Home Middle

ଏଏମ୍‌ୟୁରେ କୁରାନ ସହିତ ରହିଛି ଗୀତା-ରାମାୟଣ : ମୋଦି

ଅଲୀଗଡ଼,୨୨।୧୨: ଅଲୀଗଡ଼ ମୁସଲିମ୍‌ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ)ର ଶତାବ୍ଦୀ ବର୍ଷ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଦେଶଗଠନ ପାଇଁ ଆଗେଇ ଆସିବାକୁ ଆହ୍ବାନ ଜଣାଇଛନ୍ତି। ଧର୍ମ,…

5 years ago

ଥରିବ ଉତ୍ତର ଭାରତ: ୪ ଦିନ ଜାରି ରହିବ ଶୀତ ଲହରୀ

ନୂଆଦିଲ୍ଲୀ,୨୨।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଆଗାମୀ ୪ ଦିନ ଧରି ପ୍ରବଳ ଥଣ୍ଡା ଜାରି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ…

5 years ago

ଦେଶରେ ବଢ଼ିଛି ଚିତାବାଘ ସଂଖ୍ୟା: ଟୁଇଟ୍‌ କରି ମୋଦି ଦେଲେ ସୂଚନା

ନୂଆଦିଲ୍ଲୀ,୨୨।୧୨: ଦେଶରେ ଚିତାବାଘଙ୍କ ସଂଖ୍ୟା ବଢ଼ିଛି। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସରକାରଙ୍କ ବନ୍ୟ ପ୍ରାଣୀ ସଂରକ୍ଷଣ ଆଇନ ଯୋଗୁ…

5 years ago

ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ

ଓ୍ବାଶିଂଟନ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହ୍ବାଇଟ୍‌ ହାଉସ୍‌ ଛାଡିବା ପୂର୍ବରୁ ମୋଦିଙ୍କୁ ସମ୍ମାନୀତ କରିଛନ୍ତିି। ମୋଦିଙ୍କୁ…

5 years ago

କ୍ୟାମେରା ସାମ୍ନାରେ କରୋନା ଟିକା ନେଲେ ଜୋ ବାଇଡେନ

ଓ୍ବାଶିଂଟନ, ୨୨।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ କରୋନାକୁ ମାତ ଦେବା ପାଇଁ ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଆମେରିକାର ଲୋକଙ୍କ ଉପରେ ଆତ୍ମବିଶ୍ୱାସ…

5 years ago

ଖୋଲିବ ଶ୍ରୀମନ୍ଦିର: ଦର୍ଶନ ପାଇଁ ଟୋକନ, ପରିଚୟପତ୍ର ଲୋଡ଼ା

ପୁରୀ ଅଫିସ,୨୨।୧୨: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ। ପର୍ଯ୍ୟାୟ କ୍ରମେ ଦର୍ଶନ ବ୍ୟବସ୍ଥା ପାଇଁ ପୁରୀ ଜିଲା ପ୍ରଶାସନ ସୋମବାର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର)…

5 years ago

ଏଭଳି ନେତା ଯାହାଙ୍କୁ ଦେଖି ଥରୁ ଥିଲା କଂଗ୍ରେସ

ହାଇଦ୍ରାବାଦ୍‌,୨୨।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡୀ ସୋମବାର ୪୮ ବର୍ଷରେ ପାଦ ଦେଇଛନ୍ତି। ୟୁବାଜନ ଶ୍ରମିକ ରିଥୁ କଂଗ୍ରେସ ପାର୍ଟି (YSRCP)ର ମୁଖ୍ୟ…

5 years ago

ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ: ନବୀନ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍‌ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି…

5 years ago

ଖୁସି ଖବର: ନୂଆବର୍ଷରୁ କରୋନା ଟିକାକରଣ

ନୂଆଦିଲ୍ଲୀ,୨୧ା୧୨: ଆସନ୍ତା ନୂଆବର୍ଷରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି। ଟିକା ଦିଆଯିବା ନେଇ ସମସ୍ତ ଯୋଜନା ହୋଇଥିବା…

5 years ago

କରୋନାର ଖରାପ ସମୟ ଚାଲି ଯାଇଛି, ଆସନ୍ତା ମାସରୁ ଆରମ୍ଭ ହେବ ଟିକାକରଣ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୧ ।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେବି ଜାରି ରହିଛି । ପ୍ରତିଦିନ ପାଖାପାଖି ୨୦ ହଜାର ନୂଆ ସଂକ୍ରମିତଙ୍କୁ ଏବେବି ଚିହ୍ନଟ କରାଯାଉଛି ।…

5 years ago