Home Middle

କିଷାନ ସମ୍ମାନ ନିଧି ହେବ ୨ ଗୁଣା, ଚାଷୀଙ୍କ ଖାତାକୁ ୨ ହଜାର ବଦଳରେ ଯିବ ୪ ହଜାର…

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ହିତାଧିକାରୀଙ୍କ ପାଇଁ ଖୁବ୍‌ ଶୀଘ୍ର ଦିଲ୍ଲୀରୁ ଖୁସି ଖବର ଆସିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏହା ଅନ୍ତର୍ଗତ…

5 years ago

ଆଫଗାନିସ୍ତାନରେ ଯୌନ ଦାସତ୍ୱ ଆଶଙ୍କା ବଢ଼ିଲା…

କାବୁଲ,୧୭।୮: ଆଫଗାନିସ୍ତାନରେ ତାଲିବାନର ପ୍ରତ୍ୟାବର୍ତ୍ତନ ଦ୍ୱାରା ମହିଳାମାନେ ଅଧିକ ଭୟଭୀତ ହୋଇପଡ଼ିଛନ୍ତି। ଜୁଲାଇ ଆରମ୍ଭରେ, ସେ ତାଲିବାନ ସଦସ୍ୟଙ୍କ ସହିତ ଦେଶର ୧୫ ବର୍ଷ ବାଳିକାଙ୍କଠାରୁ ଆରମ୍ଭ…

5 years ago

୫ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

ନୂଆଦିଲ୍ଲୀ,୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ…

5 years ago

ଦୂତାବାସ କର୍ମଚାରୀଙ୍କୁ ଧରି କାବୁଲ ଛାଡ଼ିଲା ଭାରତୀୟ ବାୟୁସେନା ବିମାନ…

କାବୁଲ/ନୂଆଦିଲ୍ଲୀ,୧୭।୮: ଆଫଗାନିସ୍ତାନରେ ତାଲିବାନ ଦଖଲ ପରେ ଭାରତୀୟ ବାୟୁସେନାର ସି -୧୭ ବିମାନ କାବୁଲ ବିମାନବନ୍ଦରରେ ଜାରି ରହିଥିବା ବିଶୃଙ୍ଖଳା ମଧ୍ୟରେ ଭାରତୀୟ ଦୂତାବାସ ଅଧିକାରୀଙ୍କ ସହ…

5 years ago

୧ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ତାରିଖ ଯାଏ ଚାଲିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି।…

5 years ago

ଲଡର୍‌ସ ଟେଷ୍ଟ ଜିତିଲା ଇଣ୍ଡିଆ

ଲଡର୍‌ସ,୧୬।୮: ପ୍ରଥମ ଟେଷ୍ଟରେ ବର୍ଷା ଇଂଲଣ୍ଡକୁ ବଞ୍ଚାଇ ଦେଇଥିଲା। କିନ୍ତୁ କ୍ରିକେଟର ଅନ୍ତୁଡିଶାଳ କୁହାଯାଉଥିବା ଲଡର୍‌ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୧୫୧ ରନ୍‌ରେ…

5 years ago

ବିପୁଳ ଟଙ୍କା ଧରି ଓମାନରେ ଅଶ୍ରଫ୍‌ ଗନି

କାବୁଲ, ୧୬।୮: ତାଲିବାନ ଆତଙ୍କବାଦୀମାନେ ରବିବାର କାବୁଲରେ ପ୍ରବେଶ କରିବା ପରେ ଆଫଗାନିସ୍ତାନର ରାଷ୍ଟ୍ରପତି ଅଶ୍ରଫ ଗନି ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଯାଇଛନ୍ତି।…

5 years ago

ଏହା କୌଣସି ମେଳାର ଚିତ୍ର ନୁହେଁ, ଆଫଗାନିସ୍ତାନ ଏୟାରପୋର୍ଟର ଅବସ୍ଥା

କାବୁଲ୍‌,୧୬ା୮: ଆଫଗାନିସ୍ତାନକୁ ତାଲିବାନ ସମ୍ପୂର୍ଣ୍ଣ କବ୍‌ଜା କରିବା ପରେ ଲୋକେ ନିଜ ନିଜର ଜୀବନ ବଞ୍ଚାଇବା ପାଇଁ ସଂଘର୍ଷ କରୁଛନ୍ତି। ସୋମବାର ସକାଳେ କାବୁଲ ଏୟାରପୋର୍ଟର ଏକ…

5 years ago

କଥା ଦେଇ କଥା ରଖିଲେ ମୋଦି

ନୂଆଦିଲ୍ଲୀ,୧୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଅଂଶଗ୍ରହଣ କ୍‌ରିଥିବା ଭାରତୀୟ ଖେଳାଳିଙ୍କ ପାଇଁ ସୋମବାର ଏକ ଜଳଖିଆ ପାର୍ଟିର ଆୟୋଜନ ହୋଇଛି। ଏହି ପାର୍ଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

5 years ago

କାବୁଲ ବିମାନବନ୍ଦରରେ ଭୟଙ୍କର ପରିସ୍ଥିତି

କାବୁଲ,୧୬।୮: ଆଫଗାନିସ୍ତାନକୁ ତାଲିବାନ ଦଖଲ କରି ନେବାପରେ ଦେଶରେ ପରିସ୍ଥିତି ଭୟଙ୍କର ରହିଛି। ଲୋକମାନେ କୌଣସି ଜିନିଷ ନ ନେଇ ଦେଶ ଛାଡି ପଳାଉଛନ୍ତି। ଅନ୍ୟପକ୍ଷରେ କାବୁଲ…

5 years ago