Home Middle

୫୬,୦୦୦ ଅଙ୍କ ଟପିଲା ସେନସେକ୍ସ୍‌…

ମୁମ୍ବାଇ,୧୮।୮: ସେନସେକ୍ସ୍‌ ବୁଧବାର ପ୍ରଥମ ଥର ପାଇଁ ୫୬, ୦୦୦ ଅଙ୍କ ଟପିଛି। ସେହିପରି ନିଫ୍ଟି ମଧ୍ୟ ୧୭ ହଜାର ପାଖାପାଖି କାରବାର ଜାରି ରଖିଛି। ପ୍ରାରମ୍ଭିକ…

5 years ago

ଆଇଭିଏଫ୍‌ ଶିଶୁ ଉପରେ କେବଳ ମା’ଙ୍କର ଅଧିକାର, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

କୋଚି,୧୮।୮: କେରଳ ହାଇକୋର୍ଟରେ ଆଇଭିଏଫ୍‌ ଦ୍ୱାରା ଜନ୍ମ ହୋଇଥିବା ଶିଶୁ ମାମଲାର ଶୁଣାଣି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ହାଇକୋର୍ଟ କହିଛନ୍ତି ଯେ ଆଇଭିଏଫ୍‌…

5 years ago

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ…

5 years ago

୨୦୨୭ରେ ଦେଶକୁ ମିଳିପାରନ୍ତି ପ୍ରଥମ ମହିଳା ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ,୧୮।୮: ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ମଙ୍ଗଳବାର ଦିନ ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମର…

5 years ago

ଆଫଗାନିସ୍ତାନରେ ଅଟକି ରହିଛନ୍ତି ୧୬୫୦ ଭାରତୀୟ, ଏୟାର ଲିଫ୍ଟ ପାଇଁ ଯୋଜନା…

ନୂଆଦିଲ୍ଲୀ,୧୮।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ପରଠାରୁ, ସେଠାରେ ଅଟକି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ନେଇ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପର୍ଯ୍ୟନ୍ତ…

5 years ago

‘କେନ୍ଦ୍ର ସତ୍ୟପାଠ ସନ୍ତୋଷଜନକ ନୁହେଁ’

ନୂଆଦିଲ୍ଲୀ, ୧୮ା୮: ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ କରାଯିବା ପାଇଁ ଦାଖଲ ପିଟିଶନ ଆଧାରରେ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ ଅଦାଲତ। ୧୦…

5 years ago

‘ଆମେ କାହା ପାଇଁ ବିପଦ ଛିଡ଼ା କରିବୁ ନାହିଁ’

ନୂଆଦିଲ୍ଲୀ,୧୭।୮ : ଆଫଗାନିସ୍ତାନ ଗାଦିରେ ବସି ସାରିଛି ତାଲିବାନ। ଏହା ପୂରା ବିଶ୍ୱ ପାଇଁ ପାଲଟିଛି ଚିନ୍ତାର କାରଣ। କିନ୍ତୁ ତାଲିବାନ ନେତୃତ୍ୱାଧୀନ ସରକାର କୌଣସି ଦେଶ…

5 years ago

ନବୀନଙ୍କ ବଡ଼ ଘୋଷଣା: ଆଉ ୧୦ ବର୍ଷ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୧୭।୮: ହକିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଆହୁରୀ ୧୦ ବର୍ଷ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ।…

5 years ago

ବିଚାରପତିଙ୍କ ସୁରକ୍ଷା ନେଇ ଟାସ୍କ୍‌ ଫୋର୍ସ ଗଠନ ଦାବି ପ୍ରତି କେନ୍ଦ୍ର ସରକାରଙ୍କ ଅସହମତି…

ନୂଆଦିଲ୍ଲୀ,୧୭।୮: ବିଚାରପତିମାନଙ୍କୁ ସୁରକ୍ଷା ଦେବା ପାଇଁ ଏକ ଟାସ୍କ୍‌ ଫୋର୍ସ ଗଠନ ଦାବିକୁ କେନ୍ଦ୍ର ସରକାର ଅଯୌକ୍ତିକ କହିଛନ୍ତି। ଏଥିରେ ଅସହମତି ପ୍ରକାଶ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ…

5 years ago

ଜାମନଗର ପହଞ୍ଚିଲା ବାୟୁସେନା ସି-୧୭ ବିମାନ…

ଜାମନଗର,୧୭।୮: ଭାରତୀୟ ଦୂତାବାସ ଅଧିକାରୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା କରିଥିବା ବାୟୁସେନା ବିମାନ ସି-୧୭ ଗୁଜରାଟର ଜାମନଗର ବିମାନ ବନ୍ଦରରେ ଅବତରଣ କରିଛି। ବିମାନରେ ୧୫୦…

5 years ago