ଇସଲାମବାଦ:ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ…
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଶନିବାର ଭୁବନେଶ୍ୱରରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ଜଣେ ଆକ୍ରାନ୍ତ ଲୋକାଲ୍ କଣ୍ଟାକ୍ଟ…
ଛତ୍ରପୁର,୧୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନ ଛତ୍ରପୁର ଏସ୍ଡିପିଓ ଓ ଥାନା ଆଇଆଇସି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଶନିବାର ଗଞ୍ଜାମ…
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଶନିବାର ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ୨୨୫ ଜଣଙ୍କୁ ମିଶାଇଲେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩ରେ ପହଞ୍ଚିଛି।…
ନୂଆଦିଲ୍ଲୀ, ୧୩।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଶନିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯ ହଜାର ୬୦୩ରେ ପହଞ୍ଚିଥିବାବେଳେ ମୃତକଙ୍କ…
ମୁମ୍ବାଇ,୧୨।୬: ସାରା ବିଶ୍ୱରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣରେ ସବୁଠାରୁ ଅତ୍ୟଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଦିନକୁ ଦିନ ଏଠାରେ ବଢ଼ୁଥିବା…
ଭୁବନେଶ୍ୱର,୧୨ା୬(ବ୍ୟୁରୋ)- କରୋନା ସଂକ୍ରମଣ ପ୍ରତିହତ କରିବାକୁ ରାଜ୍ୟ ସରକାର ଯଥା ସମ୍ଭବ ଚେଷ୍ଟା ଚଳାଇଛନ୍ତି। ଏପରି କି ଘରୁ ବାହାରକୁ ଗୋଡ଼ କାଢ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ…
ଭୁବନେଶ୍ୱର,୧୨।୬(ବ୍ୟୁରୋ)- ଚଳିତ ମାସ ୧୭ରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଖୋଲିବ। ଏଥିସହ ସମସ୍ତ ଅଧ୍ୟାପକ, ଶିକ୍ଷକ, ଅଣଶିକ୍ଷକ ଓ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ସେହିପରି କୋଭିଡ…
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ପ୍ରବଳ ଗହଳି ଯୋଗୁ ଶୁକ୍ରବାର ଭୁବନେଶ୍ୱର ମାର୍କେଟ ବିଲଡିଂକୁ ସିଲ୍ କରି ଦିଆଯାଇଛି। କରୋନା କଟକଣାର ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଜୋନାଲ ଡେପୁଟି…
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।…