା ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ଏହି…

2 years ago