Home Middle

ମୁଖ୍ୟମନ୍ତ୍ରୀଙ୍କ ସହ ଚୌବେ, ପ୍ରଭାକରନଙ୍କ ଆଲୋଚନା

ଭୁବନେଶ୍ୱର, ୨୨।୯ (କ୍ରୀଡ଼ା ପ୍ରତିନିଧି): ସମ୍ପ୍ରତି ଓଡ଼ିଶା ଗସ୍ତରେ ଥିବା ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ସଭାପତି କଲ୍ୟାଣ ଚୌବେ ଓ ମହାସଚିବ ଶାଜି ପ୍ରଭାକରନ ବୁଧବାର…

4 years ago

ଭାରତ ଯୋଡ଼ୋ ଯାତ୍ରା ପୋଷ୍ଟରରେ ସଭରକର

ନୂଆଦିଲ୍ଲୀ,୨୨।୯: କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା କ୍ରମାଗତ ଭାବରେ ଚର୍ଚ୍ଚାରେ ଅଛି। ଏହି ଯାତ୍ରାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି। ଭାରତ…

4 years ago

କେଁ ପୂରାଇଲେ ଦିଗ୍‌ବିଜୟ

ନୂଆଦିଲ୍ଲୀ, ୨୨ା୯: କଂଗ୍ରେସର ପୁରୁଖା ନେତାମାନେ ଗାନ୍ଧୀ ପରିବାର ପ୍ରେମରେ ଅନ୍ଧ ନ ହେଲେ ଦୀପାବଳି ସୁଦ୍ଧା ଦଳକୁ ନୂଆ ଅଧ୍ୟକ୍ଷ ମିଳିବେ। କଂଗ୍ରେସର ଆଭ୍ୟନ୍ତରୀଣ ଗଣତନ୍ତ୍ରକୁ…

4 years ago

କର୍ତ୍ତବ୍ୟନିଷ୍ଠ ସାମ୍ବାଦିକ ଖବରକୁ ଅତିରଞ୍ଜିତ କରନ୍ତି ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୨୨।୯: ଏସିଆ - ପ୍ରଶାନ୍ତ ମହାସାଗରୀୟ ପ୍ରସାରଣ ଉନ୍ନୟନ ପ୍ରତିଷ୍ଠାନ (ଏଆଇବିଡି)ର ୪୭ତମ ବାର୍ଷିକ ସମ୍ମିଳନୀ ଏବଂ ୨ଠତମ ସାଧାରଣ ସମ୍ମିଳନୀକୁ ସୂଚନା ଓ ପ୍ରସାରଣ ମନ୍ତ୍ରୀ…

4 years ago

କର୍ନାଟକ ବିଧାନସଭାରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍‌ ଗୃହୀତ

ବେଙ୍ଗାଲୁରୁ, ୨୨ା୯: କର୍ନାଟକ ବିଧାନସଭାରେ ବୁଧବାର ବିରୋଧୀ କଂଗ୍ରେସ ସଦସ୍ୟଙ୍କ ପ୍ରବଳ ହଟ୍ଟଗାଳ ମଧ୍ୟରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍‌ ଗୃହୀତ ହୋଇଛି। ଗତ ସପ୍ତାହରେ ସାମାନ୍ୟ ସଂଶୋଧନ…

4 years ago

ଘୃଣା ମନ୍ତବ୍ୟ ହତ୍ୟା ସଦୃଶ

ନୂଆଦିଲ୍ଲୀ,୨୨ା୯: ଘୃଣା ମନ୍ତବ୍ୟ ପ୍ରସଙ୍ଗରେ ସୁପ୍ରିମକୋର୍ଟ ବୁଧବାର ଟିଭି ଉପସ୍ଥାପକଙ୍କ ଭୂମିକାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଇବା ସହ ଚ୍ୟାନେଲଗୁଡ଼ିକ ଉପରେ ବର୍ଷିଛନ୍ତି। ଏଥିସହ ସରକାର କାହିଁକି…

4 years ago

ଭୟ ଦେଖାଇଲେ ପୁଟିନ୍‌

ମସ୍କୋ/କିଭ୍‌/ଲଣ୍ଡନ,୨୨ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ବୁଧବାର ୩ ଲକ୍ଷ ରିଜର୍ଭ ସୈନ୍ୟଙ୍କୁ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ପାଇଁ ପଠାଇବାକୁ ଘୋଷଣା କରିଛନ୍ତି। ଏଥିସହ ୟୁକ୍ରେନ୍‌ର କେତେକ…

4 years ago

ଚାଇନାକୁ ହିମାଳୟ ଭୂମି ଛାଡ଼ି ଦେଇଛି ଭାରତ

ନୂଆଦିଲ୍ଲୀ,୨୨ା୯: ସୀମାରେ ଚାଇନା ସହ ବିବାଦ ପରେ ଭାରତ ସରକାର ହିମାଳୟ ନିକଟ ଭୂମିକୁ ବେଜିଂକୁ ଛାଡ଼ି ଦେଇଛନ୍ତି ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଉଭୟ…

4 years ago

୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ ହେବେ କଂଗ୍ରେସର ଅଧ୍ୟକ୍ଷ, ନିର୍ବାଚନ ଅଧିସୂଚନା ଆଜି

ନୂଆଦିଲ୍ଲୀ,୨୨ ।୯: ବଂଶବାଦକୁ ନେଇ ସବୁବେଳେ ଟାର୍ଗେଟରେ ରହୁଥିବା କଂଗ୍ରେସରେ ୨୪ ବର୍ଷ ପରେ ପୁଣିଥରେ ଗାନ୍ଧୀ ପରିବାର ବାହାରୁ କେହି ଅଧ୍ୟକ୍ଷ ହୋଇ ପାରନ୍ତି ବୋଲି…

4 years ago

ସୋପୋରରୁ ଲସ୍କରର ଦୁଇ ହାଇବ୍ରିଡ ଆତଙ୍କବାଦୀ ଗିରଫ, ଚାଇନା ନିର୍ମିତ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୨ ।୯: ଉତ୍ତର କଶ୍ମୀରର ବାଳାମୁଳ ଜିଲାର ସୋପୋରରୁ ବୁଧବାର ରାତିରେ ସୁରକ୍ଷାକର୍ମୀ ଲସ୍କର-ଏ-ତୋଏବା ଆତଙ୍କବାଦୀ ସଙ୍ଗଠନର ଦୁଇ ଜଣ ହାଇବ୍ରିଡ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି ।…

4 years ago