ନୂଆଦିଲ୍ଲୀ,୧।୧- ନୂଆ ବର୍ଷରେ ଦେଶବାସୀଙ୍କୁ ମିଳିଛି ଖୁସି ଖବର। ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଦ୍ବାରା ପ୍ରସ୍ତୁତ ଭ୍ୟାକ୍ସିନ କୋଭିସିଲ୍ଡକୁ ମିଳିଛି ଜରୁରୀକାଳୀନ ବ୍ୟବହାର ଅନୁମତି। ସରକାରଙ୍କ ପକ୍ଷରୁ ନିଯୁକ୍ତ ବିଶେଷଜ୍ଞଙ୍କ…
ଭୁବନେଶ୍ୱର,୧।୧(ବ୍ୟୁରୋ): ପବିତ୍ର ଇଂରାଜୀ ନବବର୍ଷ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ଟୁଇଟ୍ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି।…
ଭୁବନେଶ୍ୱର,୧।୧(ବ୍ୟୁରୋ):ନା ଥିଲା ଚିକ୍ମିକ୍ ଲାଇଟ୍ ନା ଶୁଭୁଥିଲା କୋଳାହାଳ। ମଧ୍ୟରାତିର ସବୁ ଉତ୍କଣ୍ଠା, ଉତ୍ସାହରେ ରୋକ ଲଗାଇଥିଲା କରୋନା କଟକଣା। ରଙ୍ଗହୀନ ହୋଇଯାଇଥିଲା ଜିରୋନାଇଟ୍। କଟକ ଓ…
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ହେବ ନବକଳେବର। ୩୫୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ଏକ ଅତ୍ୟାଧୁନିକ ବିଶ୍ୱସ୍ତରୀୟ ଚିକିତ୍ସା ପ୍ରତିଷ୍ଠାନରେ…
ନୂଆଦିଲ୍ଲୀ,୩୧।୧୨-ମେ’ ୪ରୁ ଆରମ୍ଭ ହେବ ସିବିଏସ୍ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ ପରୀକ୍ଷା…
ନୂଆଦିଲ୍ଲୀ,୩୧।୧୨: ଭାରତରେ କରୋନା ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ଜାନୁୟାରୀ ୨ଠାରୁ ବଡ଼ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ହୋଇଥିବା…
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାତିରୁ ରାଜ୍ୟ ସରକାର ନାଇଟ୍ କଫ୍ୟୁ ଜାରି କରିଥିବାବେଳେ ଟୁଇନ୍ ସିଟି ଅର୍ଥାତ୍ କଟକ-ଭୁବନେଶ୍ୱରରେ ୧୪୪ ଧାରା ଜାରି ନେଇ ପୋଲିସ କମିଶନର ସୂଚନା…
ନୂଆଦିଲ୍ଲୀ,୩୧।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଆକ୍ରାନ୍ତଙ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ…
ଭୁବନେଶ୍ୱର,୩୧।୧୨: ଆଜି ୨୦୨୦ ବର୍ଷର ଶେଷ ଦିନ। ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଏବଂ ଉଦ୍ଦୀପନା ଦେଖାଦେଇଛି। ତେବେ ଏହା ଭିତରେ କରୋନାକୁ…
ନୂଆଦିଲ୍ଲୀ,୩୧।୧୨: ଦେଶରେ ଭିଆଇପିଙ୍କ ସୁରକ୍ଷା କାର୍ଯ୍ୟରେ ନିଯୁକ୍ତ ହୋଇଥିବା ପୋଲିସଙ୍କ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ବ୍ୟୁରୋ ଅଫ୍ ପୋଲିସ ରିସର୍ଚ୍ଚ ଆଣ୍ଡ ଡେଭଲପ୍ମେଣ୍ଟ ପକ୍ଷରୁ…