Home Middle

ଆଜି ବାହୁଡ଼ା

ପୁରୀ ଅଫିସ,୯।୭: ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସରିବା ପରେ ଶନିବାର ଚତୁର୍ଦ୍ଧାମୂର୍ତ୍ତି ବାହୁଡ଼ିବେ। ଏଥିପାଇଁ ରଥ-ପଥ ସବୁ ପ୍ରସ୍ତୁତ। ତିନିରଥ…

4 years ago

ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା: ୫ ତୀର୍ଥଯାତ୍ରୀ ମୃତ, ଅନେକ ନିଖୋଜ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫା ନିକଟରେ ଶୁକ୍ରବାର ବାଦଲ ଫଟା ବର୍ଷା ହୋଇଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ତୀର୍ଥଯାତ୍ରୀ…

4 years ago

ମୁଖ୍ୟମନ୍ତ୍ରୀରୁ ପରିଚୟ, ପ୍ରଧାନମନ୍ତ୍ରୀ ପରେ ଗଭୀର ହେଲା ବନ୍ଧୁତ୍ୱ

ନୂଆଦିଲ୍ଲୀ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମ୍ରିୟମାଣ ହୋଇ ଟୁଇଟ କରିିଛନ୍ତି। ସେ କହିଛନ୍ତି,…

4 years ago

ସିଞ୍ଜୋ ଆବେଙ୍କ ବିୟୋଗରେ ଏକ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ନାରା ସହରରେ ଏକ ନିର୍ବାଚନୀ ପ୍ରଚାର ସଭାରେ ଉଦ୍‌ବୋଧନ ଦେଉଥିବା ବେଳେ ଗୁଳି କରାଯାଇଥିଲା। ଚିକିତ୍ସିତ ଅବସ୍ଥାରେ…

4 years ago

ପରଲୋକରେ ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ

ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଶୁକ୍ରବାର ପରଲୋକ ଘଟିଛି। ନାରା ସହରରେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ୨ଟି ଗୁଳି ଚଳାଇଥିଲେ। ଆକ୍ରମଣ ପରେ…

4 years ago

ନବୀନଙ୍କୁ ଭାଇ କହିଲେ ଦ୍ରୌପଦୀ

ଭୁବନେଶ୍ୱର,୮ା୭: ଏନ୍‌ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସକାଳେ ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଆସିଥିଲେ। ଏଠାରେ ପହଞ୍ଚିବା ପରେ ସିଧା…

4 years ago

ଲାଞ୍ଚ ନେଇ ଧରାପଡ଼ିଲେ ତହସିଲଦାର

ବାରିପଦା ଅଫିସ,୮ା୭: ମୟୂରଭଞ୍ଜ ଜିଲା ରରୁଆଁ ତହସିଲଦାର ସତ୍ୟ ସୁନ୍ଦର ରାଉତ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଏକ ଘରବାଡ଼ି ପଟ୍ଟା କରାଇ ଦେବା…

4 years ago

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ମାନସ, ସୁଲତା

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ମାନସ ମଙ୍ଗରାଜ ଓ ସୁଲତା ଦେଓ। ନବ ନିର୍ବାଚିତ ଏମ୍‌ପି ପଦ ଓ ଗୋପନୀୟତାର ଶପଥ…

4 years ago

ଭୁବନେଶ୍ୱରରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୮।୭(ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଲେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଶୁକ୍ରବାର ଦିଲ୍ଲୀରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଦ୍ରୌପଦୀଙ୍କୁ ସ୍ବାଗତ ପାଇଁ ବିମାନବନ୍ଦରଠାରେ ଭବ୍ୟ…

4 years ago

ସିଞ୍ଜୋ ଆବେଙ୍କୁ ଗୁଳିମାଡ଼

ଟୋକିଓ,୮ା୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ଗୁଳିମାଡ଼ ହୋଇଛି। ଜାପାନର ନାରା ସହରରେ ତାଙ୍କୁ ଏହି ଗୁଳିମାଡ଼ ହୋଇଛି। ସେ ଏକ ମଞ୍ଚରେ ଭାଷଣ…

4 years ago