ନୂଆଦିଲ୍ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଖୁବ୍ ଶୀଘ୍ର ୧୦୦ଟି ସରକାରୀ ସମ୍ପତ୍ତିକୁ ଘରୋଇ କରଣ କରିବାକୁ ଯାଉଛନ୍ତି। ଏହାଦ୍ୱାରା ୨୦୨୫ ସୁଦ୍ଧା ଭାରତ ୫ ଟ୍ରିଲିୟନ…
ଶ୍ରୀନଗର,୧୧।୩: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସେମାନେ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ସଦସ୍ୟ ବୋଲି ଜଣାପଡ଼ିଛି। ସେନା, ସିଆର୍ପିଏଫ୍ ଏବଂ କାମୀର…
ନୂଆଦିଲ୍ଲୀ,୧୧।୩: ଗୀତା ମନୁଷ୍ୟଙ୍କୁ ପରୋପକାର କରିବାର ମାର୍ଗ ପ୍ରଦର୍ଶିତ କରାଇଥାଏ। ମାନବତାର କଲ୍ୟାଣ ପାଇଁ କିଛି ନୂଆ କରିବା ଲାଗି ଗୀତା ପ୍ରେରଣା ଦେଇଥାଏ। ଭିଡ଼ିଓ କନଫରେନ୍ସିଂରେ…
ନୂଆଦିଲ୍ଲୀ,୧୧।୩: ଦେଶରେ କରୋନା ସଂକ୍ରମଣ ପୁଣି ନିୟନ୍ତ୍ରଣ ହରାଇବାକୁ ଯାଉଛି। ଗତ ୨୪ ଘଣ୍ଟାରେ ଦେଶରେ ୨୨ ହଜାର ୮୫୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
ଆଗ୍ରା,୧୧।୩: ଉତ୍ତରପ୍ରଦେଶ ଆଗ୍ରାର ଜାତୀୟ ରାଜପଥ-୧୯ରେ ଗୁରୁବାର ଭୋର୍ ୫ଟା ୧୫ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ୮…
ନୂଆଦିଲ୍ଲୀ,୧୧।୩: ମହାଶିବରାତ୍ରୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମହାଶିବରାତ୍ରୀ ସମଗ୍ର ମାନବ ଜଗତ ପାଇଁ କଲ୍ୟାଣକାରୀ ହେଉ ବୋଲି ସେ ଟୁଇଟ୍…
କୋଲକାତା,୧୧ା୩: ନନ୍ଦିଗ୍ରାମ ବିଧାନସଭା ଆସନରୁ ମୋ ବିଜୟ ନେଇ ମୁଁ ଦୃଢ଼ ନିଶ୍ଚିତ। ମୁଁ ଭବାନୀପୁର ନିର୍ବାଚନମଣ୍ଡଳୀରୁ ସହଜରେ ଜିତି ପାରିଥାଆନ୍ତି। କିନ୍ତୁ ଗତ ଜାନୁୟାରୀରେ ନନ୍ଦିଗ୍ରାମ…
ବଅଁରପାଳ,୧୧ା୩(ଡି.ଏନ.ଏ.) ଗ୍ରାମାଞ୍ଚଳର ପ୍ରତି ଘରକୁ ପାଇପ୍ ପାଣି ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ ଚାଲିଛି। ସେଥିପାଇଁ ପଞ୍ଚାୟତଗୁଡ଼ିକରେ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବଡ଼ ବଡ଼…
ନୂଆଦିଲ୍ଲୀ, ୧୧ା୩: ପୁରୁଷ ପ୍ରଧାନ ସମାଜରେ ନିର୍ଯାତନାରୁ ନିସ୍ତାର ପାଇନାହାନ୍ତି ମହିଳା। ଗୋଟିଏ କି ଦୁଇଟି ଦେଶ ନୁହେଁ, ସାରା ବିଶ୍ୱରେ ମହିଳାଙ୍କ ବିରୋଧରେ ହିଂସା ବଢ଼ିବାରେ…
ନୂଆଦିଲ୍ଲୀ,୧୦।୩: ଭାରତୀୟ ସେନାର ନିଯୁକ୍ତିରେ ପାତରଅନ୍ତର କରାଯାଉଥିବା ନେଇ ସୁପ୍ରିମ୍କୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ନ୍ୟାଶନାଲ ଡିଫେନ୍ସ୍ ଏକାଡେମୀ (ଏନ୍ଡିଏ)ର ପରୀକ୍ଷାରେ ଯୋଗ୍ୟତା ମାନଦଣ୍ଡ…