ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍ଏସ୍) ବିମାନ ବନ୍ଦରରୁ ଚେନ୍ନାଇକୁ ଶୁକ୍ରବାର ବିମାନ ସେବା ଆରମ୍ଭ ହୋଇଛି। ସ୍ପାଇସ୍ ଜେଟ୍ ବିମାନ ଚେନ୍ନାଇରୁ ୮୪ଜଣ ଯାତ୍ରୀଙ୍କୁ…
ନୂଆଦିଲ୍ଲୀ, ୨।୪: ଦିଲ୍ଲୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ଜରୁରୀକାଳୀନ ବୈଠକ ଡକାଇଥିଲେ। ବୈଠକରେ ସେ ଦିଲ୍ଲୀରେ ବର୍ତ୍ତମାନ ଲକଡାଉନ…
ଝାରସୁଗୁଡ଼ା ଅଫିସ,୨।୪: ପଡୋଶୀ ଛତିଶଗଡ଼ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଛତିଶଗଡ଼ ରାଜ୍ୟର ରାୟଗଡ଼ ଜିଲାକୁ ଲାଗି ରହିଛି ଝାରସୁଗୁଡ଼ା…
ଭୁବନେଶ୍ୱର,୨।୪(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ ରାଜଭବନ…
ନୂଆଦିଲ୍ଲୀ, ୧।୪: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ଆଉ ୮ ମାସ ଚାଲିବ ବୋଲି ଭାରତୀୟ କିଷାନ ୟୁନିୟନ(ବିକେୟୁ) ମୁଖପାତ୍ର ରାକେଶ ଟିକାଏତ୍…
ନୂଆଦିଲ୍ଲୀ,୧।୪: ଆସାମ ଓ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଥିବା ନିର୍ବାଚନ ଆୟୋଗ (ଇସି) ପକ୍ଷରୁ କୁହାଯାଇଛି। ଦୁଇଟି ରାଜ୍ୟରେ…
ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୁଧବାର ରେକର୍ଡ ଭାଙ୍ଗିଥିଲା ଭୁବନେଶ୍ୱର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ବିଶ୍ୱର ସବୁଠୁ…
ରୋହତକ,୧।୪: କରୋନାର ଦୋହରା ମାଡ଼ରେ ଦେଶରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ହରିୟାଣାରେ ଲୋକେ ଅଧିକ ଆତଙ୍କିତ ହୋଇପଡ଼ିଛନ୍ତି। ରୋହତକ ପିଜିଆଇଏମ୍ଏସ୍ ହସ୍ପିଟାଲରେ ୨୨ ଜଣ…
ନୂଆଦିଲ୍ଲୀ,୧।୪: ଗୁରୁବାରଠାରୁ ୪୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କଙ୍କୁ କରୋନା ଟିକାଦାନ ଆରମ୍ଭ ହୋଇଛି। ଏପ୍ରିଲ୍ରେ ମାସ ସାରା ସବୁଦିନ ଟିକାକରଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ…
ଶିମଲା,୧।୪: କରୋନା ସଂକ୍ରମଣ ଯୋଗୁ ଦେଶର ମହାରାଷ୍ଟ୍ର, ଛତିଶଗଡ଼, କର୍ନାଟକ, କେରଳ, ତାମିଲନାଡୁ, ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ ଆଦି ରାଜ୍ୟରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ହିମାଚଳ…