Home Middle

କାମଚଳାରେ ଚାଲିଛି କାମ

ଢେଙ୍କାନାଳ ଅଫିସ, ୫।୧୧:  ଶିଳ୍ପରେ ସମୃଦ୍ଧ। ପର୍ଯ୍ୟଟନ ସମ୍ଭାରରେ ଭରପୂର। ରାଜନୈତିକ ଏବଂ ପ୍ରଶାସନିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ। ଏସବୁ ବଢ଼ାଇଛି ଢେଙ୍କାନାଳର ଗୁରୁତ୍ୱ। ହେଲେ ରାଜ୍ୟର କେନ୍ଦ୍ରସ୍ଥଳରେ ଅବସ୍ଥିତ…

5 years ago

ରାତି ପାହିଲେ ବନିଶୀ ଖୋଜା, ମାଛ ଧରି ଚଳୁଛନ୍ତି ଶହେ ପରିବାର

ବାଲେଶ୍ୱର ଅଫିସ, ୫।୧୧-ରାତି ପାହିଲେ ଖୋଜା ପଡ଼େ ବନିଶୀ। ବୁଢ଼ାବଳଙ୍ଗ ନଦୀ ୟୁଟର୍ଣ୍ଣ ମାରି ସମୁଦ୍ରଆଡ଼କୁ ବୋହିଯାଇଥିବା ଚାରିଗୋଛିଆ ମୁହାଣରେ ଏହି ବନିଶୀ ସାହଯ୍ୟରେ ମାଛ ଧରି…

5 years ago

ହାତୀ ଘଉଡ଼ାଇବାକୁ ରାତି ଅନିଦ୍ରା

ଖମାର,୫ା୧୧:  ହାତୀ ଖାଇଯାଉଛନ୍ତି ଧାନ ଫସଲ। ବାର୍‌ହା ମଧ୍ୟ ନଷ୍ଟ କରୁଛନ୍ତି ଚାଷ। ବାରମ୍ବାର ଅଭିଯୋଗ ପରେ ବି ବନ୍ୟଜନ୍ତୁ ଉପଦ୍ରବ ରୋକିପାରୁନି ବନ ବିଭାଗ। ତେଣୁ ନିଜ…

5 years ago

ମିଛ ଖେଲୋ ଇଣ୍ଡିଆ ବିଜ୍ଞାପନ: ସାଇର ତଦନ୍ତ ଦାବି

ନୁଆଦିଲ୍ଲୀ,୫।୧୧(ପି.ଟି.): ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଖେଲୋ ଇଣ୍ଡିଆ ଗେମ୍ସ ପାଇଁ ଏକ ମିଛ ବିଜ୍ଞାପନ ଜରିଆରେ ଆଥଲେଟମାନଙ୍କୁ ଧୋକା ଦିଆଯିବା ପରେ ସ୍ପୋଟର୍‌ସ ଅଥରିଟି ଅଫ୍‌…

5 years ago

୨୦ରୁ ଶୀତ ଅଧିବେଶନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଚଳିତମାସ ୨୦ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୨୦ରୁ ଆରମ୍ଭ ହୋଇ ୩୧ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।…

5 years ago

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଚାଲିଛି ଗଣତି, ଟ୍ରମ୍ପ୍‌-ବାଇଡେନ କଡ଼ା ଟକ୍କର

ଓ୍ବାଶିଂଟନ,୪ା୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି କିଏ ହେବ ସେନେଇ ସମଗ୍ର ବିଶ୍ୱବାସୀଙ୍କ ନଜର ରହିଛି। ଆମେରିକାରେ ରାଷ୍ଟ୍ରପତି ହେବା ପାଇଁ ମୋଟ୍‌ ୨୭୦ ଇଲେକ୍ଟୋରାଲ ଭୋଟ୍‌ ଆବଶ୍ୟକ।…

5 years ago

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୭୫ ଚିହ୍ନଟ, ସୁସ୍ଥ ହେଲେ ୧୪୨

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ବୁଧବାର ରାଜଧାନୀରୁ…

5 years ago

ମହାକାଶରୁ ଶତ୍ରୁ ଉପରେ କଡ଼ା ନଜର ରଖିବ ଇସ୍ରୋର ଉପଗ୍ରହ: ଚାଇନା-ପାକିସ୍ତାନର ବଢ଼ିଲା ଚିନ୍ତା

ବେଙ୍ଗାଲୁରୁ,୪।୧୧: ଏଣିକି ଉପଗ୍ରହ ସହାୟତାରେ ଭାରତ ସୀମାରେ ଶତ୍ରୁ ଉପରେ କଡ଼ା ନଜର ରଖିବାକୁ ସକ୍ଷମ ହେବ। ନଭେମ୍ବର ୭ରେ ଇସ୍ରୋ ପକ୍ଷରୁ ଇଓଏସ୍‌-୦୧ ଉପଗ୍ରହକୁ ଶ୍ରୀହରିକୋଟାସ୍ଥିତ…

5 years ago

ଏ ମାସରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ୫ଟି ବର୍ଗର ଅଂଶୀଦାରଙ୍କ ସହ ଆଲୋଚନା ପରେ ବୁଧବାର ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ…

5 years ago

କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ: ରାଜ୍ୟରେ ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୩୬୪ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚିଛି। ଏ ନେଇ…

5 years ago