କ୍ୱିଭ୍, ୧୭ା୩: ଜିଦ୍ରେ ଅଟଳ ରୁଷିଆ ୨୧ ଦିନ ଧରି ୟୁକ୍ରେନ୍ରେ ଗୁଳିଗୋଳା, କ୍ଷେପଣାସ୍ତ୍ର ବର୍ଷା କରିଚାଲିଛି। ଆକ୍ରମଣରୁ ବାଦ୍ ପଡ଼ିନାହାନ୍ତି ସାଧାରଣ ନାଗରିକ, ସେମାନଙ୍କ ଘରବାରି।…
ହେଗ୍, ୧୭ା୩: ରୁଷିଆ ତୁରନ୍ତ ୟୁକ୍ରେନ୍ ଉପରେ ଆକ୍ରମଣ ବନ୍ଦ କରୁ ବୋଲି ନେଦରଲାଣ୍ଡସ୍ର ହେଗ୍ସ୍ଥିତ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍ ଜଷ୍ଟିସ୍ (ଆଇସିଜେ) ବୁଧବାର ନିର୍ଦ୍ଦେଶ ଦେଇଛନ୍ତି।…
ଟୋକିଓ,୧୬।୩: ଜାପାନର ରାଜଧାନୀ ଟୋକିଓରେ ଭୂକମ୍ପ ଝଟ୍କା ଲାଗିଛି। ରାତି ପ୍ରାୟ ୮.୦୬ରେ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପାଡିଛି। ଲୋକେ ଭୂକମ୍ପ ହେବା ଜାଣି ଘରୁ ବାହାରକୁ…
ମସ୍କୋ,୧୬।୩: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ବୁଧବାର ଆମେରିକା କଂଗ୍ରେସ କିମ୍ବା ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜେଲେନସ୍କି ସିଧାସଳଖ ସହାୟତା…
ନୂଆଦିଲ୍ଲୀ,୧୬ା୩: ୧୫୬ ଦେଶର ନାଗରିକଙ୍କୁ ଦିଆଯାଇଥିବା ସମସ୍ତ ବୈଧ ପାଞ୍ଚ ବର୍ଷର ଇ-ଟୁରିଷ୍ଟ ଭିଜା କରୋନା ମହାମାରୀ ହେତୁ ଦୁଇ ବର୍ଷ ପାଇଁ ସ୍ଥଗିତ ରହିଥିଲା। ତେବେ…
କ୍ୱିଭ୍,୧୬ା୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା କଥାବାର୍ତ୍ତା ଏହି ବିବାଦର ସମାପ୍ତ ହେବାର ସଙ୍କେତ ଦେଉଛି। ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି, ଦୁଇ ଦେଶ ମଧ୍ୟରେ…
ଭୁବନେଶ୍ୱର,୧୬ା୩(ବ୍ୟୁରୋ): କଂଗ୍ରେସ ୫ ରାଜ୍ୟର ବିଧାନସଭା ନିର୍ବାଚନରେ ଅମାନତ ହାରିବା ପରେ ଆକ୍ସନ ମୋଡ୍କୁ ଆସିଛି ଏଆଇସିସି। ଏହି ରାଜ୍ୟଗୁଡ଼ିକର ସଭାପତିମାନେ ଇସ୍ତଫା ଦେବାକୁ ଏଆଇସିସି ପକ୍ଷରୁ…
ନୂଆଦିଲ୍ଲୀ, ୧୬।୩ : ଦେଶରେ " ଦ କାଶ୍ମୀର ଫାଇଲ୍ସ" ର ତୀବ୍ର ପ୍ରସଙ୍ଗ ମଧ୍ୟରେ ପରିସିମନ୍ ଆୟୋଗ ଜମ୍ମୁ-କଶ୍ମୀର ପାଇଁ ଲୋକ ସଭା ଏବଂ ବିଧାନ…
ଚଣ୍ଡିଗଡ଼, ୧୬।୩ : ଭାଗଓ୍ବନ୍ତ ମାନ୍ ହାସ୍ୟ ଅଭିନେତାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ଯାତ୍ରା ଶେଷ କରିଛନ୍ତି। ବୁଧବାର ସେ ପଞ୍ଜାବର ୧୭ ତମ ମୁଖ୍ୟମନ୍ତ୍ରୀ…
ଲକ୍ଷ୍ନୌ, ୧୬।୩ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟରେ ଆନନ୍ଦିତ ଭାଜପା ସରକାର ରାଜ୍ୟର ୧୫ କୋଟି ଗରିବ ଲୋକଙ୍କୁ ଖୁସି ଖବର ଦେବାକୁ ପ୍ରସ୍ତୁତ ହେଉଛନ୍ତି।…