Home Middle

ମୋଦିଙ୍କ କ୍ୟାବିନେଟ୍‌ରେ ‘ଅଟଳ ଟିମ୍‌’ ସଦସ୍ୟ ସଂଖ୍ୟା ୪ରେ ସୀମିତ…

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଟିମ୍‌ର ସଦସ୍ୟ ସଂଖ୍ୟା ଏବେ ୪ରେ ସୀମିତ ହୋଇ ରହିଯାଇଛି। ଗତ…

5 years ago

କରୋନା ଆଁରେ ୪୦ ଲକ୍ଷରୁ ଅଧିକ ଜୀବନ…

ଜେନେଭା,୮।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ୪୦ ଲକ୍ଷ ୧୭ ହଜାର ୮୮୫ ଜଣ ଆକ୍ରାନ୍ତଙ୍କ ଜୀବନ ଗଲାଣି। ଇତିମଧ୍ୟରେ ମୋଟ ଆକ୍ରାନ୍ତଙ୍କ…

5 years ago

ଜାପାନକୁ ଚାଇନାର ନାଲି ଆଖି…

ବେଜିଂ,୮।୭: ତାଇଓ୍ବାନ ପ୍ରସଙ୍ଗରେ ଚାଇନା ଜାପାନକୁ ନାଲି ଆଖି ଦେଖାଇଛି। ତାଇଓ୍ବାନକୁ ଜାପାନ ସୈନ୍ୟବାହିନୀ ସହଯୋଗକଲେ ଏହାର କଡ଼ା ଜବାବ୍‌ ମିଳିବ ବୋଲି ଚାଇନା କହିଛି। ଚାଇନାର…

5 years ago

ଝଡ଼ାଫୁଙ୍କାରୁ ଝଡୁଛି ଜୀବନ

ଅନୁଗୋଳ ଅଫିସ, ୮ା୭:  ଗୁଣିଆ ନୁହେଁ, ଡାକ୍ତରଙ୍କୁ ଜଣା ସର୍ପ ବିଷ ଖସାଇବାର ବିଦ୍ୟା। ହେଲେ ସଚେତନତା ଅଭାବରୁ ଆଜି ବି ଅନେକ ଲୋକ ଝଡ଼ାଫୁଙ୍କା ଉପରେ…

5 years ago

ଲଞ୍ଚପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛନ୍ତି ଷଡ଼ଯନ୍ତ୍ର…

ଶ୍ରୀନଗର,୮।୭: ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଞ୍ଚପ୍ୟାଡ୍‌ରେ ପ୍ରାୟ ୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ଭାରତରେ ପ୍ରବେଶ କରି ଆତଙ୍କବାଦ…

5 years ago

ୟୁପି ବିଜୟ ଲକ୍ଷ୍ୟ, ଭାଜପାର ଅଭେଦ୍ୟ ଚକ୍ରବ୍ୟୁହ…

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ମାଧ୍ୟମରେ ଭାଜପା ଉତ୍ତରପ୍ରଦେଶ (ୟୁପି)ରେ ଏକ ଅଭେଦ୍ୟ ଚକ୍ରବ୍ୟୁହ ଗଠନ କରିଛି। ୨୦୨୨ରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ…

5 years ago

ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରରେ ଦୁଇ ଅଞ୍ଚଳରେ…

5 years ago

୨୪ ଘଣ୍ଟାରେ ୪୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ ବଢୁଛି ପୁଣି ଦିନେ କମୁଛି।…

5 years ago

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ କଟକରୁ

ଭୁବନେଶ୍ୱର,୮।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି।…

5 years ago

ପରଲୋକରେ ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ

ଶିମଲା,୮।୭: ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ବୀରଭଦ୍ର ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଦୀର୍ଘ ଦିନରୁ…

5 years ago