ଇସଲାମାବାଦ,୧୮।୩ : ପାକିସ୍ତାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜମାନ ସ୍ଥିତ ବାସଭବନରୁ ଏେsକ-୪୭ ସହିତ ବହୁ ଗୁଳ,ି ଜବତ କରାଯାଇଛି। ଏନେଇ ପୋଲିସ ପକ୍ଷରୁ ସୂଚନା…
ଓ୍ବାଶିଂଟନ,୧୮।୩ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁବ ଶୀଘ୍ର ଜେଲ ଯିବେ। ଏନେଇ ସେ ନିଜେ ଦାବି କରିଛନ୍ତି। ମାର୍ଚ୍ଚ ୨୧ ମଙ୍ଗଳବାର ତାଙ୍କୁ…
ନୂଆଦିଲ୍ଲୀ,୧୮।୩ : ଭାରତର ସ୍ବାଧୀନତା ଆନ୍ଦୋଳନରେ ମହିଳାମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ବାସ୍ତବରେ, ରାଣୀ ଲକ୍ଷ୍ମୀ ବାଈ ହିଁ ସ୍ବାଧୀନତା ଆନ୍ଦୋଳନର ମୂଳଦୁଆ ପକାଇଥିଲେ। ବହୁ…
ଭୋପାଳ,୧୮।୩ : ମଧ୍ୟପ୍ରଦେଶରେ ବାଲାଘାଟରେ ଏକ ଟ୍ରେନର ଚାର୍ଟର ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ୨ ଜଣ ପାଇଲଟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ…
ଜେନେଭା,୧୮।୩ : ଜେନେଭାରେ ଅନୁଷ୍ଠିତ ୫୨ ତମ ଜାତିସଂଘ ମାନବ ଅଧିକାର ପରିଷଦ ବୈଠକରେ ଭାରତୀୟ ବିକାଶ ମଡେଲକୁ ପ୍ରଶଂସା କରାଯାଇଛି। ଏହି ଅବସରରେ ଅଣ-ସରକାରୀ ସଂଗଠନଗୁଡ଼ିକ…
ଲଣ୍ଡନ,୧୮ା୩: ଲଣ୍ଡନର ହେଥ୍ରୋ ବିମାନବନ୍ଦରରେ ସୁରକ୍ଷାକର୍ମୀମାନେ ୧୦ ଦିନ ପର୍ଯ୍ୟନ୍ତ ଧର୍ମଘଟ କରିବେ। ଦରମା ବୃଦ୍ଧି ଦାବିରେ ସମସ୍ତ କର୍ମଚାରୀ ଏହି ଧର୍ମଘଟ କରିବାକୁ ନିଷ୍ପତ୍ତି ନେଇଛନ୍ତି।…
କଟକ ଅଫିସ,୧୮ା୩: ମାଟ୍ରିକ ପରୀକ୍ଷାରେ ଶନିବାର ଇତିହାସ ଓ ଭୂଗୋଳ ପ୍ରଶ୍ନପତ୍ରରେ ତ୍ରୁଟି ଥିବା ଜଣାପଡ଼ିଥିଲା। ସେଟ୍ ‘ବି’ ଭିତରେ ‘ଏ’ ସେଟ୍ର ପ୍ରଶ୍ନ ପଡ଼ିଥିଲା। ଆଜି…
ଗୁଆହାଟୀ,୧୮।୩ : ଦେଶର ଉତ୍ତର-ପୂର୍ବ ରାଜ୍ୟ ଆସାମରେ ଶନିବାର ଦୁଇ ଥର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୬ ଏବଂ ୨.୮ ଥିଲା।…
ନୂଆଦିଲ୍ଲୀ,୧୮।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ ହସିନା ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ-ବାଂଲାଦେଶ ଫ୍ରେଣ୍ଡଶିପ୍ ପାଇପ ଲାଇନର ଲୋକାର୍ପଣ କରିଛନ୍ତି। ଏହି…
ନୂଆଦିଲ୍ଲୀ,୧୮।୩ : ଭାରତ ଏବଂ ଚାଇନ ମଧ୍ୟରେ ଚାଲିଥିବା ସୀମା ବିବାଦକୁ ନେଇ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କର ବଡ ବିବୃତ୍ତି ଆସିଛି। ପଶ୍ଚିମ ହିମାଳୟ ଅଞ୍ଚଳରେ…