Home Middle

ସୂର୍ଯ୍ୟରେ ନିଶ୍ଚିହ୍ନ ହୋଇପାରେ ୧୩ଲକ୍ଷ ପୃଥିବୀ, ୫ବିଲିୟନ ବର୍ଷ ପରେ ହୋଇଯିବ ସୂର୍ଯ୍ୟର ଅନ୍ତ

ଚନ୍ଦ୍ରର ଦକ୍ଷିଣ ଭାଗରେ ଅବତରଣ କରି ଇତିହାସ ସୃଷ୍ଟି କରିବା ପରେ ଇସ୍ରୋ ଆରମ୍ଭ କରିଛି ସୂର୍ଯ୍ୟ ମିଶନ। ଶନିବାର ଆଦିତ୍ୟ ଏଲ୧ ରେ ଶ୍ରୀହରିକୋଟାସ୍ଥିତ ଲଞ୍ଚ…

3 years ago

ୟୁପିଆଇରେ ୧୦୦୦କୋଟି ଟ୍ରାଞ୍ଜାକ୍ସନ

ନୂଆଦିଲ୍ଲୀ,୧।୯: ଅଗଷ୍ଟରେ ୟୁନିଫାଏଡ ପେମେଣ୍ଟ ସିଷ୍ଟମ (ୟୁପିଆଇ) ମାଧ୍ୟମରେ ଟ୍ରାଞ୍ଜାକ୍ସନ ୧୦୦୦କୋଟି ଅତିକ୍ରମ କରିଛି। ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ (ଏନପିସିଆଇ) ଏହି ପରିପ୍ରେକ୍ଷୀରେ ସର୍ବଶେଷ…

3 years ago

ରେଲଓ୍ବେ ବୋର୍ଡର ପ୍ରଥମ ମହିଳା ସିଇଓ ଭାବେ ଦାୟିତ୍ୱ ନେଲେ ଜୟା ସିହ୍ନା

ନୂଆଦିଲ୍ଲୀ,୧।୯: ରେଲଓ୍ବେ ବୋର୍ଡର ଚେୟାରମ୍ୟାନ ତଥା ସିଇଓ ଭାବରେ ନିଯୁକ୍ତି ହେଲେ ଜୟା ଭର୍ମା ସିହ୍ନା। ମନ୍ତ୍ରିମଣ୍ଡଳର ନିଯୁକ୍ତି କମିଟି ତାଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ସିହ୍ନା…

3 years ago

ପ୍ରତିଦିନ ୧୪୪୦ ଫଟୋ ପଠାଇବ ଆଦିତ୍ୟ ଏଲ-୧ର ବଡ ପେଲୋଡ ଭିଇଏଲସି

ବେଙ୍ଗାଲୁରୁ,୧।୯: ଚନ୍ଦ୍ରାବତରଣ ପରେ ଏବେ ସୂର୍ଯ୍ୟ ମିଶନ ପାଇଁ ଭାରତ ପ୍ରସ୍ତୁତ। ଶନିବାର ଶ୍ରୀହରିକୋଟା ସ୍ଥିତ ଲଞ୍ଚ ପ୍ୟାଡରୁ ଉତ୍‌କ୍ଷେପଣ ହେବ ଆଦିତ୍ୟ ଏଲ-୧। ଏହା ନିଜ…

3 years ago

‘ଏକ ଦେଶ-ଏକ ନିର୍ବାଚନ’ ସପକ୍ଷରେ ବହୁ କେନ୍ଦ୍ର ମନ୍ତ୍ରୀ, ବିରୋଧୀଙ୍କୁ ଦେଲେ କଡା ଜବାବ

‘ଏକ ଦେଶ-ଏକ ନିର୍ବାଚନ’ ସପକ୍ଷରେ ବହୁ କେନ୍ଦ୍ର ମନ୍ତ୍ରୀ, ବିରୋଧୀଙ୍କୁ ଦେଲେ କଡା ଜବାବ ନୂଆଦିଲ୍ଲୀ,୧।୯: ଏକ ଦେଶ-ଏକ ନିର୍ବାଚନକୁ ନେଇୁ ଜାତୀୟ ରାଜନୀତି ସରଗରମ ରହିଛି।…

3 years ago

ପ୍ରଧାନମନ୍ତ୍ରୀଙ୍କୁ ଜେଲ ଦଣ୍ଡ ଦେବା ପାଇଁ ଆଦେଶ ଦେଲେ ଏହି ଦେଶର ରାଜା

ବ୍ୟାଙ୍କକକ୍‌,୧।୯: ଥାଇଲାଣ୍ଡର ରାଜା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଥାକସିନ ଶିନାୱାତ୍ରାଙ୍କ ଜେଲ ଦଣ୍ଡକୁ ଆଠ ବର୍ଷରୁ ଏକ ବର୍ଷକୁ ହ୍ରାସ କରିଛନ୍ତି। ଶିନାୱାତ୍ରା ଦୀର୍ଘ ୧୫ ବର୍ଷ…

3 years ago

‘ଅବୈଧ ପିଲାଙ୍କର ରହିବ ମାତାପିତାଙ୍କ ସମ୍ପତ୍ତିରେ ଭାଗ’: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧।୯: ଅବୈଧ ବିବାହରେ ହୋଇଥିବା ପିଲାମାନେ ସେମାନଙ୍କ ପିତାମାତାଙ୍କ ସମ୍ପତ୍ତିରେ ଅଂଶ ଦାବି କରିପାରିବେ। ଏକ ମାମଲାର ଶୁଣାଣି କରି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଶୀର୍ଷ ଅଦାଲତ…

3 years ago

ବିଜୁଳି ଦରରେ ଲାଗୁନି ଲଗାମ, ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ

ଇସଲାମବାଦ,୧।୯:ପାକିସ୍ତାନରେ ଘନେଇଲାଣି ବିଦ୍ୟୁତ ସଙ୍କଟ। ଏହି ପ୍ରସଙ୍ଗରେ ଲୋକମାନେ ବହୁ ଆଗରୁ ଲଗାତାର ବିରୋଧ କରିଆସୁଛନ୍ତି। ବର୍ଦ୍ଧିତ ହାରକୁ ସରକାର ପ୍ରତ୍ୟାହାର କରିବାକୁ ସେମାନେ ଦାବି କରିଛନ୍ତି। …

3 years ago

୧୩ ସଦସ୍ୟ ବିଶିଷ୍ଟ ସମନ୍ବୟ କମିଟି ଗଠନ କଲା ଇଣ୍ଡିଆ, ଶରଦ ପାଓ୍ବାର, ଅଭିଷେକ ବାନାର୍ଜୀ ସମେତ ଏହି ନେତାଙ୍କ ନାଁ ସାମିଲ

ମୁମ୍ବାଇ,୧।୯: ବିରୋଧୀ ମେଣ୍ଟ ଇଣ୍ଡିଆ ଶୁକ୍ରବାର ମୁମ୍ବାଇରେ ଅନୁଷ୍ଠିତ ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛି। ଇଣ୍ଡିଆର ନେତାମାନେ ୧୩ ଜଣ ସଦସ୍ୟ ବିଶିଷ୍ଟ ଏକ ସମନ୍ବୟ…

3 years ago

ଜର୍ଜିଆ ନିର୍ବାଚନ ଠକେଇ ମାମଲା: ନିଜକୁ ନିର୍ଦ୍ଦୋଷ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧।୯: ଜର୍ଜିଆ ନିର୍ବାଚନ ଠକେଇ ମାମଲାରେ ନିଜକୁ ନିର୍ଦ୍ଦୋଷ ବୋଲି ଘୋଷଣା କରିଛନ୍ତି ଖୋଦ୍‌ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି, ଆସନ୍ତା ସପ୍ତାହରେ ଏହି…

3 years ago