Home Middle

ବିସ୍ତାରବାଦ ବିରୋଧରେ ଏକାଠି ହେବାକୁ ଆହ୍ବାନ

ଜାତିସଂଘ, ୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘର ୭୬ତମ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ ଆତଙ୍କବାଦକୁ ରାଜନୈତିକ କରିଥିବା ରାଷ୍ଟ୍ରଗୁଡ଼ିକୁ ସମାଲୋଚନା କରିବା ସହ ବିସ୍ତାରବାଦୀଙ୍କ…

5 years ago

ମାଡ଼ି ଆସୁଛି ବାତ୍ୟା

ଭୁବନେଶ୍ୱର,୨୫ା୯(ବ୍ୟୁରୋ)- ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର…

5 years ago

‘ପାକିସ୍ତାନକୁ କଡ଼ା ଚେତାବନୀ’

ଜାତିସଂଘ,୨୫।୯: ବିକାଶ ବିରୋଧୀ ଚିନ୍ତାଧାରାର କେତେକ ଦେଶ ଆତଙ୍କବାଦକୁ ରାଜନୈତିକ ଅସ୍ତ୍ର କରିଛନ୍ତି। ଏହା ସେମାନଙ୍କ ପାଇଁ ସମାନ ବିପଦ, ଏକଥାକୁ ଉକ୍ତ ରାଷ୍ଟ୍ରଗୁଡ଼ିକ ହୃଦୟଙ୍ଗମ କରିବା…

5 years ago

ବଂଶଧାରା ଜଳ ବିବାଦ: ଦୀପାବଳି ପରେ ଚୂଡ଼ାନ୍ତ ଶୁଣାଣି…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୯: ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ଜାରି ରହିଥିବା ବଂଶଧାରା ଜଳ ବିବାଦ ମାମଲାରେ ଶନିବାର ସୁପ୍ରିମ୍‌କୋର୍ଟ ସ୍ବତନ୍ତ୍ର ଲିଭ୍‌ ପିଟିଶନ ଜାରି କରିଛନ୍ତି। ୨୦୧୭ ସେପ୍ଟେମ୍ବର…

5 years ago

ଟ୍ରିବ୍ୟୁନାଲ ଓ୍ବେବସାଇଟ୍‌ରୁ ହଟିବ ମୋଦିଙ୍କ ଫଟୋ-ସରକାରୀ ସ୍ଲୋଗାନ୍‌…

ନୂଆଦିଲ୍ଲୀ,୨୫।୯: ଟ୍ରିବ୍ୟୁନାଲ ଓ୍ବେବସାଇଟ୍‌ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ସରକାରୀ ସ୍ଲୋଗାନ୍‌ ହଟାଇବା ଲାଗି ସୁପ୍ରିମ୍‌କୋର୍ଟ ନ୍ୟାଶନାଲ୍‌ ଇନଫରମେଟିକ୍ସ୍‌ ସେଣ୍ଟର(ଏନ୍‌ଆଇସି)କୁ ନିର୍ଦ୍ଦେଶ ଦିଆଯାଇଛି। ଏନ୍‌ଆଇସି ଶୀର୍ଷକୋର୍ଟଙ୍କ ଅଫିସିଆଲ୍‌…

5 years ago

ଆସୁଛି ବାତ୍ୟା: ସତର୍କ କରାଇଲେ ଗଞ୍ଜାମ ଜିଲାପାଳ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ କରାଇଛନ୍ତି ଗଞ୍ଜାମ ଓ ଗଜପତି ଜିଲା ପ୍ରଶାସନ। ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ମଝି ପୂର୍ବ କଳିଙ୍ଗପଟନମ୍‌ ଦେଇ ଲ୍ୟାଣ୍ଡଫଲ୍‌…

5 years ago

୨୬/୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ସଂଗଠନଙ୍କ ପ୍ରତି ହେଉ ଦଣ୍ଡବିଧାନ, ଭାରତ-ଆମେରିକା…

ଓ୍ବାଶିଂଟନ,୨୫।୯: ଭାରତ ଏବଂ ଆମେରିକା ମିଳିତ ଭାବେ ୨୬/୧୧ ମୁମ୍ବାଇ ଆକ୍ରମଣକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ଆତଙ୍କବାଦୀ ସଂଗଠନ ତଥା…

5 years ago

ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି, କ୍ୱାଡ୍‌ ନେତାଙ୍କ ମିଳିତ ମତ…

ଓ୍ବାଶିଂଟନ,୨୫।୯: ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି ଜାରି ରହିଛି। ଏନେଇ କ୍ୱାଡ୍‌ ନେତାମାନେ ପାକିସ୍ତାନ ଉଦ୍ଦେଶ୍ୟରେ ଏଭଳି ମିଳିତ ମତ ପ୍ରଦାନ କରିଛନ୍ତି। ଆତଙ୍କବାଦ ଉପରେ କ୍ୱାଡ…

5 years ago

ଜୀବନ ନେଲା ଶେଷ ପରୀକ୍ଷା,ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ମୃତ୍ୟୁ…

ଜୟପୁର,୨୫।୯: ଆର୍‌ଇଇଟି ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ସମତେ ୬ ମୃତ୍ୟୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟିଛି। ରାଜସ୍ଥାନର ଚାକସୁରସ୍ଥିତ ନିମୋଡ଼ିଆ ରୋଡ଼ରେ ଘଟିଥିବା…

5 years ago

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବାଇଡେନଙ୍କ ରହିଛି ସମର୍ଥନ…

ଓ୍ବାଶିଂଟନ,୨୫।୯: ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଜୋ ବାଇଡେନଙ୍କ ସମର୍ଥନ ରହିଛି। ଏନେଇ ଭାରତୀୟ ବହିର୍ବ୍ୟପାର ସଚିବ ହର୍ଷବର୍ଦ୍ଧନ ଶୃଙ୍ଗଳା ଏନେଇ ସୂଚନା ଦେଇଛନ୍ତି। ବାଇଡେନ…

5 years ago