Home Middle

ଆମେରିକା ବିରୋଧରେ ସ୍ବର ଉତ୍ତୋଳନ କଲା ଚାଇନା

ବେଜିଂ,୫ା୨: ଆମେରିକା ବିରୋଧରେ ଚାଇନା ଖୋଲାଖୋଲି ଭାବେ ସ୍ବର ଉତ୍ତୋଳନ ଆରମ୍ଭ କରିଛି। ଏଥର ଚାଇନା ତା’ର ମିତ୍ର ରାଷ୍ଟ୍ର ଉତ୍ତରକୋରିଆ ସପକ୍ଷରେ ସ୍ବର ଉତ୍ତୋଳନ କରିଛନ୍ତି।…

4 years ago

ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖିବୁଜିଲେ ‘ଧରିତ୍ରୀ’ ଖବରଦାତା

ଏମ୍‌.ରାମପୁର,୫ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ କରିବାକୁ ଯାଇ ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖି ବୁଜିଛନ୍ତି ‘ଧରିତ୍ରୀ’ର ଖବରଦାତା ତଥା ଓଜେୟୁର ସକ୍ରିୟ ସଭ୍ୟ ରୋହିତ ବିଶ୍ୱାଳ (୪୭)।…

4 years ago

ପ୍ରଥମ ପର୍ଯ୍ୟାୟରେ ଉତ୍ତରପ୍ରଦେଶରେ ୨୮୯ କୋଟିପତି ଲଢ଼ିବେ ନିର୍ବାଚନ…

ଲକ୍ଷ୍ନୌ, ୫।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୨୮୯ କୋଟିପତି ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ଦାଖଲ ହୋଇ ଥିବା ସତ୍ୟପାଠରୁ ଏହା ଜଣାପଡ଼ିଛି। ଫେବୃୟାରୀ…

4 years ago

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୫।୨: ପାଗ ଅନୁକୂଳ ହେବାରୁ ଶନିବାର ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ ବର୍ଷା ପାଇଁ ଶୁକ୍ରବାର ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ…

4 years ago

ଦିଲ୍ଲୀରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ,୫।୨: ଜମ୍ମୁ-କଶ୍ମୀରରେ ସମେତ ଦିଲ୍ଲୀ, ନୋଏଡା ଏବଂ ଏହାର ଆଖପାଖ ଅଞ୍ଚଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ଏହା ପ୍ରାୟ ୨୦ ସେକେଣ୍ଡ ଧରି ଏହା…

4 years ago

ଜମ୍ମୁ-କଶ୍ମୀର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୫ ।୨: ଶ୍ରୀନଗର ସହରର ଜକୁରା ଅଞ୍ଚଳରେ ଶନିବାର ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବା…

4 years ago

ଦେଶକୁ ମିଳିବ ଆଉ ଏକ ଭ୍ୟାକ୍ସିନ, ଡିସିଜିଆଇ ରୁଷିଆର ସ୍ପୁଟନିକ ଲାଇଟକୁ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୫ ।୨: ଦେଶରେ ଏବେ କରୋନାର ସ୍ଥିତି ଚିନ୍ତାଜନକ ରହିଛି । ଏପଟେ ଏହାଠାରୁ ଦୂରେଇ ରହିବାର ଗୋଟିଏ ଉପାୟ ହେଉଛି ଟିକାକରଣ । ଦୁଇଟି ଯାକ…

4 years ago

ବାରବାଟୀରେ ଖେଳାଯିବ ଟି-ଟ୍ବେଣ୍ଟି!

କଟକ ଅଫିସ,୪।୨: ଆସନ୍ତା ଜୁନ୍‌ରେ ବାରବାଟୀରେ ଦକ୍ଷିଣ ଆଫ୍ରିକା-ଭାରତ ଟି-ଟ୍ବେଣ୍ଟି ମ୍ୟାଚ୍‌ ଖେଳାଯିବ। ତେବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହ ବାରବାଟୀରେ ମ୍ୟାଚ କରାଇବା ନେଇ…

4 years ago

ନିଟ୍‌ ପିଜି ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୪।୨: ନିଟ୍‌ ପିଜି ପରୀକ୍ଷାକୁ ନେଇ ସରକାର ଶୁକ୍ରବାର ଏକ ବଡ ଘୋଷଣା କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ନିଟ୍‌ ପିଜି ୨୦୨୨ର…

4 years ago

ପୁଣି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଶିମିଳିପାଳ

ବାରିପଦା ଅଫିସ,୪ା୨: ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ପ୍ରବଳ ବର୍ଷା ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଶିମିଳିପାଳ ବନ୍ଦ କରାଯିବା ନେଇ ନିଷ୍ପତ୍ତି…

4 years ago