ମୁମ୍ବାଇ: ମହାରାଷ୍ଟ୍ରର ପୁଣେର କସବାପେଠ ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ଉପ-ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଜିତିଛନ୍ତି। ଏଠାରେ ଭାଜପାର ହେମନ୍ତ ରସାନେ ଏବଂ ମହା ବିକାଶ ଆଘାଡିର ରବିନ୍ଦ୍ର ଧନଗେକରଙ୍କ…
ଇନ୍ଦୋର,୨।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୧୦୯ କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆ ସମସ୍ତ ଓ୍ବିକେଟ ହରାଇ ୧୯୭…
ଓ୍ବାଶିଂଟନ,୨।୩ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଭାରତରେ ଆମେରିକାର ନୂତନ ରାଷ୍ଟ୍ରଦୂତଙ୍କ ନାମ ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ, ଏରିକ ଗାର୍ସେଟ୍ଟି ଭାରତରେ ଆମେରିକାର…
ନୂଆଦିଲ୍ଲୀ,୨।୩ : ହିଣ୍ଡେନବର୍ଗ ରିପୋର୍ଟ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଏଏମ ସାପ୍ରେ ଏହି କମିଟିର ଅଧ୍ୟକ୍ଷ ହେବେ।…
ନୂଆଦିଲ୍ଲୀ,୨।୩ : ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ମେଘାଳୟ ଏବଂ ନାଗାଲାଣ୍ଡର ତିନୋଟି ରାଜ୍ୟରେ ବିଧାନସଭା ର୍ନିବାଚନ ଗଣନା ଚାଲିଛି। ଏହି ତିନୋଟି ରାଜ୍ୟର ଫଳାଫଳ ଭାଜପା ପାଇଁ…
ନୂଆଦିଲ୍ଲୀ,୨।୩ : ନିର୍ବାଚନ ଆୟୋଗରେ କମିଶନରଙ୍କ ନିଯୁକ୍ତିକୁ ନେଇ ସୁପ୍ରିମକୋର୍ଟ ଗୁରୁବାର ଏକ ବଡ଼ ରାୟ ଦେଇଛନ୍ତି। ଜଷ୍ଟିସ ଜୋସେଫ କହିଛନ୍ତି ଯେ ବର୍ତ୍ତମାନ କେବଳ ରାଷ୍ଟ୍ରପତି…
ଲଣ୍ଡନ,୨।୩ : ବ୍ରିଟେନର ରାଜପ୍ରାସାଦ ୱିଣ୍ଡସର ଇଷ୍ଟେଟରୁ ପ୍ରିନ୍ସ ହ୍ୟାରି ଏବଂ ତାଙ୍କ ସ୍ତ୍ରୀ ମେଘାନଙ୍କୁ ବେଦଖଲ କରାଯାଇଛି। ଗଣମାଧ୍ୟମ ରିପୋର୍ଟରେ ଏହା ଦାବି କରାଯାଇଛି। ବର୍ତ୍ତମାନ…
ଓ୍ବାଶିଂଟନ,୨।୩ : ଆମେରିକା ରାଷ୍ଟ୍ରପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଥିବା ରିପବ୍ଲିକାନ ପାର୍ଟି ନେତା ନିକ୍କି ହେଲି ପାକିସ୍ତାନକୁ ଟାର୍ଗେଟ କରିବା ଜାରି ରଖିଛନ୍ତି।…
ନୂଆଦିଲ୍ଲୀ, ୨।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ…