Home Middle

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।…

5 years ago

କୋର୍ଟ କାନ୍ଧରେ ବନ୍ଧୁକ ରଖି ଅନ୍ନଦାତାଙ୍କ ଉପରେ ଚଳାଇଲେ ମୋଦି: ଶିବସେନା

ମୁମ୍ବାଇ,୧୪।୧: କୃଷି ଆଇନ ନେଇ ସୁପ୍ରିମ୍‌କୋର୍ଟଙ୍କ ରାୟ ଉପରେ ଶିବସେନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛିି। ମୋଦି ସୁପ୍ରିମ୍‌କୋର୍ଟ କାନ୍ଧରେ ବନ୍ଧୁକ ରଖି…

5 years ago

୪ ଭାଷାରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୪।୧: ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ଟୁଇଟର ହ୍ୟାଣ୍ଡେଲରୁ ସେ ୪ଟି ଭାଷାରେ ଟୁଇଟ୍‌ କରିଛନ୍ତି। ପ୍ରଥମେ ସେ…

5 years ago

କୃଷି ଆଇନ କପି ଜାଳିଲେ ଚାଷୀ

ନୂଆଦିଲ୍ଲୀ,୧୪ା୧(ପି.ଟି.): ଲୋହଡ଼ି ପର୍ବରେ ଆନ୍ଦୋଳନରତ ଚାଷୀମାନେ କେନ୍ଦ୍ରର କୃଷି ଆଇନ କପି ଜାଳିଛନ୍ତି। କେବଳ ସିଙ୍ଘୁ ସୀମାରେ ବିବାଦୀୟ ୩ କୃଷି ଆଇନର ୧ ଲକ୍ଷ କପି…

5 years ago

କଳଙ୍କିତ ସୁଶାସନ

ପାଟନା,୧୪ା୧: ବିହାରରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି। ମୁଜାଫରପୁର ସହରରେ ଅପରାଧୀମାନେ ବୁଧବାର ଜଣେ ନାବାଳିକାଙ୍କୁ ଗଶବଳାତ୍କାର କରିବା ପରେ ଘରେ ପଶି ଜିଅନ୍ତା ଜାଳି…

5 years ago

ଭାରତୀୟମାନେ ଗିନି ପିଗ୍‌ ନୁହନ୍ତି

ନୂଆଦିଲ୍ଲୀ,୧୪ା୧: ମହାମାରୀ କରୋନାରୁ ମୁକ୍ତି ପାଇଁ କେନ୍ଦ୍ର ସରକାର ଭାକ୍ସିନ ଆମଦାନୀ କରି ବିଭିନ୍ନ ସହରକୁ ପଠାଉଥିବାବେଳେ ଏହାର ରିଲିଜ୍‌କୁ ନେଇ ବିବାଦ ଆରମ୍ଭ ହୋଇଛି। ଇଣ୍ଡିଆନ୍‌…

5 years ago

ଉଡ଼ି ଉଡ଼ି ଉଡ଼ି..

ଢେଙ୍କାନାଳ ଅଫିସ, ୧୪।୧: ‘ଉଡ଼ି ଉଡ଼ି ଉଡ଼ି ଯାରେ ଉଡ଼ି... ଏ ମୋର ଗୁଡ଼ି...' ଆଜି ବି ଏହି ଗୀତ ଶ୍ରୋତାଙ୍କୁ ନେଇଯାଏ ସତୁରି ଦଶକକୁ। ସୁର ସମ୍ରାଟ…

5 years ago

ସ୍କୁଲ ଖୋଲୁ ଖୋଲୁ ଶିକ୍ଷୟିତ୍ରୀଙ୍କୁ କରୋନା

ବରଗଡ଼ ଅଫିସ୍‌,୧୩।୧: ରାଜ୍ୟରେ ଗତ ୮ ତାରିଖରୁ ହାଇସ୍କୁଲଗୁଡ଼ିକ ଖୋଲିଛି। କେବଳ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପାଠପଢ଼ା ଚାଲିଛି। ନିୟମିତ ଛାତ୍ରୀଛାତ୍ର ମଧ୍ୟ ସ୍କୁଲକୁ ଆସୁଛନ୍ତି ।…

5 years ago

ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ ଅଫିସ,୧୩।୧: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବୁଧବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଏସ୍‌ସିବି କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ…

5 years ago

ଜାନୁୟାରୀ ୧୬ରେ କୋ-ଓ୍ବିନ୍‌ ଆପ୍‌ର ଲୋକାର୍ପଣ କରିବେ ମୋଦି

ନୂଆଦିଲ୍ଲୀ,୧୩।୧: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଏନେଇ ସାର୍ବଜନୀକ ପ୍ରତିଷେଧକ ଟିକାକରଣ ଜାନୁୟାରୀ ୧୬ରୁ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ…

5 years ago