କାବୁଲ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୮: ଆମେ କାହାକୁ କିଛି କରିବୁ ନାହିଁ। କେହି ଆତଙ୍କିତ ହେବା ଦରକାର ନାହିଁ ବୋଲି ଡିଣ୍ଡିମ ପିଟୁଥିବା ତାଲିବାନ୍ର ବର୍ବର ଚେହେରା ଶନିବାର ଆଫଗାନିସ୍ତାନ ରାଜଧାନୀ…
ଲସ୍ ଏଞ୍ଜେଲସ୍,୨୨।୮: ହଲିଉଡ୍ ଅଭିନେତ୍ରୀ ଆଞ୍ଜେଲିନା ଜୋଲି ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍ଷ୍ଟାଗ୍ରାମରେ ଯୋଗଦେଇଛନ୍ତି। ନିଜର ପ୍ରଥମ ପୋଷ୍ଟରେ ସେ କହିଛନ୍ତି, ମୌଳିକ ମାନବାଧିକାର ପାଇଁ ଲଢ଼େଇ…
କାବୁଲ,୨୨।୮: ତାଲିବାନ୍ର କାବୁଲ ଦଖଲ ପରେ ପ୍ରଥମ ଥର ପାଇଁ ରାଜଧାନୀରେ ପାଦ ଥାପିଛନ୍ତି ଆତଙ୍କବାଦୀ ସଙ୍ଗଠନର ସହପ୍ରତିଷ୍ଠାତା ତଥା ଉପନେତା ମୁଲ୍ଲା ଅବ୍ଦୁଲ ଗନି ବରାଦର।…
କାବୁଲ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୮: ତାଲିବାନ୍ର କାବୁଲ ଦଖଲ ପରେ ସବୁଠି ଆତଙ୍କର ମାହୋଲ। ହମିଦ କାରଜାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ତୁହାକୁ ତୁହା ଗୁଳି ଫୁଟୁଛି। ବିଦେଶୀଙ୍କୁ ସୁରକ୍ଷିତ ଭାବେ ସେମାନଙ୍କ…
ଅନୁଗୋଳ ଅଫିସ,୨୨ା୮: ମାତୃତ୍ୱର ଅର୍ଥ ବୁଝେ ମା’। ସେଥିପାଇଁ ସେ ସ୍ନେହମୟୀ। ମମତାମୟୀ। ପିଲାଟିଏ ତା’ ପାଇଁ ଈଶ୍ୱରଙ୍କ ଆଶୀର୍ବାଦ। ସରଗର ସଜଫୁଟା ପାରିଜାତ। ହେଲେ ଅନେକ ପାରିଜାତ…
ନୂଆଦିଲ୍ଲୀ, ୨୧।୮: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା କଲ୍ୟାଣ ସିଂଙ୍କର ଶନିବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ମାସେରୁ…
ନୂଆଦିଲ୍ଲୀ,୨୧ା୮: ଆଫଗାନିସ୍ତାନରେ ତାଲିବାନ କ୍ଷମତା ହାସଲ କରିବା ପରେ ତା’ର ଅଫିସିଆଲ ଓ୍ବେବ୍ସାଇଟ୍ ଶୁକ୍ରବାର ବିଳମ୍ବିତ ରାତିରେ ଇଣ୍ଟରନେଟ୍ରୁ କେଉଁଆଡ଼େ ଗାଏବ ହୋଇଯାଇଛି। ଏହା କୌଣସି ଯାନ୍ତ୍ରିକ…
ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଏଣିକି ଗରିବ ଲୋକଙ୍କୁ ଭୁବନେଶ୍ୱର ଏମ୍ସରେ ମାଗଣା ଇକ୍ମୋ ଚିକିତ୍ସା ଯୋଗାଇ ଦିଆଯିବ। ରାଶନକାର୍ଡ ଧାରୀ ଏବଂ ଗରିବ ଲୋକମାନଙ୍କୁ ମାଗଣାରେ ଏହି ଚିକିତ୍ସା ଯୋଗାଇ…
ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ଶନିବାର ରାଜ୍ୟରେ ୯୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ…
ପୁରୁଣା ଭୁବନେଶ୍ୱର,୨୧।୮(ଡି.ଏନ୍.ଏ.): ଆଉ ଦିନକ ପରେ ସ୍ନେହ ଓ ଶ୍ରଦ୍ଧାର ପର୍ବ ରକ୍ଷାବନ୍ଧନ। କରୋନା ସମୟରେ ଅନେକ ଲୋକ ଜୀବିକା ହରାଇଥିବା ବେଳେ ପୋଖରୀପୁଟ ଅଞ୍ଚଳର ପରିବେଶବିତ୍…