ମୁମ୍ବାଇ,୯।୬: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ମୁଖ୍ୟ ଶରଦ ପାଓ୍ବାରଙ୍କୁ ଟୁଇଟରରେ ହତ୍ୟା ଧମକ ଦିଆଯାଇଛି। ଏହାପରେ ଏନସିପି ଏମପି ତଥା ଶରଦ ପାଓ୍ବାରଙ୍କ ଝିଅ ସୁପ୍ରିୟା ସୁଲେଙ୍କ…
ନୂଆଦିଲ୍ଲୀ, ୯।୬: ଆସନ୍ତା ୩୬ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ ‘ବିପର୍ଯ୍ୟୟ’ ଆହୁରି ତୀବ୍ର ହୋଇ ଆଗାମୀ ୨ ଦିନ ମଧ୍ୟରେ ଉତ୍ତର-ଉତ୍ତର-ପଶ୍ଚିମ ଉପକୂଳରେ ଗତି କରିବା…
ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀଙ୍କ ୯୨ତମ ଜନ୍ମ ଜୟନ୍ତୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି…
ବାଲେଶ୍ୱର ଅଫିସ, ୯।୬: ବାଲେଶ୍ୱର ଜିଲା ବାହାନଗା ନିକଟରେ ଗତ ୨ ତାରିଖ ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତଦେହଗୁଡ଼ିକୁ ସ୍ଥାନୀୟ ବାହାନଗା…
ଦ ଓଭାଲ,୯ା୬: ଦ ଓଭାଲରେ ଅନୁଷ୍ଠିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲ୍ୟୁଟିସି) ଫାଇନାଲର ଦ୍ୱିତୀୟ ଦିନରେ ଭାରତ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ…
ମୁମ୍ବାଇ, ୮।୬: ମହାରାଷ୍ଟ୍ରରେ ଭାଜପା ଗୁରୁବାର ରାଜ୍ୟର ୪୮ ଲୋକ ସଭା ଏବଂ ୨୮୮ବିଧାନସଭା ଆସନ ପାଇଁ ‘ ନିର୍ବାଚନ ମୁଖ୍ୟ’ଙ୍କ ଘୋଷଣା କରିଛି। ରାଜ୍ୟ ଭାଜପା…
କୋଲକାତା,୮।୬: ତୃଳମୂଳ କଂଗ୍ରେସ (ଟିଏମସି) ନେତା ଅଭିଷେକ ବାନାର୍ଜୀଙ୍କୁ ଶିକ୍ଷକ ନିଯୁକ୍ତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ଗୁରୁବାର ସମନ ଜାରି କରିଛି। ସୂତ୍ରରୁ ପ୍ରକାଶ ଯେ, ଇଡି ଅଭିଷେକ…
ଲଣ୍ଡନ,୮।୬: ଦି ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲ୍ୟୁଟିସି)ର ଗୁରୁବାର ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ୪୬୯ କରି ଅଲ୍ଆଉଟ ହୋଇଯାଇଛି। ଟ୍ରାଭିସ ହେଡ୍ ଏବଂ ଷ୍ଟିଭେନ୍…
ସିଙ୍ଗାପୁର,୮।୬: ସିଙ୍ଗାପୁରର ଜଣେ ଭାରତୀୟ ମୂଳ ବାସିନ୍ଦା ବରିଷ୍ଠ ମନ୍ତ୍ରୀ ଥର୍ମନ ଶନମୁଗରତ୍ନମ ଗୁରୁବାର ୨୨ ବର୍ଷ ପରେ ସକ୍ରିୟ ରାଜନୀତିରୁ ବାହାରି ଚଳିତ ବର୍ଷ ଶେଷରେ…
ଭୁବନେଶ୍ୱର,୮ା୬(ବ୍ୟୁରୋ): ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ନ ଲଗାଇଥିଲେ ଏଣିକି ଚାଳକ ଫାଇନ ଗଣିବେ। ଆସନ୍ତା ୨୩ ତାରିଖରୁ ଏହି ସ୍ପେଶାଲ ଡ୍ରାଇଭ୍ ଆରମ୍ଭ ହେବ।…