କଟକ ଅଫିସ,୨୩ା୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ପ୍ରଦୀପ କୁମାର ସାହୁ (ଦିଲୁ)ଙ୍କୁ ଗିରଫ କରାଯାଇଛି। କଟକ ଅର୍ବାନ ପୋଲିସ ତାଙ୍କୁ ଆଜି ଗିରଫ…
ଓ୍ବାଶିଟନ, ୨୩।୮: ଆଫଗାନିସ୍ତାନରୁ ସୈନ୍ୟ ଫେରାଇ ଆଣିବା ଘଟଣାରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଅଡୁଆରେ ପଡ଼ିଛନ୍ତି। ତାଙ୍କ ତଣ୍ଟିରେ କଣ୍ଟା ଅଟକି ଥିବା ପରି ଅବସ୍ଥା…
ନୂଆଦିଲ୍ଲୀ, ୨୩।୮: ଆଫଗାନିସ୍ତାନ ସମସ୍ୟା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକ ଡାକିବାକୁ ନିଷ୍ପତ୍ତି ନେଇଛନ୍ତି। ବୈଠକ ଅଗଷ୍ଟ ୨୬ରେ ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ।…
ତେଲଅଭିବ୍,୨୩।୮: କରୋନା ମହାମାରୀ ନେଇ ଲୋକେ ଆତଙ୍କିତ ହୋଇପଡ଼ିଥିବାବେଳେ ନିକଟରେ ହୋଇଥିବା ଏକ ଗବେଷଣାରୁ ସୁଫଳ ମିଳିଛି। ଭାକ୍ସିନ୍ର ଦୁଇ ଡୋଜ ପରେ, ବୁଷ୍ଟର ଡୋଜ ନେବା…
ଆରଡ଼ି,୨୩ା୮(ଡି.ଏନ୍.ଏ.): ଦୀର୍ଘ ୪ ମାସ ପରେ ସୋମବାର ଖୋଲିଛି ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣି ମନ୍ଦିର। ସକାଳ ୬ଟାରୁ କୋଭିଡ୍ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ…
କାମାକ୍ଷାନଗର, ୨୩।୮: ଘୁମୁରା ବାଜିଲେ ଉଠୁଥିଲା, ପଡୁଥିଲା ଆଦିବାସୀ ଗାଁ। ବେଶଧାରୀଙ୍କ ନୃତ୍ୟଗୀତରେ ମସ୍ଗୁଲ ହୋଇଯାଉଥିଲେ ଶବର ସମ୍ପ୍ରଦାୟର ଆବାଳବୃଦ୍ଧବନିତା। କେବେ ରଣବାଦ୍ୟ ତ କେବେ ଗଣବାଦ୍ୟ,…
କାବୁଲ,୨୩।୮: ଆଫଗାନିସ୍ତାନର ଏକମାତ୍ର ଅଞ୍ଚଳ ପଞ୍ଜଶୀର ତାଲିବାନର ନିୟନ୍ତ୍ରଣ ବାହାରେ ରହିଛି। କାର୍ଯ୍ୟକାରୀ ରାଷ୍ଟ୍ରପତି ଅମରୁଲ୍ଲା ସାଲେହ ପଞ୍ଜଶୀରକୁ ତାଲିବାନ ଦଖଲକୁ ନ ଦେବା ଲାଗି ଯୋଜନା…
ଭୁବନେଶ୍ୱର,୨୩।୮(ବ୍ୟୁରୋ): ପାନୀୟ ଜଳ ଯୋଗାଣରେ ସମ୍ପୃକ୍ତ ଥିବା ବିଭିନ୍ନ ଜାତୀୟ ଓ ରାଜ୍ୟ ସଂସ୍ଥା, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ତଥ୍ୟକୁ ଆଧାର କରି ନୀତି…
ନୂଆଦିଲ୍ଲୀ,୨୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪…
ପୁରୀ ଅଫିସ,୨୩ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିଛି। କୋଭିଡ୍ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ…