Home Middle

ଗୁଲାମ ନବୀ ଖୋଲିଲେ ଗୁମର: ଅଧ୍ୟକ୍ଷାଙ୍କ ପ୍ରତି ନାହିଁ ସମର୍ଥନ, ୫୦ ବର୍ଷ କ୍ଷମତାକୁ ଆଉ ଆସିବନି କଂଗ୍ରେସ !

ନୂଆଦିଲ୍ଲୀ, ୨୯।୮: କଂଗ୍ରେସରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ଏବେ ଦଳୀୟ କନ୍ଦଳ ବାହାରେ ପଡ଼ିବାରେ ଲାଗିଛି। ଦଳର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍‌ କହିଛନ୍ତି ଯେ,…

5 years ago

ଖୁସି ଖବର: ଦେଶରେ କମୁଛି ସଂକ୍ରମଣ ହାର, ଏସବୁ ୭ ରାଜ୍ୟରେ ଏବେ ବି ସ୍ଥିତି ଅସମ୍ଭାଳ

ନୂଆଦିଲ୍ଲୀ, ୨୯।୮: ଦେଶରେ କରୋନା ସଂକ୍ରମଣ ହାର ଗତ ୧୩ ଦିନ ମଧ୍ୟରେ କମିବାରେ ଲାଗିଛି। ଅଗଷ୍ଟ ୧୪ରୁ ୨୭ ମଧ୍ୟରେ ଦେଶରେ କରୋନା ସଂକ୍ରମଣ ହାର…

5 years ago

ଦେଶରେ ରେକର୍ଡ କରୁଛି କରୋନା: ଗତ ୨୪ଘଣ୍ଟାରେ ୭୬,୪୭୨ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୮: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି…

5 years ago

CORONAVIRUS UPDATE: ୩୦ ଜିଲାରୁ ପୁଣି ୩୨୫୨ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ଗୋଟିଏ ଦିନରେ ୭ଶହ ଟପିଲା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୩୨୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦ରେ…

5 years ago

ରାଜ୍ୟରେ ସର୍ବାଧିକ ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

5 years ago

ସେନାକୁ ସଫଳତା: ପୁଣି ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୯।୮: ସେନାକୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ପୁଣି ଏକ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି।…

5 years ago

ବିନା ପରୀକ୍ଷାରେ ଡିଗ୍ରୀ ନାହିଁ

ନୂଆଦିଲ୍ଲୀ, ୨୯।୮: ବିନା ପରୀକ୍ଷାରେ ଡିଗ୍ରୀ ନାହିଁ। କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶେଷ ବର୍ଷ ପରୀକ୍ଷା କରାଇବାକୁ ହେବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ପରୀକ୍ଷା ନ…

5 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୦୩ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ଗଞ୍ଜାମରୁ ୨୦୪,…

5 years ago

ଜେଇଇ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର,୨୮।୮(ବ୍ୟୁରୋ)- ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ସମଗ୍ର ଦେଶରେ ଜେଇଇ(ମେନ୍‌) ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥିସହିତ ସେପ୍ଟେମ୍ବର ୧୩ ତାରିଖରେ ଏନ୍‌ଇଇଟି ପରୀକ୍ଷା…

5 years ago

ଭୁବନେଶ୍ୱରରୁ ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୨।…

5 years ago