ପଣଜୀ,୨୧।୯: ଅସନ୍ତା ବର୍ଷ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ମଙ୍ଗଳବାର…
ମୁମ୍ବାଇ,୨୧।୯: ପୁଣି ବିପଦ ଘନେଇବାରେ ଲାଗିଛି। କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଚିହ୍ନଟ ହୋଇଛି। ଏହା ଦ୍ୱାରା ଦେଶରେ କରୋନାର ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଚିହ୍ନଟ…
ନୂଆଦିଲ୍ଲୀ,୨୧।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବେ…
ଓ୍ବାଶିଂଟନ/ବେଜିଂ,୨୧।୯: ଆମେରିକା, ବ୍ରିଟେନ ଓ ଅଷ୍ଟ୍ରେଲିଆକୁ ନେଇ ନବଗଠିତ ‘ଅକସ୍’ ମେଣ୍ଟ ଚାଇନାର ବଢ଼ିଚାଲିଥିବା ପ୍ରଭାବକୁ ପ୍ରତିହତ କରିବା ପାଇଁ ଉଦ୍ଦିଷ୍ଟ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ…
କାବୁଲ/ନୂଆଦିଲ୍ଲୀ,୨୧ା୯: ଆଫଗାନିସ୍ତାନର ଉପପ୍ରଧାନମନ୍ତ୍ରୀ ମୁଲ୍ଲା ବରାଦରଙ୍କୁ କାନ୍ଦାହାରରେ ପଣବନ୍ଦୀ କରି ରଖାଯାଇଛି ଏବଂ ତାଲିବାନ୍ ସୁପ୍ରିମ ଲିଡର ହିବାତୁଲ୍ଲା ଅଖୁନ୍ଦଜାଦା ନିହତ ହୋଇଛନ୍ତି। ତାଲିବାନ୍ର ଦୁଇ ଶୀର୍ଷ…
ଚଣ୍ଡିଗଡ଼,୨୦।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚରଣଜିତ ସିଂ ଚାନ୍ନି ସୋମବାର ଶପଥ ଗ୍ରହଣ କରିଛନ୍ତି। ଶପଥ ନେବାର କିଛି ଘଣ୍ଟା ପରେ ପଞ୍ଜାବର ପ୍ରଥମ ଦଳିତ…
କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ…
କଟକ,୨୦।୯: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃୟାରୀ ୧୫ ତାରିଖରେ ଟିମ୍ ଇଣ୍ଡିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଏହା ସ୍ପଷ୍ଟ କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏଶନ…
ନୂଆଦିଲ୍ଲୀ,୨୦।୯: ଦଦକ୍ଷିଣ ଭାରତରେ ଆଇଏସ୍ ଆତଙ୍କବାଦୀ ଟ୍ରେନିଂ କ୍ୟାମ୍ପ୍ ଧୀରେଧୀରେ ବିସ୍ତାର ହେଉଛି। ସେହିପରି ଏଠାରେ ଲଞ୍ଚ୍ପ୍ୟାଡ୍ ସକ୍ରିୟ ହେବା ଆରମ୍ଭ କରିଛି। ଏନେଇ ଏନ୍ଆଇଏ ପକ୍ଷରୁ…
ନୂଆଦିଲ୍ଲୀ,୨୦।୯: ଦିବ୍ୟାଙ୍ଗଙ୍କୁ ସେମାନଙ୍କ ଘରେ କରୋନା ଟିକା ଦେବା ମାମଲା ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଜବାବ୍ ତଲବ କରାଯାଇଛି। ଏଓ୍ବାରା ଫାଉଣ୍ଡେଶନ ପକ୍ଷରୁ କରାଯାଇଥିବା…