Home Middle

ହିଜାବ ପିନ୍ଧିବାକୁ ମନାକଲେ ମହିଳା ନ୍ୟୁଜ ଆଙ୍କର, ଆମେରିକାରେ ହୋଇପାରିଲାନି ଇରାନ ରାଷ୍ଟ୍ରପତିଙ୍କ ସାକ୍ଷାତ୍‌କାର କାର୍ଯ୍ୟକ୍ରମ

ନ୍ୟୁୟର୍କ,୨୩ ।୯: ଇରାନରେ ହିଜାବ ପିନ୍ଧିବାକୁ ନେଇ ଉପୁଜିଥିବା ବିବାଦ ମଧ୍ୟରେ ଆମେରିକାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କୁ ଅସୁବିଧାର ସମ୍ମୁଖିନ ହେବାକୁ ପଡିଛି । ଇରାନ…

4 years ago

ମୁକୁଳିଲେ ୩୦୦ ଯୁଦ୍ଧବନ୍ଦୀ

କିଭ୍‌/ମସ୍କୋ, ୨୩ା୯: ୟୁକ୍ରେନ୍‌ରେ ବଡ଼ ଧରଣର ଆକ୍ରମଣ ପାଇଁ ରୁଷିଆ ରଣନୀତି ପ୍ରସ୍ତୁତ କରୁଥିବାବେଳେ ଉଭୟ ଦେଶ ଅପ୍ରତ୍ୟାଶିତ ଭାବେ ଦୁଇପଟୁ ୩୦୦ ଯୁଦ୍ଧ ବନ୍ଦୀଙ୍କୁ ମୁକୁଳାଇଛନ୍ତି।…

4 years ago

୧୧ ରାଜ୍ୟରେ ଏନ୍‌ଆଇଏ ଚଢ଼ାଉ

ନୂଆଦିଲ୍ଲୀ,୨୩।୯(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରିଛି। ଏହି ଚଢ଼ାଉ ବେଳେ…

4 years ago

ଟଙ୍କା ଟଳମଳ, ଡଲାର ସବଳ

ଓ୍ବାଶିଂଟନ/ମୁମ୍ବାଇ,୨୩ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଟଙ୍କା ଦିନକୁ ଦିନ ତଳକୁ ଖସିବାରେ ଲାଗିଥିବାରୁ ଭାରତର ଅର୍ଥନୀତିକୁ ଶକ୍ତ ଝଟ୍‌କା…

4 years ago

୭୦ ହଜାର ହେକ୍ଟର ଜମିକୁ ଜଳସେଚନ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଚାଷ ଜମିକୁ ଜଳସେଚନ ଯୋଗାଇ ଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ଜଳାଶୟରୁ ୪୦ଟି ବୃହତ୍‌…

4 years ago

ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ: ୩୩ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଶେଷ ହୋଇଛି । ବୈଠକରେ ମୋଟ୍‌ ୩୩ଟି ପ୍ରସ୍ତାବ ଉପରେ…

4 years ago

ମୋହନ ଭାଗବତ ‘ରାଷ୍ଟ୍ରପିତା’: ମୁସଲମାନ ଧର୍ମଗୁରୁ ଉମର ଅହମ୍ମଦ ଇଲିୟାସି

ନୂଆଦିଲ୍ଲୀ,୨୨ ।୯: ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଗୁରୁବାର ଦିଲ୍ଲୀର ଏକ ମସଜିଦରେ ଅଖିଳ ଭାରତୀୟ ଇମାମ ସଙ୍ଗଠନର ମୁଖ୍ୟ ଇମାମ ଉମର…

4 years ago

ପିଏଫ୍‌ଆଇ ଉପରେ ଏନ୍‌ଆଇଏର ବଡ଼ କାର୍ଯ୍ୟାନୁଷ୍ଠାନ: ୧୫ରାଜ୍ୟରୁ ୧୦୬ ଗିରଫ

ନୂଆଦିଲ୍ଲୀ,୨୨।୯: ଦେଶରେ ଆତଙ୍କବାଦୀଙ୍କୁ ସଫା କରିବା ପାଇଁ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍‌ଆଇଏ) ଏବଂ ପ୍ରବର୍ତ୍ତନ ନିିର୍ଦ୍ଦେଶାଳୟ (ଇଡି) ଗୁରୁବାର ତାମିଲନାଡୁ ଏବଂ କେରଳ ସମେତ ମୋଟ…

4 years ago

ସିଡିଏମ୍‌ଓଙ୍କ ବଦଳି

କେନ୍ଦୁଝର,୨୨ା୯(ସ୍ବ.ପ୍ର.): କେନ୍ଦୁଝର ସିଡିଏମ୍‌ଓ ଡାକ୍ତର ସୁଜାତା ରାଣୀ ମିଶ୍ରଙ୍କ ଗୁରୁବାର ବଦଳି ହୋଇଛି। ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ତାଙ୍କର ବଦଳି ହୋଇଛି। ବରିଷ୍ଠ ଶିଶୁ ବିଶେଷଙ୍କ…

4 years ago

ପୂର୍ବତନ ଆଇନ ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ

ବେଜିଂ,୨୨ା୯: ଚାଇନାର ପୂର୍ବତନ ଆଇନ ମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତିର ଗୁରୁତର ଅଭିଯୋଗ ପ୍ରମାଣିତ ହୋଇଛି। ଏହା ପରେ ତାଙ୍କୁ ୨ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଚାଇନାରେ…

4 years ago