ଅହମ୍ମଦାବାଦ,୨୫।୪: ଆଇପିଏଲ-୨୦୨୩ର ୩୫ ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍ଆଇ)କୁ ଭେଟିବ ଗୁଜରାଟ ଟାଇଟନ୍ସ(ଜିଟି)। ମଙ୍ଗଳବାର ସନ୍ଧ୍ୟା ୭ଟା୩୦ରେ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ଦଳ ଦ୍ୱିତୀୟ…
ନୂଆଦିଲ୍ଲୀ,୨୫।୪: ସୁପ୍ରିମକୋର୍ଟଙ୍କ ଦ୍ୱାରା ମଙ୍ଗଳବାର ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଏଫଆଇଆର ଦେଇଥିବା କୁସ୍ତିଯୋଦ୍ଧାଙ୍କ ଆବେଦନ ଉପରେ ଦିଲ୍ଲୀ ପୋଲିସ ଓ…
ଓ୍ବାଶିଂଟନ,୨୫।୪: ଆମେରିକାରେ ଥିବା ମୂଳ ଭାରତୀୟ ସାଂସଦ ରୋ ଖନ୍ନା କହିଛନ୍ତି, ଏବେ ଭାରତୀୟମାନେ ପାକିସ୍ତାନକୁ ନୁହେଁ ବରଂ ଚାଇନାକୁ ସବୁଠାରୁ ବଡ ସାମରିକ ଚ୍ୟାଲେଞ୍ଜ ବୋଲି…
ଥିରୁଭାନନ୍ତପୁରମ୍,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କେରଳ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମଙ୍ଗଳବାର ଥିରୁଭାନନ୍ତପୁରମ୍ କେନ୍ଦ୍ରୀୟ ରେଳ ଷ୍ଟେଶନରେ ବନ୍ଦେ ଭାରତ…
ତାମିଲନାଡୁ, ୨୫।୪: ବିବାହ ଭୋଜିରେ ମଦ ପରଷିବା ନିଷ୍ପତ୍ତିକୁ ତାମିଲନାଡୁର ଡିଏମ୍କେ ସରକାର ଫେରେଇ ନେଇଛନ୍ତି। ସରକାର ପକ୍ଷରୁ କୁହାଯାଇଛି ଯେ, ମଦ କେବଳ କନଫରେନ୍ସ ସେଣ୍ଟର,…
ନୂଆଦିଲ୍ଲୀ,୨୫।୪: ଜୁନ୍ ୭ରୁ ୧୧ ମଧ୍ୟରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ଆଇସିସି ଓ୍ବାଲର୍ଡ ଟେଷ୍ଟ ଚାମ୍ପିୟନସିପ୍ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ବିସିସିଆଇ ଟିମ ଇଣ୍ଡିଆ ଘୋଷଣା…
ଖାରତୋମ,୨୫।୪: ହିଂସାଗ୍ରସ୍ତ ସୁଦାନରେ ଦୁଇ ପକ୍ଷର ଜେନରାଲ ୭୨ ଘଣ୍ଟାର ସିଜଫାୟାର ପାଇଁ ପ୍ରସ୍ତୁତ ହୋଇଯାଇଛନ୍ତି। ଆମେରିକାର ବିଦେଶ ମନ୍ତ୍ରୀ ଏଣ୍ଟନି ବ୍ଲିଙ୍କନ ଏହି ସୂଚନା ଦେଇଛନ୍ତି।…
ବେଙ୍ଗାଲୁରୁ, ୨୫।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବାର ସୋମବାର ଶେଷ ଦିନ ଥିଲା। ତେବେ ନିର୍ବାଚନ ଅଧିକାରୀ କହିଛନ୍ତି, ୫୧୭ଜଣ ପ୍ରାର୍ଥୀ ସେମାନଙ୍କ…
ଜାକର୍ତ୍ତା,୨୫।୪: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପର ଇଷ୍ଟନ ଅଂଶରେ ମଙ୍ଗଳବାର) ରେ ୭.୩ ତୀବ୍ରତାର ଏକ ଭୂକମ୍ପ ଘଟିଛି। ଏହା ପରେ ଇଣ୍ଡୋନେସିଆର ଜିଓଫିଜିକ୍ସ ଏଜେନ୍ସି (ବିଏମକେଜି) ମଧ୍ୟ…
ନୂଆଦିଲ୍ଲୀ,୨୫ା୪:୨୦୨୧-୨୨ ଆର୍ଥତ୍କ ବର୍ଷରେ ଦେଶର ୨୬ଟି ଆଞ୍ଚଳିକ ଦଳଙ୍କୁ ମୋଟ ୧୮୯ କୋଟି ଟଙ୍କା ଚାନ୍ଦା ମିଳିଛି। ସେଥିରୁ ୮୫ ପ୍ରତିଶତ ଚାନ୍ଦା କେବଳ ୫ଟି ଦଳକୁ…