Home Middle

ଯୁଦ୍ଧ କିଛି ଦିନ ବନ୍ଦ ପାଇଁ ଇସ୍ରାଏଲ ରାଜି, କାରଣ କହିଲେ ନେତାନ୍ୟାହୁ…

ଜେରୁଜେଲମ,୭।୧୧: ଇସ୍ରାଏଲ-ହାମାସ ଯୁଦ୍ଧରେ ଏକ ମାସ ସମାପ୍ତ ହୋଇଛି। ଇସ୍ରାଏଲ ସେନାର ପ୍ରତିପକ୍ଷ ହମାସକୁ ଧ୍ୱଂସ କରିଦେଇଛି। ଏହି ସମୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି…

3 years ago

ବାଲିଷ୍ଟିକ ମିଶାଇଲ ପ୍ରଳୟର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୭।୧୧: ମଙ୍ଗଳବାର ଭାରତ ସଫଳତାର ସହ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରୁଥିବା ବାଲିଷ୍ଟିକ ମିଶାଇଲ ପ୍ରଳୟର ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡିଶା ଉପକୂଳର ଅବଦୁଲ…

3 years ago

“ଲୋକଙ୍କ ସ୍ୱାସ୍ଥ୍ୟର ହତ୍ୟା”: ଦିଲ୍ଲୀ ବାୟୁ ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟଙ୍କ ବଡ ବୟାନ

ନୂଆଦିଲ୍ଲୀ,,୭ା୧୧: ଦିଲ୍ଲୀରେ ଭୟଙ୍କର ବାୟୁ ପ୍ରଦୂଷଣ ଏକ ରାଜନୈତିକ ଯୁଦ୍ଧରେ ପରିଣତ ହୋଇପାରିବ ନାହିଁ। ବର୍ତ୍ତମାନ ଏହି ବାୟୁ ପ୍ରଦୂଷଣ ''ଲୋକଙ୍କ ସ୍ୱାସ୍ଥ୍ୟର ହତ୍ୟା''ର କାରଣ ପାଲଟିଛି…

3 years ago

ରାତି ୧୦ରୁ ସକାଳ ୬ ବାଣଫୁଟା ବନ୍ଦ

ଭୁବନେଶ୍ୱର,୭ା୧୧(ଅନିଲ ଦାସ):ପରିବେଶ ପ୍ରଦୂଷଣ ଏବେ ମୁଖ୍ୟ ଚିନ୍ତାର ବିଷୟ ହୋଇଛି। କେବଳ ସହର ନୁହେଁ, ଗାଁ ଗଣ୍ଡା ମଧ୍ୟ ପ୍ରଦୂଷଣ ଜ୍ୱାଳାରେ ଛଟପଟ ହେଲାଣି। କେଉଁଠି ଜଳ…

3 years ago

ଗାଜା ଯୁଦ୍ଧରେ ୩୬ ସାମ୍ବାଦିକ ନିହତ

ତେଲ୍‌ ଆଭିଭ୍‌/ ଗାଜା ସିଟି, ୭ା୧୧ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ସାମ୍ବାଦିକତା ଏକ ବୃତ୍ତି ନୁହେଁ, ମିଶନ। ଏହି ଅଭିଯାନରେ ଥାଇ ଯୁଦ୍ଧ ରିପୋର୍ଟିଂ କରୁଥବା ଖବରଦାତାମାନଙ୍କ ଅନୁଭୂତି…

3 years ago

ଇସ୍ରାଏଲ, ହମାସ ଯୁଦ୍ଧକୁ ପୂରଣ ହେଲା ମାସେ

ଜେରୁଜେଲମ,୭।୧୧: ଆଜି ଅର୍ଥାତ୍‌ ନଭେମ୍ବର ୭ରେ, ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧର ଏକ ମାସ ପୂରଣ ହୋଇଛି। ତଥାପି, ଏହି ଶେଷ ହେବା ପରି…

3 years ago

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ, ମିଜୋରାମ ସମସ୍ତ ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଆଇଜଲ,୭।୧୧: ମିଜୋରାମର ସମସ୍ତ ୪୦ ବିଧାନସଭା ଆସନ ଲାଗି ମଙ୍ଗଳବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଜୋରମଥାଙ୍ଗା ଭୋଟ ଦେଇ ସାରିଥିବା ବେଳେ ୪୦…

3 years ago

ଛତିଶଗଡ଼ର ୨୦ ବିଧାନସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ରାୟପୁର,୭।୧୧: ଛତିଶଗଡ଼ରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ପାଇଁ ମତଦାନ ଆରମ୍ଭ ହୋଇଛି। ଏଥିମଧ୍ୟରେ ବସ୍ତର ଡିଭିଜନର ସମସ୍ତ ୧୨ଟି ଆସନ ଏବଂ ଦୁର୍ଗ…

3 years ago

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋର ୩.୨୫ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ନିକଟରେ…

3 years ago

ସେମିଫାଇନାଲ ଦୌଡରୁ ବାଦ୍‌ ପଡିଲା ଶ୍ରୀଲଙ୍କା, ୩ ଉଇକେଟ୍‌ରେ ବାଂଲାଦେଶ ବିଜୟୀ…

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ବିଶ୍ୱକପ ୨୦୨୩ର ୩୮ ତମ ମ୍ୟାଚ ଶ୍ରୀଲଙ୍କା ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଛି। ମ୍ୟାଚରେ ବାଂଲାଦେଶ ୩ ଉଇକେଟ୍‌ରେ ଶ୍ରୀଲଙ୍କାକୁ…

3 years ago