ନୂଆଦିଲ୍ଲୀ,୮।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ ବଢୁଛି ପୁଣି ଦିନେ କମୁଛି।…
ଭୁବନେଶ୍ୱର,୮।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି।…
ଶିମଲା,୮।୭: ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ବୀରଭଦ୍ର ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଦୀର୍ଘ ଦିନରୁ…
ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତ୍ରିମଣ୍ଡଳ ବୁଧବାର ସମ୍ପ୍ରସାରଣ ହୋଇଛି। ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ ନେଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ମୋଦିଙ୍କ ନୂଆ ଟିମ୍ରେ ୪ ଜଣ…
ନୂଆଦିଲ୍ଲୀ,୭।୭: ବୁଧବାର କେନ୍ଦ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏଥିରେ ଓଡ଼ିଶାର ଭାଜପା ନେତା ଅଶ୍ୱିନୀ…
ନୂଆଦିଲ୍ଲୀ,୭।୭: ମୋଦୀ କ୍ୟାବିନେଟର ବୁଧବାର ସମ୍ପ୍ରସାରଣ ହୋଇଛି। ଓଡ଼ିଶାର ୨ ଭାଜପା ନେତା କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଏମ୍ପି ବିଶ୍ୱେଶ୍ୱର…
ପୋର୍ଟ-ଅଉ-ପ୍ରିନ୍ସ (ହାଇତି),୭।୭: ହାଇତି ରାଷ୍ଟ୍ରପତି ଜୋଭେନେଲ ମୋଇସଙ୍କୁ ହତ୍ୟା କରାଯାଇଛି। ବୁଧବାର ସକାଳେ ତାଙ୍କ ଘର ଉପରେ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ରାଷ୍ଟ୍ରପତିଙ୍କ ସ୍ତ୍ରୀ ଗୁରୁତର…
ନୂଆଦିଲ୍ଲୀ,୭ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ପ୍ରତାପ ଷଡ଼ଙ୍ଗୀ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସଂପ୍ରସାରଣ ଅବସରରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏମ୍ଏସ୍ଏମ୍ଇ ଓ ପଶୁସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ…
କୁଆଲାଲ୍ମ୍ପୁର,୭।୭: ପେରୁରେ ଦେଖାଦେଇଥିବା ଲାମ୍ବ୍ଡା ଭାରିଆଣ୍ଟ୍ ଡେଲ୍ଟାଠାରୁ ଅଧିକ ଭୟଙ୍କର। ଏନେଇ ମାଲେସିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚେତାବନୀ ଜାରି ହୋଇଛି। ଇତିମଧ୍ୟରେ ବ୍ରିଟେନରେ ୬ ଜଣ…
ନୂଆଦିଲ୍ଳୀ,୭।୭: ପୃଥିବୀର ୧୯୩ ଦେଶକୂ ନେଇ ପ୍ରସ୍ତୁତ କରାଯାଇଥିବା ଶକ୍ତିଶାଳୀ ପାସପୋର୍ଟ ତାଲିକାରେ ଭାରତ ପଛରେ ପଡ଼ିଯାଇଛି। ୨୦୨୧ ହେନଲି ପାସପୋର୍ଟ ଇଣ୍ଡେକ୍ସ୍ ର଼୍ୟାଙ୍କିଙ୍ଗ୍ରେ ଗତ ବର୍ଷ…