Home Middle

ଇସ୍ତଫା ଦେବେନି ସୋନିଆ-ରାହୁଲ…

ନୂଆଦିଲ୍ଲୀ, ୧୨।୩ : ପାଞ୍ଚ ରାଜ୍ୟର ନିର୍ବାଚନ ଫଳାଫଳ ପରେ କଂଗ୍ରେସ ପକ୍ଷରୁ ରବିବାର ଦଳର ଓ୍ବାର୍କିଂ କମିଟି ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ରବିବାର…

4 years ago

ଇସ୍ତଫା ଦେଲେ ପ୍ରମୋଦ ସାଓ୍ବନ୍ତ

ପଣଜୀ,୧୨।୩: ଗୋଆ ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଥିବାବେଳେ ଶନିବାର ପ୍ରମୋଦ ସାଓ୍ବନ୍ତ ମୁଖ୍ୟମନ୍ତ୍ରୀ ପଦରୁ…

4 years ago

ଶେଫାଳୀ ହେବେ ନେଦରଲାଣ୍ଡସ୍‌ରେ ଆମେରିକା ରାଷ୍ଟ୍ରଦୂତ

ଓ୍ବାଶିଂଟନ,୧୨।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭାରତରେ ଜନ୍ମିତ ରାଜନୈତିକ କର୍ମୀ ଶେଫାଳୀ ରାଜଦାନ ଡୁଗ୍ଗଲଙ୍କୁ ନେଦରଲାଣ୍ଡସ୍‌ ପାଇଁ ରାଷ୍ଟ୍ରଦୂତ ଭାବେ ମନୋନୀତ କରିଛନ୍ତି। ୫୦ ବର୍ଷୀୟା…

4 years ago

ଉପନିର୍ବାଚନ ତାରିଖ ଘୋଷଣା, ୪ ରାଜ୍ୟର ୪ ବିଧାନସଭା-୧ ଲୋକ ସଭା ପାଇଁ ମତଦାନ ଏପ୍ରିଲ୍‌ ୧୨ରେ…

ନୂଆଦିଲ୍ଲୀ, ୧୨।୩ : ନିର୍ବାଚନ କମିଶନଙ୍କ ପକ୍ଷରୁ ୪ ରାଜ୍ୟର ୪ ବିଧାନସଭା ଏବଂ ୧ ଲୋକ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଶନିବାର ଘୋଷଣା…

4 years ago

ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ଶ୍ରୀଲଙ୍କା, ୫୦ ରନ୍‌ରେ ୫ ଓ୍ବିକେଟ…

ବେଙ୍ଗାଲୁରୁ,୧୨।୩ : ଭାରତ ଶ୍ରୀଲଙ୍କା ମଧ୍ୟରେ ବେଙ୍ଗଲୁରୁର ଚିନ୍ନାସ୍ବାମୀ ଷ୍ଟାଡ଼ିୟମ୍‌ରେ ଚାଲିଥିବା ଦିବାରାତ୍ର ଟେଷ୍ଟ୍‌ କ୍ରିକେଟ୍‌ ମ୍ୟାଚ୍‌ର ପ୍ରଥମ ଇନିଂସ୍‌ରେ ଭାରତ ଅଲଆଉଟ୍‌ ହେବା ସହିତ ୨୫୨…

4 years ago

ଦିନକରେ ୮୧ ଜଣଙ୍କୁ ଫାଶୀ…

ରିୟାଦ, ୧୨।୩ : ସୌଦି ଆରବରେ ଗୋଟିଏ ଦିନରେ ୮୧ ଜଣଙ୍କୁ ଫାଶୀ ଦିଆଯାଇଛି। ସ୍ଥାନୀୟ ମିଡ଼ିଆ ଅନୁସାରେ ଏସମସ୍ତଙ୍କ ବିରୋଧରେ ଆତଙ୍କବାଦୀ କାର୍ଯ୍ୟକଳାପରେ ଲିପ୍ତ ହେବାର…

4 years ago

ଭାରତ ନ ଥକି ଆଗେଇ ଚାଲିବ…

ଅହମଦାବାଦ, ୧୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଅହମଦାବାଦଠାରେ ୧୧ ତମ ଖେଳ ମହାକୁମ୍ଭର ଶୁଭାରମ୍ଭ ସର୍ଦ୍ଦାର ପଟେଲ ଷ୍ଟାଡିୟମ୍‌ରେ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

4 years ago

ସୀମାରେ ସୁରକ୍ଷା-ସ୍ଥିରତା ପାଇଁ ଭାରତ-ଚାଇନା ସହମତି…

ଲଦାଖ, ୧୨।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ମଧ୍ୟରେ ହୋଇଥିବା ୧୫…

4 years ago

ଶ୍ରୀମନ୍ଦିରରୁ ହଟିଲା ରବିବାର କଟକଣା

ପୁରୀ ଅଫିସ,୧୨ା୩: ଶ୍ରୀମନ୍ଦିରରୁ ରବିବାର କଟକଣା ହଟିଛି। ମାର୍ଚ୍ଚ ୨୦ରୁ ଏଣିକି ରବିବାର ବି ଖୋଲା ରହିବ ଶ୍ରୀମନ୍ଦିର। ସବୁଦିନ ଭଳି ଭକ୍ତମାନେ ରବିବାର ସାଧାରଣ ଦର୍ଶନ…

4 years ago

ଉତ୍ତର କୋରିଆ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ,୧୨ା୩: ଉତ୍ତର କୋରିଆ ଦ୍ୱାରା କରାଯାଇଥିବା ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷଣର କଡ଼ା ଜବାବ ଦେଇଛି ଆମେରିକା। ଏହାର ଅର୍ଥ ମନ୍ତ୍ରଣାଳୟ ଅଧିକ ପ୍ରତିବନ୍ଧକ ଘୋଷଣା କରିଛି। ୪…

4 years ago