କାବୁଲ,୪ା୧: ବୁଧବାର ଆଫଗାନିସ୍ତାନର ରାଜଧାନୀ କାବୁଲରେ ଏକାଧିକ ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋର୍ରେ ଥିଲା ଯେ ଏହା ବହୁ ଦୂରକୁ ଶୁଣା ଯାଇଥିଲା। ତେବେ…
ସୁନ୍ଦରଗଡ଼,୪ା୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍ ନଦୀର କନାକୁଣ୍ଡ ଘାଟରେ ପୁଣି ଘଟିଛି ଅଘଟଣ। ବୁଧବାର ଏଠାକୁ ଆସି ଥିବା ୩ଜଣ ଯୁବକ ଗାଧୋଉଥିବା…
ଭିଏନା,୪ା୧: ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଅଷ୍ଟ୍ରିଆ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଉଛନ୍ତି। ନୂତନ ବିଶ୍ୱ ଶୃଙ୍ଖଳା, ୟୁକ୍ରେନ…
ଟୋକିଓ,୪।୧ : ଚଳିତ ବର୍ଷ ଦେଶର ଜନସଂଖ୍ୟା ବୃଦ୍ଧି ପାଇଁ ଏକ ଅଭିଯାନ ଉପରେ ଜାପାନ ସରକାର ଅଧିକ ଗୁରୁତ୍ୱ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ପରିବାରରେ ସନ୍ତାନ…
ନୂଆଦିଲ୍ଲୀ,୪।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ…
ଥିରୁଭାନନ୍ତପୁରମ,୪।୧ : ସହଯୋଗୀ ପ୍ରଜନନ ଜ୍ଞାନକୌଶଳ(ଏଆରଟି)ର ବ୍ୟବହାର ପାଇଁ କେରଳ ହାଇକୋର୍ଟ ସର୍ବାଧିକ ବୟସ ସୀମା ଉପରେ ପ୍ରଶ୍ନ କରିଛନ୍ତି। ଏହା ସହିତ ସେ ଏହି ପ୍ରତିବନ୍ଧକକୁ…
ତେହେରାନ,୪।୧ : ଆଫଗାନରେ ତାଲିବାନ ଶାସକ ମହିଳାଙ୍କ ଉଚ୍ଚଶିକ୍ଷା ନେଇ ପ୍ରତିବନ୍ଧକ ଘୋଷଣା କରିବା ପରେ ଇରାନ ବିଶ୍ୱବିଦ୍ୟାଳୟ ସେମାନଙ୍କ ପାଇଁ ନିଜର ଦ୍ୱାର ଖୋଲିଛି। ଆଫଗାନ…
ନୂଆଦିଲ୍ଲୀ,୪।୧: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ ବୁଧବାର ଗଙ୍ଗାରାମ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଶ୍ୱାସ ସଂକ୍ରମଣ ଯୋଗୁ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଝିଅ…
ବେଙ୍ଗାଲୁରୁ,୪।୧ : କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାନସଭାରେ ବିରୋଧୀ ଦଳର ନେତା ସିଦ୍ଧରମୈୟା ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ ଏବଂ ଅନ୍ୟ ନେତାଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ…
ଥିରୁଭାନନ୍ତପୁରମ୍,୪।୧ : କେରଳର ହୃଦୟ ବିଦାରକ ମାନବ ବଳି ମାମଲାରେ ଅଭିଯୁକ୍ତା ମହିଳାଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଜଷ୍ଟିସ ବେଚୁ କୁରିଆନ ଥୋମାସ ମହିଳା,…