ନୂଆଦିଲ୍ଲୀ,୨୩।୧୨: କରୋନା ପ୍ରତିଷେଧକ ଟିକାକୁ ସାର୍ବଜନୀକ ଭାବେ ଦେବା ପାଇଁ ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆସନ୍ତା ସପ୍ତାହରେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଆଷ୍ଟ୍ରାଜେନିକା ଦ୍ୱାରା…
ପ୍ରୟାଗରାଜ,୨୩।୧୨: ଉତ୍ତରପ୍ରଦେଶର ପ୍ରୟାଗରାଜସ୍ଥିତ ଫୁଲପୁର ଇଫ୍କୋ କାରଖାନାରୁ ଗ୍ୟାସ୍ ଲିକ୍ ଘଟଣାରେ ୨ ଜଣ ଅଫିସରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ କର୍ମଚାରୀ ଅସୁସ୍ଥ…
ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ…
ନୂଆଦିଲ୍ଲୀ, ୨୩।୧୨: ଉତ୍ତରପଶ୍ଚିମ ୟୁରୋପରେ କରୋନା ଭୂତାଣୁର ଏକ ନୂଆ ରୂପ ବ୍ୟାପିବା ଫଳରେ ନିକଟରେ ବ୍ରିଟେନ ଯାତ୍ରା କରିଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ମଙ୍ଗଳବାର…
କାଠମାଣ୍ଡୁ, ୨୩।୧୨: ବିବାଦୀୟ ଘଟଣାକ୍ରମରେ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ହଠାତ୍ ପାର୍ଲାମେଣ୍ଟ ଭଙ୍ଗ କରି ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଘୋଷଣା କରିବା ପରେ ଦେଶରେ ସାମ୍ବିଧାନିକ…
ନୂଆଦିଲ୍ଲୀ,୨୨।୧୨: ବ୍ରିଟେନରୁ ଭାରତ ଫେରିଥିବା ୫ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଥିବା ଜଣାପଡ଼ିଛି। ବ୍ରିଟେନ୍ରୁ ନୂଆଦିଲ୍ଲୀର ବିମାନବନ୍ଦରରେ ଆସି ପହଞ୍ଚିଥିବା ୨୬୬ ଯାତ୍ରୀଙ୍କର ନମୁନା…
ଲଣ୍ଡନ,୨୨।୧୨: ବ୍ରିଟେନ ଏବେ କରୋନାର ନୂଆ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଛି। ବିଟ୍ରେନ୍ରୁ ଏହି ଭୂତାଣୁ ଇଟାଲୀ, ନେଦରଲାଣ୍ଡ, ଡେନମାର୍କ, ଫ୍ରାନ୍ସ୍ ଏବଂ ଅଷ୍ଟ୍ରେଲିଆ ସମେତ ଦକ୍ଷିଣ ଆଫ୍ରିକାର…
ଅଲୀଗଡ଼,୨୨।୧୨: ଅଲୀଗଡ଼ ମୁସଲିମ୍ ବିଶ୍ୱବିଦ୍ୟାଳୟ (ଏଏମ୍ୟୁ)ର ଶତାବ୍ଦୀ ବର୍ଷ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଦେଶଗଠନ ପାଇଁ ଆଗେଇ ଆସିବାକୁ ଆହ୍ବାନ ଜଣାଇଛନ୍ତି। ଧର୍ମ,…
ନୂଆଦିଲ୍ଲୀ,୨୨।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଆଗାମୀ ୪ ଦିନ ଧରି ପ୍ରବଳ ଥଣ୍ଡା ଜାରି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ…
ନୂଆଦିଲ୍ଲୀ,୨୨।୧୨: ଦେଶରେ ଚିତାବାଘଙ୍କ ସଂଖ୍ୟା ବଢ଼ିଛି। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ସୂଚନା ଦେଇଛନ୍ତି। ସରକାରଙ୍କ ବନ୍ୟ ପ୍ରାଣୀ ସଂରକ୍ଷଣ ଆଇନ ଯୋଗୁ…