Home Middle

ରୁଷିଆର ଅନ୍ତହୀନ ପାପ

କିଭ୍‌,୯ା୪: ୟୁକ୍ରେନ୍‌ର କ୍ରାମାଟୋର୍ସ୍କ ରେଳ ଷ୍ଟେଶନକୁ ଶୁକ୍ରବାର ରୁଷୀୟ ସୈନ୍ୟ ଟାର୍ଗେଟ କରିଛନ୍ତି। ଆକାଶମାର୍ଗରୁ ରକେଟ ମାଡ଼ରେ ଏହା ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଆକ୍ରମଣ ସମୟରେ ସେଠାରେ ହଜାର…

4 years ago

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୯ା୪(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ଓ ପଥ ପ୍ରସ୍ତୁତ। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ ପ୍ରସ୍ତୁତି…

4 years ago

ବୁଷ୍ଟର ଡୋଜ ପାଇଁ ଦେବାକୁ ହେବ ୬୦୦ ଟଙ୍କା

ନୂଆଦିଲ୍ଲୀ,୮।୪: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ମୁତାବକ ଏଣିକି ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ କରୋନାର ବୁଷ୍ଟର ଡୋଜ ଦିଆଯିବ। ତେବେ ଏହା ମାଗଣାରେ ମିଳିବ ନାହିଁ। କୋଭିସିଲ୍ଡର…

4 years ago

ପାକିସ୍ତାନ: କୁଖ୍ୟାତ ଆତଙ୍କବାଦୀ ହାଫିଜ ସଇଦଙ୍କୁ ୩୧ ବର୍ଷ ଜେଲଦଣ୍ଡ

ଇସଲାମାବାଦ,୮।୪: ଜମାତ-ଉଦ-ଦାଓ୍ବା ମୁଖ୍ୟ, କୁଖ୍ୟାତ ଆତଙ୍କବାଦୀ ତଥା ମୁମ୍ବାଇ ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦଙ୍କୁ ଲାଗିଛି ଶକ୍ତ ଧକ୍କା। ଆତଙ୍କବାଦ ସହ ଜଡ଼ିତ ଦୁଇଟି…

4 years ago

୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ ଦିଆଯିବ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୮।୪: କେନ୍ଦ୍ର ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ଦେଶର ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ କରୋନାର ବୁଷ୍ଟର ଡୋଜ୍‌ ଦିଆଯିବ। ଏ…

4 years ago

ଲାଉଡ୍‌ ସ୍ପିକରରେ ମୁସଲିମ ମହିଳାଙ୍କୁ ବଳାତ୍କାର ଧମକ ଦେଲେ ପୂଜାରୀ

ଲକ୍ଷ୍ନୌ,୮।୪: ମସଜିଦ ବାହାରେ ଏକତ୍ରିତ ମୁସଲିମ ମହିଳାଙ୍କୁ ଅପହରଣ କରି ବଳାତ୍କାର ଧମକ ଦେଇଛନ୍ତି ଜଣେ ହିନ୍ଦୁ ପୂଜାରୀ। ଘଟଣାଟି ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରୁ ୧୦୦ କିମି…

4 years ago

ପ୍ରଶାସନ ହାତରେ ନାହିଁ ରୋଷଘର ଚୁଲି

ପୁରୀ ଅଫିସ,୮।୪: ଶ୍ରୀମନ୍ଦିର ରୋଷଘର ଚୁଲି ନିଜ ହାତରେ ରଖିବା କ୍ଷେତ୍ରରେ ଶ୍ରୀମନ୍ଦିର ପ୍ରଶାସନ ବିଫଳ ହୋଇଛି। ଚୁଲିଭଙ୍ଗା ଘଟଣା ସାମ୍ନାକୁ ଆସିବା ପରେ ରୋଷଘରେ କେତେ…

4 years ago

ଆଜି ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ନିର୍ବାଚନ

ବ୍ରହ୍ମପୁର ଅଫିସ,୮ା୪:  ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ପାଇଁ ଶୁକ୍ରବାର ନିର୍ବାଚନ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନପତ୍ର ଦାଖଲ କରାଯିବ। ୧୧ଟାରୁ ମଧ୍ୟାହ୍ନ…

4 years ago

ରୁଷିଆ-ୟୁକ୍ରେନ ଯୁଦ୍ଧ: ପ୍ରଥମଥର ପାଇଁ ରୁଷିଆ କହିଲା ହେଲାଣି ବହୁତ କ୍ଷତି

ମସ୍କୋ,୮ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪୦ ଦିନରୁ ଅଧିକ ହୋଇଗଲାଣି । ଏହାରି ଭିତରେ ରୁଷିଆ ପ୍ରଥମଥର ଲାଗି ଯୁଦ୍ଧରେ ନିଜର ବହୁ ସେନାଙ୍କୁ ହରାଇଥିବା ପ୍ରକାଶ…

4 years ago

ସରକାରୀ କର୍ମଚାରୀଙ୍କୁ ବିନା ସୁଧରେ ଆଡ୍‌ଭାନ୍ସ

ଭୁବନେଶ୍ୱର,୮ା୪(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢୁଛି। କରୋନା ସମୟରେ ଲୋକଙ୍କ ଆର୍ଥିକ ଅବସ୍ଥା ଭଲ ନ ଥିବା ବେଳେ ତୈଳ ଦର…

4 years ago