ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଶାନ୍ତ ମହାସାଗରରେ ‘ଲା-ନିନା’ ପ୍ରଭାବ ଥିବାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିବ। ଭାରତ ମହାସାଗରରେ ଡାଇପୋଲ ନକାରାତ୍ମକ ସ୍ଥିତି କାରଣରୁ…
ନୂଆଦିଲ୍ଲୀ,୧୫।୪: ୨୦୨୨ ମାର୍ଚ୍ଚରେ ଭାରତର ଶ୍ରମଶକ୍ତି ୩.୮ ନିୟୁତ ହ୍ରାସ ପାଇଛି। ୨୦୨୧ ଜୁଲାଇ ପରଠୁ ଏହା ହେଉଛି ୮ ମାସ ମଧ୍ୟରେ ସର୍ବନିମ୍ନ। ନିଯୁକ୍ତି କ୍ଷେତ୍ରରେ…
ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ତାତିର ପ୍ରକୋପ ଜାରି ରହିଛି। ଏପରି କି ରାଜ୍ୟର ତାପମାତ୍ରା ସମଗ୍ର ଦେଶରେ ରେକର୍ଡ ଭାଙ୍ଗିଛି। ଗୁରୁବାର ସୋନପୁରରେ ସର୍ବାଧିକ…
ଭୁବନେଶ୍ୱର,୧୪ା୪(ବ୍ୟୁରୋ):ଚଳିତ ବର୍ଷ ଦେଶରେ ଭଲ ବର୍ଷା ହେବ। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ବର୍ଷା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ଏହି…
ନୂଆଦିଲ୍ଲୀ, ୧୪।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଚଳିତ ବର୍ଷ ମୌସୁମୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ଏହି ସୂଚନା ସାଧାରଣ ଲୋକଙ୍କ ଠାରୁ…
ଝରିଗାଁ, ୧୪।୪(ସ୍ବ.ପ୍ର.): ଯୋଜନା ଆସୁଛି, ହେଲେ ଅପହଞ୍ଚ ଇଲାକାରେ ଠିକ୍ ସମୟରେ ପହଞ୍ଚତ୍ପାରୁନାହିଁ। ଫଳରେ ଦୁର୍ଗମ ଅଞ୍ଚଳବାସୀ ବର୍ଷ ତମାମ ନାହିଁ ନ ଥିବା ସମସ୍ୟାର ଶିକାର ହେଉଛନ୍ତି।…
ଓ୍ବାଶିଂଟନ, ୧୪।୪ : ସୂର୍ଯ୍ୟଙ୍କଠାରୁ ବାହାରୁଥିବା ଏକ ଉତ୍ତାପ ତରଙ୍ଗ ଝଡ଼ ପ୍ରବଳ ବେଗରେ ପୃଥିବୀ ସହ ଧକ୍କା ହେବାର ଆଶଙ୍କା ରହିଛି। ଏହା ଯୋଗୁ ଜିପିଏସ…
ନୂଆଦିଲ୍ଲୀ, ୧୪।୪ : ରାଷ୍ଟ୍ରବାଦ ରାଜନୀତି ନେଇ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ପ୍ରମୁଖ ମୋହନ ଭାଗଓ୍ବତ ଏବଂ ଶିବସେନା ଏମ୍ପି ସଞ୍ଜୟ ରାଉତ ମୁହାଁମୁହିଁ ହୋଇଛନ୍ତି।…
ନୂଆଦିଲ୍ଲୀ, ୧୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ମେଟ୍ରୋ ଷ୍ଟେଶନ ନିକଟରେ ଲୋକ କଲ୍ୟାଣ ମାର୍ଗଠାରେ ଥିବା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି। ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ, ୧୪।୪ : ଆମେରିକାର ବୈଦେଶିକ ବିଭାଗ ମାନବ ଅଧିକାର ରିପୋର୍ଟ-୨୦୨୧ପ୍ରକାଶ କରିଛି। ଏହି ରିପୋର୍ଟରେ ଭାରତରେ ମନଇଚ୍ଛା ଗିରଫ, ହାଜତ ମୃତ୍ୟୁ, ଧାର୍ମିକ ହିଂସା, ବାକ୍…