ନୂଆଦିଲ୍ଲୀ, ୧୬।୫ : କାଶୀ, ମଥୁରା, ଦିଲ୍ଲୀ, ଆଗ୍ରା ଠାରୁ ମଧ୍ୟପ୍ରଦେଶର ଧାର ପର୍ଯ୍ୟନ୍ତ ମନ୍ଦିର-ମସଜିଦକୁ ନେଇ ବିବାଦ ଜାରି ରହିଛି। ହିନ୍ଦୁ ସଂଗଠନ ଦାବି କରୁଛନ୍ତି…
ଝାରସୁଗୁଡ଼ା ଅଫିସ,୧୬ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉପନିର୍ବାଚନ ପରିଚାଳନା ପାଇଁ…
ନୂଆଦିଲ୍ଲୀ, ୧୬।୫ : ଜ୍ଞାନବ୍ୟାପି ମସଜିଦ ସର୍ଭେ ଶେଷ ହୋଇଛି। ସର୍ଭେ ରିପୋର୍ଟ ଆଧାରରେ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟରେ କରାଯିବ। ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ…
ଅହମଦାବାଦ, ୧୬।୫ : ଗୁଜରାଟର ବହୁ ଗାଁରେ ଏବେ ଆତଙ୍କ ଖେଳି ଯାଇଛି। ଏସବୁ ଗାଁରେ ଆକାଶରୁ ରହସ୍ୟମୟ ବଲ ଆକୃତିର ପଦାର୍ଥ ଖସୁଛି। ଇତିମଧ୍ୟରେ ୫…
ଡେରାଡୁନ୍, ୧୬।୫ : ଉତ୍ତରାଖଣ୍ଡରେ ଚାର୍ ଧାମ୍ ଯାତ୍ରା ଆରମ୍ଭରୁ ଇତିମଧ୍ୟରେ ଗତ ୧୩ ଦିନ ମଧ୍ୟରେ ୩୯ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର…
ଶ୍ରୀନଗର, ୧୬।୫ : ଜମ୍ମୁ-କଶ୍ମୀର କଶ୍ମୀରୀ ପଣ୍ଡିତମାନଙ୍କର ଘର। ସେମାନେ ଏହାକୁ ଛାଡ଼ି ଯିବେ ନାହିଁ। ଏଡି ତାଙ୍କର ଅନ୍ୟ ସମ୍ପ୍ରଦାୟଙ୍କ ଭଳି ସମାନ ଅଧିକାର ରହିଛି…
ଶ୍ରୀନଗର, ୧୬।୫ : ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା କାଶ୍ମୀରୀ ପଣ୍ଡିତ ସରକାରୀ କର୍ମଚାରୀଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ୟାକେଜ…
ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଏବେ ରାଜ୍ୟର ଅନ୍ୟତମ ପ୍ରମୁଖ ଉତ୍ତପ୍ତ ସହର ଭାବେ ପରିଗଣିତ ହେଲାଣି। ଦିନେ ଯେଉଁ ସହର ସବୁଜ ବନାନୀରେ ଆଚ୍ଛାଦିତ ଥିଲା ଆଜି…
ଓ୍ବାଶିଂଟନ, ୧୬।୫ : ଆମେରିକାରେ ପ୍ରତିଦିନ ଗୁଳିମାଡ଼ ଘଟଣା ସାମ୍ନାକୁ ଆସୁଛି। ସଦ୍ୟତମ ମାମଲା ଆମେରିକାର କାଲିଫର୍ନିଆ ଘଟିଛି। ସେଠାରେ ଏକ ଚର୍ଚ୍ଚରେ ଗୁଳିମାଡ଼ ହୋଇଛି। ଏହି…
ନୂଆଦିଲ୍ଲୀ, ୧୬।୫ : ବିମାନ ଯାତ୍ରା ବର୍ତ୍ତମାନ ଅଧିକ ମହଙ୍ଗା ହେବାର ଆଶଙ୍କା ରହିଛି। ସରକାରୀ ତୈଳ କମ୍ପାନୀଗୁଡିକ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି…