ଇସଲାମାବାଦ,୨୨ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତକୁ ପ୍ରଶଂସା କରିଛନ୍ତି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ହେତୁ ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆ…
ଜମ୍ମୁ,୨୨ ।୪: ଜମ୍ମୁର ଚଢା କ୍ୟାମ୍ପ ନିକଟରେ ଶୁକ୍ରବାର ଭୋର ପ୍ରାୟ ୪ଟା ବେଳେ ସିଆଇଏସ୍ଏଫ୍ର ୧୫ ଯବାନଙ୍କୁ ଡ୍ୟୁଟିରେ ନେଇ ଯାଉଥିବା ଏକ ବସ ଉପରକୁ…
ମସ୍କୋ,୨୨ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୮ ଦିନ ହେଲାଣି । ହେଲେ ଉଭୟ ପଟରୁ ଆକ୍ରମଣ ଏବେବି ଜାରି ରହିଛି । ତେବେ ରୁଷିଆ ମେ’ ୯ରେ…
କଟକ ଅଫିସ,୨୨ା୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ବିସ୍ତୃତ ତଥ୍ୟ ରଖିବା ପାଇଁ…
ଜମ୍ମୁ,୨୨।୪: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଜଣେ ଯବାନ ଶହୀଦ ହୋଇଛନ୍ତି ଏବଂ ଚାରିଜଣ ଆହତ ହୋଇଛନ୍ତି। ଏହି ଗୁଳିବିନିମୟ ଜମ୍ମୁର…
ନୂଆଦିଲ୍ଲୀ,୨୨।୪: ବିଭିନ୍ନ ରାଜ୍ୟରେ ତାପମାତ୍ରା ଅସହ୍ୟ ହୋଇଥିବାବେଳେ କୋଇଲା ଅଭାବ ଯୋଗୁ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କାଟ ଲୋକଙ୍କୁ ଅତିଷ୍ଠ କଲାଣି। ବିଦ୍ୟୁତ୍ ଉତ୍ପାଦନ ହ୍ରାସ ଯୋଗୁ…
କଟକ ଅଫିସ, ୨୨ା୪: ଏସ୍ସିବି ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଉନ୍ନତିମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଏଠି କିନ୍ତୁ…
ଭୁବନେଶ୍ୱର,୨୧।୪(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ପା୍ରର୍ଥୀଙ୍କ ମୃତ୍ୟୁ ଯୋଗୁ ସ୍ଥଗିତ ଥିବା ନିର୍ବାଚନ ମେ’୨୭ରେ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଓ୍ବାଶିଂଟନ,୨୧ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପିୟର୍ସ ମୋର୍ଗାନଙ୍କ ସହ ଚାଲିଥିବା ସାକ୍ଷାତକାରରୁ ଉଠି ଚାଲିଯାଇଥିବା ଦେଖିବାକୁ ମିଳିଛି। କାରଣ ଗତ ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ…
ବେଜିଂ,୨୧ା୪: ଅର୍ଥନୈତିକ ସଙ୍କଟ ସମୟରେ ଶ୍ରୀଲଙ୍କାକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଚାଇନା। ବିଳମ୍ବରେ ହେଉ ପଛେ ଶେଷରେ ଚାଇନା ରାଜି ହୋଇଛି। କଲମ୍ବୋକୁ ଏହା…