ନୂଆଦିଲ୍ଲୀ,୧୩।୧୧ : ଭାରତର ଅବସରପ୍ରାପ୍ତ ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ଏକ ସାକ୍ଷାତକାରରେ କହିଛନ୍ତି ଯେ ଅବସର ପରେ ସରକାରୀ ନିଯୁକ୍ତିକୁ ସେ ବିରୋଧ କରନ୍ତି…
ଅହମଦାବାଦ,୧୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନରେ ନଭସାରୀ ବିଧାନସଭାର ୧୮ ଟି ଗାଁର ଲୋକମାନେ ସମସ୍ତ ରାଜନୈତିକ ଦଳର ଚିନ୍ତା ବଢ଼ାଇଛନ୍ତି। ଏହି ଗ୍ରାମବାସୀ ନିର୍ବାଚନରେ ଭୋଟ…
ଫେନମପେହ୍ନ,୧୩।୧୧: କାମ୍ବୋଡିଆରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ରବିବାର ତାଙ୍କର ଆମେରିକୀୟ ପ୍ରତିପକ୍ଷ ଆଣ୍ଟୋନି ବ୍ଲିଙ୍କେନଙ୍କୁ ଭେଟିଛନ୍ତି। ଏହି ସମୟରେ ୟୁକ୍ରେନ ସଙ୍କଟ, ଭାରତ-ପ୍ରଶାନ୍ତ ମହାସାଗରୀୟ…
ଅହମଦାବାଦ,୧୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିକଟ କଟାଯାଇଥିବା ବିଧାୟକମାନେ ଦଳ ବିରୋଧରେ ବିଦ୍ରୋହ କରିବାର ଆଶଙ୍କା ବଢ଼ିବାରେ…
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରବିବାର ଇଡିରେ ହାଜର ହୋଇଛନ୍ତି ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ବାପା। ଅର୍ଚ୍ଚନାଙ୍କ ବେନାମୀ ସମ୍ପତ୍ତି ନେଇ ଇଡି ଖୋଳତାଡ଼ ଆରମ୍ଭ କରିଛି। ଅର୍ଚ୍ଚନାଙ୍କ ବାପା…
ମେଲବୋର୍ନ,୧୩।୧୧ : ଟି-୨୦ ବିଶ୍ୱକପରେ ବର୍ଷା ଯୋଗୁଁ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଫାଇନାଲ ମ୍ୟାଚ ନେଇ ଆଶଙ୍କା ଦେଖାସେଇଛି। ମେଲବୋର୍ନରେ ହାଲୁକା ବର୍ଷା ହେଉଛି,…
ଶ୍ରୀନଗର,୧୩।୧୧ : ପଞ୍ଜାବ, ଜମ୍ମୁ-କଶ୍ମୀରର ଭାରତ ଏବଂ ପାକିସ୍ତାନ ସୀମାରେ ୨୦୨୨ ମସିହାରେ ସୀମା ଆରପାର୍ଶ୍ୱରୁ ଡ୍ରୋନ ମାଧ୍ୟମରେ ଡ୍ରଗ୍ସ ଏବଂ ଅସ୍ତ୍ର ଚୋରା ମାମଲା ଦ୍ୱିଗୁଣିତ…
ଚିଲି,୧୩ା୧୧: ଚିଲିର ବାୟୋବିଓ ଅଞ୍ଚଳରେ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୬.୧ ଥିଲା। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍ଏସ୍ସି) କହିଛି, ଶନିବାର ବିଳମ୍ବିତ ରାତିରେ…
ଜେନେଭା,୧୩।୧୧ : ଆଫଗାନିସ୍ତାନରେ ହୋଇଥିବା କ୍ଷମତା ଦଖଲ, ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ମଧ୍ୟ ପୂର୍ବରେ ସଙ୍କଟ ଯୋଗୁଁ ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଛନ୍ତି। ଆସୁଥିବା…
ଇସଲାମାବାଦ,୧୩।୧୧ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଦାବି କରିଛନ୍ତି ଯେ ଦେଶର ପରବର୍ତ୍ତୀ ସେନା ମୁଖ୍ୟଙ୍କ ନିଯୁକ୍ତି ଲଣ୍ଡନରେ ନିଷ୍ପତ୍ତି ଗ୍ରହଣ କରାଯିବ। ସେ…