ଜେନେଭା, ୧୩।୧୦: କରୋନା ମହାମାରୀ ସଙ୍କଟ ପୃଥିବୀରେ ଥମିବାର ନାଁ ଧରୁନି। ଏପରିସ୍ଥଳେ ଭାରତର ଯୋଜନାବଦ୍ଧ କରୋନା ଲଢ଼େଇକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରଶଂସା କରାଯାଇଛି।…
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୭୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…
ଲେହ, ୧୩।୧୦: ପୂର୍ବ ଲଦାଖର ଏଲ୍ଏସିରେ ଚାଇନା ଲଗାତାର ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଭାରତୀୟ ସେନାର କଡ଼ା ଆଭିମୁଖ୍ୟକୁ ଦୃଷ୍ଟିରେ ରଖି ଚାଇନା ଏବେ ପୋଙ୍ଗୋଙ୍ଗ…
ଶ୍ରୀନଗର, ୧୩।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପାକିସ୍ତାନ ଲଗାତାର ଏଲ୍ଓସି ବାଟ ଦେଇ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣର ଉଦ୍ୟମ ଅବ୍ୟାହତ…
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୨୫୦କିମି ଦୂରରେ ସକ୍ରିୟ ରହିଛି।…
ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥି ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱର ସଦର ପାଇଁ ମମତା…
ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪, ବାଲେଶ୍ୱର…
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟରେ ପୀଡ଼ିତ କର ୮୧ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ…
ନୂଆଦିଲ୍ଲୀ, ୧୨।୧୦: କୃଷି ଆଇନ ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ସୋମବାର କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କରାଯାଇଛି। ଏହି ଆଇନର ବିରୋଧରେ ଦାଖଲ କରାଯାଇଥିବା ଆବେଦନର ବିଚାର…
ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ସରକାର ଉପହାର ଘୋଷଣା କରିଛନ୍ତି। ଛୁଟି ବଦଳରେ କର୍ମଚାରୀଙ୍କୁ ନଗଦ ଟଙ୍କା ପ୍ରଦାନ କରାଯିବ। ଏନେଇ ଅର୍ଥମନ୍ତ୍ରୀ ନିର୍ମଳା…