Home Middle

ଇରାନରେ ପ୍ରତି ୬ ଘଣ୍ଟାରେ ଜଣଙ୍କୁ ଫାଶୀ, ୨୦୨୩ରେ ଇତିମଧ୍ୟରେ ୧୯୪ ଜଣଙ୍କୁ ମୃତ୍ୟୁଦଣ୍ଡ…

ତେହେରାନ,୮।୫ : ଏକ ମାନବାଧିକାର ଗୋଷ୍ଠୀ ଦାବି କରିଛନ୍ତି, ଗତ ୧୦ ଦିନ ମଧ୍ୟରେ ଇରାନ ଶାସନ ପ୍ରତି ୬ ଘଣ୍ଟାରେ ହାରାହାରି ଜଣେ ବ୍ୟକ୍ତିଙ୍କୁ ମୃତ୍ୟୁଦଣ୍ଡ…

3 years ago

ଗୋଟିଏ ରାତିରେ ଗୁଳିକରି ଖସାଇଛୁ ୩୫ ରୁଷିଆ ଡ୍ରୋନ: ୟୁକ୍ରେନ ସୈନ୍ୟ…

କିଭ୍‌,୮।୫ : ରୁଷିଆ ଯୂଦ୍ଧଖୋର ମନୋବୃତ୍ତି ୟୁକ୍ରେନକୁ ଧ୍ୱଂସସ୍ତୁପରେ ପରିଣତ କରିଛି। ରୁଷଆ ଅପେକ୍ଷା ସାମରିକ ଶକ୍ତି ଦୃଷ୍ଟିରୁ ବହୁତ ଦୁର୍ବଳ ଦେଶ ହୋଇଥିଲେ ମଧ୍ୟ ୟୁକ୍ରେନର…

3 years ago

ପଶ୍ଚିମ ଏସିଆରେ ପହଞ୍ଚିବ ଭାରତୀୟ ରେଳ ଲାଇନ, ୪ ଦେଶର ଯୋଜନା, ଡୋଭାଲଙ୍କ ଉପରେ ଦାୟିତ୍ୱ…

ନୂଆଦିଲ୍ଲୀ/ରିୟାଦ,୮।୫ : ସୌଦି ଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ସମେତ ଅନେକ ଗଲ୍ଫ ଦେଶରେ ଶୀଘ୍ର ଭାରତୀୟ ଟ୍ରେନ ଚଳାଚଳ କରିବ। ଏହି ପ୍ରକଳ୍ପ ସମ୍ପର୍କରେ…

3 years ago

ଦୈନିକ ସଂକ୍ରମଣ ୨ ହଜାର ତଳେ…

ନୂଆଦିଲ୍ଲୀ, ୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

3 years ago

ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ: ୨ ମୃତ

ଜୟପୁର,୮ା୫: ରାଜସ୍ଥାନରେ ବାୟୁସେନାର ଏକ ବିମାନ ଖସିପଡ଼ିବାରୁ ୨ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ତେବେ ପାଇଲଟ ସୁରକ୍ଷିତ ଥିବା ଜଣାପଡ଼ିଛି। ବାୟୁସେନାର ଏମ୍‌ଆଇଜି -୨୧ ଫାଇଟର…

3 years ago

ବିନା ମଞ୍ଜୁରୀ ବିଜ୍ଞାପନ ପ୍ରକାଶିତ କରିପାରିବେନି ରାଜନୈତିକ ଦଳ: ଇସିଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୮।୫ : ଆସନ୍ତା ମେ ୧୦ ତାରିଖରେ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କ୍ଷମତା ହାସଲ ପାଇଁ କଂଗ୍ରେସ ସଂଗ୍ରାମ କରୁଥିବାବେଳେ ଭାଜପା ବିଜୟକୁ ପୁନରାବୃତ୍ତି…

3 years ago

ଇଡେନରେ କେକେଆର-ପିବିକେଏସ ଲଢ଼େଇ…

କୋଲକାତା,୮।୫ : ଆଇପିଏଲ ୨୦୨୩ର ୫୩ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ପଞ୍ଜାବ କିଙ୍ଗ୍‌ସ(ପିବିକେଏସ) ମଧ୍ୟରେ ଲଢ଼େଇ ସୋମବାର ସନ୍ଧ୍ୟା ସାଢ଼େ ୭ଟାରେ କୋଲକାତାର ଇଡେନ…

3 years ago

ମାନହାନୀ ମାମଲାରେ ସାକ୍ଷ୍ୟ ଦେଲେନି ଟ୍ରମ୍ପ…

ଓ୍ବାଶିଂଟନ,୮।୫ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜଣେ ଲେଖିକାଙ୍କ ବଳାତ୍କାର ମାମଲାରେ ମାନହାନୀ ମକଦ୍ଦମା ଦାଏର କରିଛନ୍ତି। ଏହି ମାମଲାରେ ରବିବାର ଦିନ ଟ୍ରମ୍ପ ତାଙ୍କ ସାକ୍ଷ୍ୟ…

3 years ago

ଆତଙ୍କବାଦ ବିରୋଧରେ ଲଢ଼ିବେ ପାକିସ୍ତାନ-ଚାଇନା-ଆଫଗାନିସ୍ତାନ…

ଇସଲାମାବାଦ,୮।୫ : ଆତଙ୍କବାଦ ମୁକାବିଲା ପାଇଁ ପାକିସ୍ତାନ, ଚାଇନା ଏବଂ ଆଫଗାନିସ୍ତାନ ମିଳିତ ଭାବେ କାର୍ଯ୍ୟ କରିବାକୁ ସହମତ ହୋଇଛନ୍ତି। ବିଭିନ୍ନ ଆର୍ଥିକ କ୍ଷେତ୍ରରେ ସହଯୋଗ ବୃଦ୍ଧି…

3 years ago

ଇରାନ ଏକୁଟିଆ ୫୦ ଉତ୍ତର କୋରିଆ ସହିତ ସମାନ: ଆମେରିକାକୁ ନେତାନ୍ୟାହୁଙ୍କ ଚେତାବନୀ…

ଜେରୁଜେଲମ,୮।୫ : ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକାର ସଂସଦୀୟ ପ୍ରତିନିଧୀଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି କେବଳ ଏକୁଟିଆ ଇରାନ ୫୦ ଉତ୍ତର କୋରିଆ ସହିତ…

3 years ago