Home Middle

ଭାଜପା-ଏଏପି କାଉନସିଲର ମୁହାଁମୁହିଁ ପରେ ମେୟର ନିର୍ବାଚନ ସ୍ଥଗିତ

ନୂଆଦିଲ୍ଲୀ,୬।୧: ଭାଜପା-ଏଏପି କାଉନସିଲର ମୁହାଁମୁହିଁ ପରେ ଶୁକ୍ରବାର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍‌ସିଡି) ମେୟର ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଉଭୟେ ଉଭୟଙ୍କୁ ଟାର୍ଗେଟ କରି ବିଭିନ୍ନ ସ୍ଲୋଗାନ ଦେବାରୁ…

3 years ago

ଆଜି ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ,୬।୧(ପି.ଟି.): ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ମେୟର ନିର୍ବାଚନ ଶୁକ୍ରବାର ହେବାକୁ ଥିବାବେଳେ ଏହା ଦିନକ ପୂର୍ବରୁ ଉପରାଜ୍ୟପାଳ ଭି.କେ. ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ…

3 years ago

‘ପୁଟିନ ଅମ୍ଳଜାନ ଖୋଜୁଛନ୍ତି’

ଓ୍ବାଶିଂଟନ,୬ା୧: ରୁଷିଆ ୩୬ ଘଣ୍ଟିଆ ଅସ୍ତ୍ର ବିରତି ଘୋଷଣାକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଟିନଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି, ୟୁକ୍ରେନ ଆକ୍ରମଣରେ ଅସୁବିଧାରେ…

3 years ago

କାଲିଫର୍ନିଆରେ ପ୍ରବଳ ଝଡ଼ବାତ୍ୟା: ଶିଶୁଙ୍କ ସମେତ ୨ ମୃତ

ଓ୍ବାଶିଂଟନ,୬ା୧: କାଲିଫର୍ନିଆରେ ପ୍ରବଳ ଝଡ଼ବାତ୍ୟା ହୋଇଛି। ଫଳରେ ହଜାର ହଜାର ଘରୁ ବିଦ୍ୟୁତ୍‌ ବିଚ୍ଛିନ୍ନ ହୋଇଛି। ଏହି ବର୍ଷା ଯୋଗୁ ବନ୍ୟା ପରି ପରିସ୍ଥିତି ମଧ୍ୟ ସୃଷ୍ଟି…

3 years ago

ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା

ଅନୁଗୋଳ ଅଫିସ/ବାରିପଦା ଅଫିସ,୬ା୧: ଶୁକ୍ରବାରଠାରୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି। ସାତକୋଶିଆ ବନଖଣ୍ଡର ମହାନଦୀ ଓ ଆଖପାଖ ଅଞ୍ଚଳରେ କୁମ୍ଭୀର ଗଣନା କରାଯାଉଛି। ଏହି ଗଣନା…

3 years ago

ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୬ା୧: ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ଦୁର୍ଲଭ ସୁନାବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ…

3 years ago

୧୦ ଯାଏ ପ୍ରବଳ ଶୀତ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ବୃଦ୍ଧି ପାଇଛି। ଶୁକ୍ରବାରଠାରୁ ଶୀତ ଆହୁରି ବଢ଼ିବ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ତଳକୁ ଖସିବ। ଆସନ୍ତା ୧୦…

3 years ago

ଓଡ଼ିଶାରେ ୩ ରୁଷୀୟଙ୍କ ମୃତ୍ୟୁକୁ ଏକାଠି ଯୋଡ଼ା ନ ଯାଉ: କେନ୍ଦ୍ର

ନୂଆଦିଲ୍ଲୀ,୬ା୧: ୩ ଜଣ ରୁଷୀୟ ନାଗରିକଙ୍କର ଓଡ଼ିଶାରେ ମୃତ୍ୟୁ ଘଟିଛି। ଏ ନେଇ ଆବଶ୍ୟକ ତଦନ୍ତ ଜାରି ରହିଛି। ଏହି ମୃତ୍ୟୁକୁ ଏକାଠି ଯୋଡ଼ିବା ଆବଶ୍ୟକ ନାହିଁ…

3 years ago

ଭିତରକନିକାରେ ପକ୍ଷୀଗଣନା ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲା ଭିତରକନିକାରେ ଶୁକ୍ରବାର ବିଦେଶାଗତ ପକ୍ଷୀଗଣନା ଆରମ୍ଭ ହୋଇଛି। ସକାଳ ୬ରୁ ଏହି ଗଣନା ଆରମ୍ଭ ହୋଇଥିବା ବେଳେ ଏହା ଅପରାହ୍ନ ୨ଟା…

3 years ago

ଥରୁଛି ମାଉଣ୍ଟ ଆବୁ

ଜୟପୁର,୬ା୧: ରାଜସ୍ଥାନର ମାଉଣ୍ଟ ଆବୁ ସହ କିଛି ସ୍ଥାନରେ ପାରଦ ଖସିବାରେ ଲାଗିଛି। ମାଉଣ୍ଟ ଆବୁରେ ସର୍ବନିମ୍ନ ତାପମାତ୍ରା ମାଇନସ ୬ ଡିଗ୍ରୀ ସେଲସିୟସ ରହିଛି। ଚୁରୁରେ…

3 years ago