Home Middle

ଏଲ୍‌ଏସିର ୬-୭ ଅଞ୍ଚଳରେ କବ୍‌ଜା: ସେନାକୁ ନିର୍ଦ୍ଦେଶ ଦେଇଥିଲେ ସରକାର

ନୂଆଦିଲ୍ଲୀ,୮।୧୨: ପୂର୍ବ ଲଦାଖରେ ଭାରତ ଚାଇନା ସୀମାରେ ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲଏସି)ରେ ଲଗାତାର ଉତ୍ତେଜନା ବଢୁଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଭାରତୀୟ ସେନାଙ୍କ ପାଇଁ ସରକାରଙ୍କ ପକ୍ଷରୁ…

5 years ago

ଚକ-ଅଖ ଜାମ୍‌: ୧୯୮୮ର ପୁନରାବୃତ୍ତି, ମୋଦି ସରକାରଙ୍କ ପାଇଁ ଚେତାବନୀ

ନୂଆଦିଲ୍ଲୀ,୮।୧୨: କୃଷି ଆଇନକୁ ନେଇ ମଙ୍ଗଳବାର ଦେଶବ୍ୟାପୀ ଅନ୍ନଦାତାଙ୍କ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାରେ ଚକ-ଅଖ ଜାମ୍‌ ହୋଇ ଯାଇଛି। ପ୍ରଦର୍ଶନକାରୀ ଚାଷୀମାନେ ବହୁ ସ୍ଥାନରେ…

5 years ago

ଭାରତ ବନ୍ଦ: ହକ୍‌ ପାଇଁ ଗର୍ଜୁଛନ୍ତି ଚାଷୀ

ନୂଆଦିଲ୍ଲୀ,୮।୧୨: ନୂଆ କୃଷି ଆଇନ ବିରୋଧରେ ବିଭିନ୍ନ ଚାଷୀ ସଂଗଠନ ଆଜି ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏହି ଅବସରରେ ସକାଳୁ ଦେଶର ବିଭିନ୍ନ ସ୍ଥାନରେ ରାଜରାସ୍ତାକୁ…

5 years ago

ଆସନ୍ତାକାଲି ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ମଙ୍ଗଳବାର ସମସ୍ତ ସରକାରୀ ଅଫିସ ବନ୍ଦ ରଖିବା…

5 years ago

ଜାନୁଆରୀ ୨କୁ ଘୁଞ୍ଚିଲା OCS ମେନ୍‌ ପରୀକ୍ଷା

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ଆସନ୍ତାକାଲି ହେବାକୁ ଥିବା ଓଡିଶା ପ୍ରଶାସନିକ ସେବା (OCS) ମେନ ପରୀକ୍ଷାକୁ ଜାନୁଆରୀ ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଓଡିଶା ଲୋକସେବା ଆୟୋଗ (ଓପିଏସସି)…

5 years ago

୧୧ ଦିନ ପରେ ଆରବ ସାଗରରୁ ମିଳିଲା ନିଖୋଜ ପାଇଲଟଙ୍କ ମୃତଦେହ

ନୂଆଦିଲ୍ଲୀ,୭।୧୨-ନଭେମ୍ବର ୨୬ରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ନୌସେନାର ଏୟାରକ୍ରାଫ୍ଟ MiG-୨୯kର ପାଇଲଟ କମାଣ୍ଡାଣ୍ଟ ନିଶାନ୍ତ ସିଂହଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ୧୧ଦିନ ସର୍ଚ୍ଚ ଅପରେଶନ ପରେ…

5 years ago

ଉଗ୍ରବାଦୀ ସଂଗଠନକୁ ସହାୟତା ଯୋଗାଉଛି ଚାଇନା: କୁନ୍‌ମିଙ୍ଗ ସହରରୁ ଟ୍ରେନ୍‌ରେ ଆସୁଛି ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୭।୧୨: ଭାରତ ମ୍ୟାନ୍‌ମାର ସୀମାରେ ଚାଇନା ଜାଣିଶୁଣି ଉଗ୍ରବାଦୀ କାର୍ଯ୍ୟ କଳାକଳାପକୁ ପ୍ରୋତ୍ସାହିତ କରୁଛି। ଏଠାରେ ସକ୍ରିୟ ଥିବା ଉଗ୍ରବାଦୀ ସଂଗଠନକୁ ଚାଇନା ଆବଶ୍ୟକ ସହାୟତା…

5 years ago

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୬୮ ପଜିଟିଭ୍‌ ଚିହ୍ନଟ, ୭ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ…

5 years ago

ନୂଆ ସଂସଦ ଭବନ ନିର୍ମାଣରେ ବାଧା: ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ କାମକୁ ଅଟକାଇଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୭।୧୨: ନୂଆ ସଂସଦ ଭବନ ନିର୍ମାଣରେ ଏବେ ବାଧା ସୃଷ୍ଟି ହୋଇଛି। ସୁପ୍ରିମ୍‌କୋର୍ଟ ପକ୍ଷରୁ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ କାମ ଉପରେ ସୋମବାର ରୋକ ଲଗାଯାଇଛି।…

5 years ago

ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଡିସିଜିଆଇରେ କଲା ଆବେଦନ: ଜରୁରୀକାଳୀନ ସ୍ଥିତିରେ ଦିଆଯିବ କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୧୨: ଭାରତରେ ଜରୁରୀକାଳୀନ ସ୍ଥିତିରେ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଏବଂ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ବ୍ରିଟିଶ୍‌ ଡ୍ରଗ୍‌ ନିର୍ମାତା ଆଷ୍ଟ୍ରାଜେନିକା ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତ ହୋଇଥିବା କରୋନା…

5 years ago